ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ କରିଥିଲେ।…
ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ ଚିକିତ୍ସା…
ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ ପାଇଁ…
ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ ବ୍ୟକ୍ତ…
ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ ନେବାକୁ…
ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ…
ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର ଟିକେଟ…
ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ କୃଷି…
ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨ ପୁଅ।…
ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ ଅଘଟଣ।…