ଇଣ୍ଟରନ୍ୟାଶନାଲ ମ୍ୟାଥମେଟିକାଲ୍‌ ଅଲିମ୍ପିଆଡ୍‌: ୩ ସ୍ବର୍ଣ୍ଣ ଜିତିଲେ ବେଙ୍ଗାଲୁରୁ ଛାତ୍ର

ନୂଆଦିଲ୍ଲୀ,୨୮।୭: ଇଣ୍ଟରନ୍ୟାଶନାଲ ମ୍ୟାଥମେଟିକାଲ୍‌ ଅଲିମ୍ପିଆଡ(ଆଇଏମ୍‌ଓ)ରେ ବେଙ୍ଗାଲୁରୁ ଛାତ୍ର ପ୍ରାଞ୍ଜଲ ଶ୍ରୀବାସ୍ତବ ପ୍ରଥମ ଭାରତୀୟ ଭାବେ ୩ଟି ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ଜୁଲାଇ ୧୧ ଓ ୧୨ରେ…

‘ପୁଅର ସାଂଜ୍ଞା ସ୍ଥିର କରିବାର ଅଧିକାର ରହିଛି କେବଳ ମା’ର’

ନୂଆଦିଲ୍ଲୀ,୨୮।୭: ଜନ୍ମଦାତା ପିତାଙ୍କ ମୃତ୍ୟୁ ପରେ ସ୍ତ୍ରୀ ଦ୍ୱିତୀୟ ବିବାହ କଲେ ସେ ପିଲାର ସାଂଜ୍ଞା ସମ୍ପର୍କରେ ନିଷ୍ପତ୍ତି ନେଇପାରିବେ ଓ ତାଙ୍କୁ ନୂଆ ପରିବାରରେ ସାମିଲ…

ବିଚାରପତି ହତ୍ୟା ମାମଲାରେ ୨ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ: ଅଗଷ୍ଟ ୬ରେ ପରବର୍ତ୍ତୀ ଶୁଣାଣି

ଧାନବାଦ,୨୮।୭: ଝାଡ଼ଖଣ୍ଡର ଧାନବାଦ ଅତିରିକ୍ତ ଜିଲା ଜଜ୍‌ ଉତ୍ତମ ଆନନ୍ଦଙ୍କୁ ଅଟୋ ମଡ଼ାଇ ହତ୍ୟା ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଗୁରୁବାର ୨ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।…

ତୃତୀୟ ସ୍ଥାନରେ ଭାରତ

ଦୁବାଇ,୨୮ା୭: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୩-୦ରେ କ୍ଲିନ୍‌ ସୁଇପ୍‌ ପରେ ଭାରତ ସଦ୍ୟ ପ୍ରକାଶିତ ପୁରୁଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଟିମ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ତୃତୀୟ ସ୍ଥାନ ବଜାୟ…

୪୪ତମ ଚେସ୍‌ ଅଲିମ୍ପିଆଡ୍‌ରୁ ଓହରିଲା ପାକିସ୍ତାନ

ଇସ୍‌ଲାମାବାଦ୍‌/ନୂଆଦିଲ୍ଲୀ,୨୮ା୭: ଚେନ୍ନାଇରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ୪୪ତମ ଚେସ୍‌ ଅଲିମ୍ପିଆଡ୍‌ରୁ ଓହରିଯାଇଛି ପାକିସ୍ତାନ। ଜମ୍ମୁ-କଶ୍ମୀର ବାଟ ଦେଇ ପ୍ରତିଯୋଗିତାର ଟର୍ଚ୍ଚ ରିଲେ ଯାଇଥିବାରୁ ପ୍ରତିବାଦ ସ୍ବରୂପ ଦେଶ…

୧-୧ରେ ସିରିଜ୍‌ ବରାବର

ଗାଲେ,୨୮ା୭: ଗାଲେରେ ଖେଳାଯାଇଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ଜିତି ସିରିଜ୍‌ ୧-୧ରେ ବରାବର କରିଛି ଶ୍ରୀଲଙ୍କା। ୫୦୯ ରନ୍‌ ଲକ୍ଷ୍ୟର ପିଛା କରୁଥିବା ପାକିସ୍ତାନ ୨୬୧…

ପବ୍‌ଜି ପରେ ପ୍ଲେ-ଷ୍ଟୋରରୁ ହଟିଲା ବିଜିଏମ୍‌ଆଇ ଗେମ୍‌

ନୂଆଦିଲ୍ଲୀ,୨୭।୭: ମୋବାଇଲ୍‌ରେ ଅନ୍‌ଲାଇନ୍‌ ଗେମ୍‌ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମଲ୍ଟିପ୍ଲେୟାର ଯୁଦ୍ଧ ମୋବାଇଲ ଗେମ୍‌ ବ୍ୟାଟଲଗ୍ରାଉଣ୍ଡ ମୋବାଇଲ ଇଣ୍ଡିଆ(ବିଜିଏମ୍‌ଆଇ) ଏବେ ଗୁଗୁଲ…

ବାବୁସାନ୍‌ ପାରିବାରିକ ବିବାଦ: ଆପୋସ ସମାଧାନ ପାଇଁ ଉଦ୍ୟମ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ଅଭିନେତା ବାବୁସାନ୍‌ ମହାନ୍ତିଙ୍କ ପାରିବାରିକ ବିବାଦର ଆପୋସ ସମାଧାନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ବାବୁସାନ୍‌ଙ୍କ ଓକିଲ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ ଏ ସମ୍ପର୍କରେ…

ମାଙ୍କଡଙ୍କ ପାଇଁ ହେଲା ଝୁଲନ୍ତା ଚଲାପଥ

କେନ୍ଦୁଝର,୨୮।୭(ସ୍ବ.ପ୍ର.) : କେନ୍ଦୁଝର ଜିଲାର ଜୁଡିଆ, କାଞ୍ଜିପାଣି ଘାଟିରେ ବନ ବିଭାଗ ପକ୍ଷରୁ ମାଙ୍କଡଙ୍କ ରାସ୍ତା ପାର ହେବା ପାଇଁ ଦୁଇଟି ଝୁଲନ୍ତା ଚଲାପଥ ନିର୍ମାଣ କରାଯାଇଛି।…

ମନ୍ଦିର କମିଟି ଗଠନକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ବ୍ରହ୍ମପୁର ଅଫିସ,୨୮ା୭: ଶିବମନ୍ଦିର କମିଟି ଗଠନକୁ କେନ୍ଦ୍ରକରି ବ୍ରହ୍ମପୁର ଜଗଦଳପୁର ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ ଦୁଇଟି…