୨୪ ଘଣ୍ଟାରୁ କମିଲା ଦିନ

ନୂଆଦିଲ୍ଲୀ, ୧ା୮: ପୃଥିବୀ ନିଜ କକ୍ଷପଥରେ ଘୂରିବା ସମୟର ପୂର୍ବ ରେକର୍ଡକୁ ଭାଙ୍ଗିଛି। ୨୦୨୦ ଜୁଲାଇ ୧୯ରେ ୨୪ ଘଣ୍ଟାରୁ ୧.୪୭ ମିଲିସେକେଣ୍ଡ କମ୍‌ ଅବଧିରେ ପୃଥିବୀ…

ଆର୍‌ଏମ୍‌ଆର୍‌ସିରେ ହେବ ମଙ୍କିପକ୍ସ ପରୀକ୍ଷା

ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ବରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି)ରେ ମଙ୍କିପକ୍ସ ଟେଷ୍ଟିଂ ହେବ। ଏ ସମ୍ପର୍କରେ ରବିବାର ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା…

ସମୁଦ୍ର ତଳୁ ବି ମିଶାଇଲ ଆକ୍ରମଣ କରିପାରେ ଚାଇନା, ଟାର୍ଗେଟରେ ଆମେରିକା, ଭାରତ

ବେଜିଂ,୧ ।୮: ଚାଇନା ଲୁଚିଛପି ଦୀର୍ଘ ଓ ସ୍ୱଳ୍ପ ଦୂରଗାମୀ ପାରମ୍ପରିକ ମିଶାଇଲର ଷ୍ଟକ ବୃଦ୍ଧି କରିବାରେ ଲାଗିପଡିଛି । ଆମେରକିା ବିଶେଷଜ୍ଞଙ୍କ ଏକ ରିପୋର୍ଟ ଅନୁଯାୟୀ,…

ଓଡ଼ିଶା: ଆଜିର ଫଟୋ (ଜୁଲାଇ ୩୧, ୨୦୨୨)

‘ଓଡିଶା ରାଜ୍ୟ ପାଇକ ଆଖଡା ମହାସଂଘ’ର ମହିଳା ସଦସ୍ୟମାନେ ଭୁବନେଶ୍ୱରର ସୁଚନା ଭବନରେ‘ ବିଜୟ ଉତ୍ସବ ’ପାଳନ କରୁଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଭୁବନେଶ୍ୱରର ଓର୍ଲଡ ଟାଉନର…

ନାତିଙ୍କୁ ଉଦ୍ଧାର କରିବାକୁ ଯାଇ ବୁଡ଼ିଗଲେ

କୋଷାଗୁମୁଡ଼ା,୩୧ା୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ସଦର ପଞ୍ଚାୟତର କାନାଗୁଡ଼ା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବଳଦକୁ ଗାଧୋଇବା ବେଳେ ଜେଜେ ଏବଂ…

ଭାରତ ମହାସାଗରରେ ଖସିଲା ଚାଇନା ରକେଟ

ଓ୍ବାଶିଂଟନ୍‌, ୩୧ା୭: ଗତ ସପ୍ତାହରେ ଚାଇନା ମହାକାଶକୁ ଛାଡ଼ିଥିବା ‘ଲଙ୍ଗ୍‌ ମାର୍ଚ ୫ବି’(ସିଜେଡ୍‌-୫ବି) ରକେଟର ଭଗ୍ନାବଶେଷ ଭାରତ ମହାସାଗରରେ ଖସି ପଡିଛି। ଏହି ସ୍ପେସ୍‌ ଆବର୍ଜନାର ଓଜନ…

ଆଇଏସ୍‌ ଲିଙ୍କ୍‌ ନେଇ ୬ ରାଜ୍ୟରେ ଚଢାଉ

ନୂଆଦିଲ୍ଲୀ,୩୧।୭: ଆତଙ୍କବାଦୀ ସଂଗଠନ ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌)ର କାର୍ଯ୍ୟକଳାପ ସମ୍ପୃକ୍ତିକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ରବିବାର ୬ ରାଜ୍ୟରେ ଚଢାଉ କରିଛି। ଏହି ଚଢାଉ…

ଆକାଉଣ୍ଟରୁ ଠକି ନେଲେ ୩ ଲକ୍ଷ

ବ୍ରହ୍ମପୁର ଅଫିସ,୩୧ା୭: ବ୍ରହ୍ମପୁର ସଦର ଥାନା ଅଧୀନ ଶକ୍ତିନଗର ତୃତୀୟ ଲାଇନ୍‌ ବାସିନ୍ଦା ରବିନାରାୟଣ ପଟ୍ଟନାୟକ ସାଇବର ଠକେଇର ଶିକାର ହୋଇଛନ୍ତି। ସାଇବର ଠକମାନେ ତାଙ୍କ ବ୍ୟାଙ୍କ…

ଝିଅକୁ ଖୋଜି ଆଣିବାକୁ ଥାନାର ଦ୍ୱାରସ୍ଥ ହେଲେ ବାପା

କୋକସରା,୩୧ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝୀଗୁଡ଼ା ପଞ୍ଚାୟତ ମହୁଳମୁଣ୍ଡା ଗାଁର ଧବଳେଶ୍ବର ରାଉତଙ୍କ ଝିଅ ଜୟନ୍ତୀ(୧୮) ଗତ ୨୬ ତାରିଖ ରାତିରୁ ନିଖୋଜ ଅଛନ୍ତି।…

ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ,୩୧।୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ଖେଳାଯାଇଥିବା ଟି-୨୦ ମୁକାବିଳାରେ ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ବ୍ୟାଟିଂ ଫଳରେ ଭାରତୀୟ ମହିଳା ଦଳ ୮ ଉଇକେଟରେ ବିଜୟ ହୋଇଛି। ଟସ୍‌…