ଫ୍ରିଡମ୍‌ ହେଲ୍‌ଦି କୁକିଂ ଅଏଲକୁ ବ୍ରାଣ୍ଡ୍‌ ଆଓ୍ବାର୍ଡ

ନୂଆଦିଲ୍ଲୀ,୨୨।୯: ଦେଶର ପ୍ରମୁଖ ଖାଇବାତେଲ କମ୍ପାନୀ ତଥା ଜେମିନି ଏଡିବଲସ ଆଣ୍ଡ ଫ୍ୟାଟ୍‌ ଇଣ୍ଡିଆ ଲିମିଟେଡ୍‌ (ଜିଏଫ୍‌ ଇଣ୍ଡିଆ) ର ଫ୍ଲାଗଶିପ୍‌ ବ୍ରାଣ୍ଡ ଫ୍ରିଡମ୍‌ ହେଲ୍‌ଦି କୁକିଂ…

ଭାରତ ଯୋଡ଼ୋ ଯାତ୍ରା ପୋଷ୍ଟରରେ ସଭରକର

ନୂଆଦିଲ୍ଲୀ,୨୨।୯: କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା କ୍ରମାଗତ ଭାବରେ ଚର୍ଚ୍ଚାରେ ଅଛି। ଏହି ଯାତ୍ରାର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହେଉଛି। ଭାରତ…

କେଁ ପୂରାଇଲେ ଦିଗ୍‌ବିଜୟ

ନୂଆଦିଲ୍ଲୀ, ୨୨ା୯: କଂଗ୍ରେସର ପୁରୁଖା ନେତାମାନେ ଗାନ୍ଧୀ ପରିବାର ପ୍ରେମରେ ଅନ୍ଧ ନ ହେଲେ ଦୀପାବଳି ସୁଦ୍ଧା ଦଳକୁ ନୂଆ ଅଧ୍ୟକ୍ଷ ମିଳିବେ। କଂଗ୍ରେସର ଆଭ୍ୟନ୍ତରୀଣ ଗଣତନ୍ତ୍ରକୁ…

ଇରାନରେ ହିଂସକ ହେଲା ହିଜାବ ବିରୋଧୀ ପ୍ରଦର୍ଶନ, କିଛି ସ୍ଥାନରେ ପୋଡାଜଳା, କିଛି ସହରରେ ଇଣ୍ଟରନେଟ ସେବା ବନ୍ଦ

ତେହେରାନ,୨୨ ।୯: ମହସା ଅମିନିଙ୍କ ମୃତ୍ୟୁ ପରେ ଇରାନରେ ଏବେ ବିରୋଧର ନିଆଁ ଜଳୁଛି । ହିଜାବ ବିରୋଧରେ ଏବେ ଇରାନରେ ଉଗ୍ର ପ୍ରଦର୍ଶନ ହିଂସାର ରୂପ…

ପୁଣିଥରେ ମୋଦିଙ୍କୁ ପ୍ରଶଂସା କଲେ ଇମ୍ରାନ

ଇସଲାମାବାଦ,୨୨ ।୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣିଥରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ପ୍ରଶଂସା କରିଛନ୍ତି । ସେ ଭ୍ରଷ୍ଟାଚାରକୁ ନେଇ ପାକିସ୍ତାନ ମୁସଲିମ…

କର୍ତ୍ତବ୍ୟନିଷ୍ଠ ସାମ୍ବାଦିକ ଖବରକୁ ଅତିରଞ୍ଜିତ କରନ୍ତି ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୨୨।୯: ଏସିଆ - ପ୍ରଶାନ୍ତ ମହାସାଗରୀୟ ପ୍ରସାରଣ ଉନ୍ନୟନ ପ୍ରତିଷ୍ଠାନ (ଏଆଇବିଡି)ର ୪୭ତମ ବାର୍ଷିକ ସମ୍ମିଳନୀ ଏବଂ ୨ଠତମ ସାଧାରଣ ସମ୍ମିଳନୀକୁ ସୂଚନା ଓ ପ୍ରସାରଣ ମନ୍ତ୍ରୀ…

ଶ୍ରେଣୀଗୃହରେ ୧୮ ଘଣ୍ଟା ବନ୍ଦ ରହିଲେ ଛାତ୍ରୀ

ଲକ୍ଷ୍ନୌ,୨୨।୯: ଉତ୍ତର ପ୍ରଦେଶ ସମ୍ଭାଲର ଧନରିପତ୍ତି ବିଦ୍ୟାଳୟରେ ପ୍ରଥମ ଶ୍ରେଣୀର ଜଣେ ଛାତ୍ରୀ ୧୮ ଘଣ୍ଟା କାଳ ଶ୍ରେଣୀଗୃହରେ ବନ୍ଦ ରହିଥିବା ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର…

କର୍ନାଟକ ବିଧାନସଭାରେ ଧର୍ମାନ୍ତରୀକରଣ ନିରୋଧୀ ବିଲ୍‌ ଗୃହୀତ

ବେଙ୍ଗାଲୁରୁ, ୨୨ା୯: କର୍ନାଟକ ବିଧାନସଭାରେ ବୁଧବାର ବିରୋଧୀ କଂଗ୍ରେସ ସଦସ୍ୟଙ୍କ ପ୍ରବଳ ହଟ୍ଟଗାଳ ମଧ୍ୟରେ ଧର୍ମାନ୍ତରୀକରଣ ନିରୋଧୀ ବିଲ୍‌ ଗୃହୀତ ହୋଇଛି। ଗତ ସପ୍ତାହରେ ସାମାନ୍ୟ ସଂଶୋଧନ…

ନବରାତ୍ରୀରେ ନୂଆ ପାର୍ଟିର ଘୋଷଣା କରିବେ ଆଜାଦ, ପଞ୍ଜିକରଣ ପାଇଁ ତିନି ସଦସ୍ୟ ବିଶିଷ୍ଟ ଟିମ କରୁଛନ୍ତି କାମ

ଜମ୍ମୁ,୨୨ ।୯: ପ୍ରାୟ ଏକ ମାସ ହେବ କଂଗ୍ରେସ ଛାଡିଥିବା ବରିଷ୍ଠ ନେତା ଗୁଲାମ ନବି ଆଜାଦ ତାଙ୍କ ନୂଆ ଦଳର ନାମର ଘୋଷଣା ନବରାତୀରେ କରିବେ…

ଜଙ୍ଗଲରେ ଶିକ୍ଷକ, ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ଲକ୍ଷ୍ନୌ,୨୨ା୯: ଉତ୍ତରପ୍ରଦେଶର ସାହାରନ୍‌ପୁର ନିକଟ ଜଙ୍ଗଲରୁ ବୁଧବାର ଜଣେ ଶିକ୍ଷକ ଓ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ଉଭୟେ ଗତ ୩ ତାରିଖରୁ ନିଖୋଜ ଥିଲେ।…