ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର, ୧ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ରୁ…

ରାସ୍ତାସାରା ଖାଲ, ମରାମତି ହେଉନି

ବିଞ୍ଝାରପୁର,୧ା୮(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଶାସନ୍ଦା ପଞ୍ଚାୟତର ତାଉଁତରାଠାରୁ ଗୁହାଳି ପଞ୍ଚାୟତର ଇଞ୍ଜନପୁର ପର୍ଯ୍ୟନ୍ତ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ସାମାନ୍ୟ ବର୍ଷା ହେଲେ ଏହି ରାସ୍ତାରେ…

ଜୁଲାଇରେ ବି ନିଅଣ୍ଟିଆ ବର୍ଷା

ଯାଜପୁର ଅଫିସ,୧ା୮: ସବୁପ୍ରକାରର ପଦକ୍ଷେପକୁ ଆପଣାଇବା ପରେ ଶେଷ ବିକଳ୍ପ ଥିଲା ମୌସୁମୀ। ପୂର୍ବାନୁମାନକୁ ନେଇ ଆକଳନ କରାଗଲା ଯେ, ଏଥର ସ୍ବାଭାବିକ ବର୍ଷା ହେବ। ଫଳରେ…

ସଞ୍ଜୟଙ୍କୁ କଂଗ୍ରେସର ସମର୍ଥନ, ଆମେ ଅଛୁ ସାଥିରେ, କହିଲେ ଅଧୀର ରଞ୍ଜନ…

ନୂଆଦିଲ୍ଲୀ,୧।୮ : ପାତ୍ରା ଚୋଲ ଜମି ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଶିବସେନା ନେତା ସଞ୍ଜୟ ରାଉତଙ୍କୁ ଗିରଫ କରିଛି। ସୋମବାର ତାଙ୍କୁ ପିଏମଏଲଏ ସ୍ବତନ୍ତ୍ର କୋର୍ଟରେ…

ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ବାସେଟେରୀ,୧ା୮:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଆଜି ଖେଳାଯିବ। ଏହି ମୁକାବିଲାରେ ନିଜ ବିଜୟଧାରା ଅବ୍ୟାହତ ରଖିବା ଲାଗି ପ୍ରୟାସ କରିବ…

ବିଧାୟକଙ୍କ ଠାରୁ ଟଙ୍କା ଜବତ, ଇଡି ଚୁପ୍‌ କାହିଁକି …

କୋଲକାତା,୧।୮ : କଂଗ୍ରେସ ବିଧାୟକଙ୍କ ନିକଟରୁ ଜବତ ହୋଇଥିବା ନଗଦ ଟଙ୍କା ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ର ନୀରବତା ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ…

ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଚାଲିଛି ଗୋଗୁଆ-୧ ଅଙ୍ଗନୱାଡି କେନ୍ଦ୍ର

ମହାକାଳପଡ଼ା,୧ା ୮(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋଗୁଆ ପଞ୍ଚାୟତ ପରିସରରେ ଗୋଗୁଆ ଗ୍ରାମର ଏକ ନବନିର୍ମିତ ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଅଙ୍ଗନୱାଡି କେନ୍ଦ୍ର (୧)ର ଶିଶୁମାନେ ପଢୁଥିବାର ଦେଖିବାକୁ…

ଚାଇନାର ଧମକ ପରେ ପେଲୋସିଙ୍କ ତାଇଓ୍ବାନ ଗସ୍ତ ବାତିଲ…

ଓ୍ବାଶିଂଓନ/ବେଜିଂ,୧।୮ : ଆମେରିକାର ହାଉସ ଅଫ କମନ୍ସ ଅଧ୍ୟକ୍ଷ ନାନସୀ ପେଲୋସିଙ୍କ ଏସିଆ ଗସ୍ତ ତାଲିକାରୁ ତାଇୱାନକୁ ହଟାଇ ଦିଆଯାଇଛି। ଶୁକ୍ରବାର ଠାରୁ ପେଲୋସିଙ୍କ ଗସ୍ତ ଆରମ୍ଭ…

ଜୀବନ ପ୍ରତି ବିପଦ, ଭାଇଜାନ୍‌ଙ୍କୁ ମିଳିଲା ବନ୍ଧୁକ ଲାଇସେନ୍ସ…

ମୁମ୍ବାଇ : ବଲିଉଡ୍‌ ଅଭିନେତା ଭାଇଜାନ୍‌ଙ୍କ ସଲମାନ ଖାନଙ୍କ ଜୀବନ ପ୍ରତି ବିପଦ। ତାଙ୍କୁ ହତ୍ୟା ଧମକ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ସେ ବନ୍ଧୁକ ଲାଇସେନ୍ସ୍‌…

ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୧୩୯କୁ ବୃଦ୍ଧି

ଭୁବନେଶ୍ୱର,୧ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ୮୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…