ଫୁଲିଲା ହୀରାକୁଦ ଜଳଭଣ୍ଡାର, ଖୋଲିଲା ୪ ଗେଟ୍‌

ସମ୍ବଲପୁର,୧୯ା୯(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାର ଉପରମୁଣ୍ଡ ଛତିଶଗଡ଼ରେ ଆଗକୁ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୨୦ରୁ ୨୨ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି…

ଶିଶୁ ମୃତ୍ୟୁ ଘଟଣା: ଯାଞ୍ଚ କଲେ ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍‌

କେନ୍ଦୁଝର,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିସତ୍ାଳୟର ଶିଶୁ ୱାର୍ଡରେ ୪ ନବଜାତ ଶିଶୁ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ବରିଷ୍ଠ ପ୍ରଶାସନିକ…

ପୁଣି କଟକରୁ ଜବତ ହେଲା ନକଲି ଔଷଧ

କଟକ ଅଫିସ, ୧୯।୯: କଟକରୁ ସୋମବାର ପୁଣି ନକଲି ଔଷଧ ଜବତ ହୋଇଛି। ନକଲି ଟେଲ୍ମା-୪୦ ଔଷଧ ଜବତ ହୋଇଛି । ପୁରୀ ଘାଟ ଥାନା ପୋଲିସ…

ମଦ ପିଇ ଗାଡ଼ି ଚଳାଇବା ପଡ଼ିଲା ମହଙ୍ଗା: ନିର୍ଧୂମ୍‌ ଛେଚିଲେ ଲୋକେ

ଜୟପୁର, ୧୮ା୯ (ନି.ପ୍ର.): ନିଶାଶକ୍ତ ଅବସ୍ଥାରେ ଗାଡି ଚଳାଉଥିବା ଡ୍ରାଇଭର ଓ ହେଲ୍‌ପରଙ୍କୁ ଧରି ଲୋକେ ନିସ୍ତୁକ ମାଡ଼ ମାରିଛନ୍ତି। ଉଭୟଙ୍କୁ ଜୟପୁର ସଦର ପୋଲିସ ଗିରଫ…

ଅଶ୍ଲୀଳ ଗୀତକୁ ବିରୋଧ: ଟାଉନ ଥାନାରେ ଏତଲା ଦେଲା ଜିଲା ବିକାଶ ମଞ୍ଚ

କୋରାପୁଟ,୧୯ା୯(ସ୍ବ.ପ୍ର.): କୋରାପୁଟ ଜିଲା ଝିଅଙ୍କୁ ନେଇ ଅଶ୍ଲୀଳ ଗୀତ ପରିବେଷଣ କରିଥିବା ଓମ ଶଙ୍କର ନାମକ ବ୍ୟକ୍ତିଙ୍କ ବିରୋଧରେ ଜିଲା ବିକାଶ ମଞ୍ଚ ପକ୍ଷରୁ ଥାନାରେ ଏତଲା…

ଏସ୍‌ସିବି ଟିକେଟ କାଉଣ୍ଟର ଭିତରେ ମଦ ପିଇବା ଭିଡିଓ ଭାଇରାଲ : ନିଲମ୍ବିତ ହେଲେ କର୍ମଚାରୀ

କଟକ ଅଫିସ, ୧୯।୯: କଟକ ଏସ୍‌ସିବି ମେଡିକାଲ ଟିକେଟ କାଉଣ୍ଟର ଭିତରେ ଜଣେ କର୍ମଚାରୀ ମଦ ପିଇବା ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାରେ ସୋମବାର ଏସ୍‌ସିବି…

ନୀତୀଶଙ୍କୁ ସମର୍ଥନ କରିବେନି ଶିବପାଲ

ଲକ୍ଷ୍ନୌ,୧୯।୯: ଆଗାମୀ ୨୦୨୪ରେ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ପ୍ରୟାଗରାଜର ଫୁଲପୁର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଥିବା ନୀତୀଶଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଶିବପାଲ ସିଂ…

ମହିଳାଙ୍କୁ ବଞ୍ଚାଇବା ପାଇଁ ଦୁର୍ଘଟଣାର ଶିକାର ହେଲେ ୨ ଆଇନଜୀବୀ

ନିଶ୍ଚିନ୍ତକୋଇଲି,୧୯।୯(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ତହସିଲର ନିକଟ କଟକ-ଚାନ୍ଦବାଲି ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସାଲେପୁର କୋଟର ୨ ଆଇନଜୀବୀ ଗୁରୁତର…

ଭାଜପାରେ ଯୋଗ ଦେଲେ କ୍ୟାପଟେନ ଅମରିନ୍ଦର

ନୂଆଦିଲ୍ଲୀ, ୧୯।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ମୁଖ୍ୟ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି।…

ରାଜ୍ୟରୁ ୨୧୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ୧୩,୨୧,୩୪୪ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ…