କେନ୍ଦ୍ରାପଡ଼ା ଜିଲାର ୬୦ ଭାଗ ଗାଁରେ ମିଳୁନି ପାନୀୟଜଳ

କେନ୍ଦ୍ରାପଡ଼ା ଅଫିସ, ୨୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକ ଲୁଣାଞ୍ଚଳବାସୀଙ୍କ ପାଇଁ ଗତ ୨୦୧୮ ଡିସେମ୍ବର ୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସୁଧା ଯୋଜନାରେ…

ବିଜୁଳି ଉତ୍ସବରେ ସୀମିତ ନ ରହୁ ସେବା

ଯାଜପୁର ଅଫିସ,୨୮ା୭:ଆଜାଦୀ କା ଅମୃତ ମହୋତ୍ସବ ପରୀପ୍ରେକ୍ଷୀରେ ୨୫ରୁ ୩୦ ପର୍ଯ୍ୟନ୍ତ ପ୍ରତ୍ୟେକ ଜିଲାରେ ଉଜ୍ଜ୍ୱଳ ଭାରତ-ଉଜ୍ଜ୍ୱଳ, ଭବିଷ୍ୟତ  ପାୱାର-୨୦୪୭ କାର୍ଯ୍ୟକ୍ରମ(ବିଜୁଳି ମହୋସତ୍ବ) ପାଳନ କରାଯାଉଛି। ଏଥିରେ…

୨ ଲକ୍ଷ ବସ୍ତି ବାସିନ୍ଦାଙ୍କୁ ମିଳିବ ଜମି ଅଧିକାର

ଭୁବନେଶ୍ୱର, ୨8।୭(ବ୍ୟୁରୋ): ରାଜ୍ୟର ୩ ହଜାର ବସ୍ତିର ପ୍ରାୟ ୨ ଲକ୍ଷ ବାସିନ୍ଦାଙ୍କୁ ଜମି ଅଧିକାର ମିଳିବ। ସେଥିମଧ୍ୟରୁ ଆର୍ଥିକ ଅନଗ୍ରସର ବର୍ଗର ବ୍ୟକ୍ତିଙ୍କୁ ପକ୍କା ଘର…

୧୫ ଅଗଷ୍ଟରେ ୩ ପ୍ରକାର ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ଆଶଙ୍କା, ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୨୮।୭ : ସ୍ବାଧୀନତା ଦିବସ ଅବସରରେ ଆତଙ୍କବାଦୀ ଆକ୍ରମଣ ହେବା ନେଇ ଗୁପ୍ତଚର ଏଜେନ୍ସି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥର ତିନି ପ୍ରକାରର ଗୁପ୍ତଚର…

ଆଜି ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା, ଅପରାହ୍ନ ୨ରୁ ସନ୍ଧ୍ୟା ୬ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୨୮ା୭: ଚିତାଲାଗି ଅମାବାସ୍ୟାରେ ଗୁରୁବାର ଶ୍ରୀମନ୍ଦିରରେ ବିଶେଷ ନୀତି ସହ ତିନିଠାକୁରଙ୍କ ଚିତାଲାଗି କରାଯିବ। ମହାପ୍ରଭୁଙ୍କ ପ୍ରଥମ ଭୋଗ ମଣ୍ଡପ ପରେ ଦାରୁଦିଅଁଙ୍କୁ ଦଇତାପତି…

ଭାରତୀୟ ବୈଜ୍ଞାନିକଙ୍କୁ ସଫଳତା, ପୃଥକ କଲେ ମଙ୍କିପକ୍ସ ଭୂତାଣୁ…

ପୁଣେ,୨୮।୭ : କରୋନା ପରେ, ବର୍ତ୍ତମାନ ଭାରତୀୟ ବୈଜ୍ଞାନିକମାନେ ମଙ୍କିପକ୍ସ କ୍ଷେତ୍ରରେ ବେଶ୍‌ ସଫଳତା ହାସଲ କରିଛନ୍ତି। ପୁଣେ ଭିତ୍ତିକ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ଭିରୋଲୋଜି  (ଏନଆଇଭି)ର…

ଇରାକ ସଂସଦକୁ ଘେରିଲେ ପ୍ରଦର୍ଶନକାରୀ

ବାଗଦାଦ,୨୮ ।୭: କିଛିଦିନ ପୂର୍ବେ ପଡୋଶୀ ଦେଶ ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଯୋଗୁ ସୃଷ୍ଟି ହୋଇଥିବା ରାଜାନୈତିକ ଅସ୍ଥିରତା କାରଣରୁ ଲକ୍ଷ ଲକ୍ଷ ପ୍ରଦର୍ଶନକାରୀ ସଡ଼କ ଉପରକୁ…

ପ୍ରତିଷେଧକ ହିଁ ପ୍ରକୃତ ନିଦାନ

ଶରୀରରେ ବିଭିନ୍ନ ସମସ୍ୟା ସୃଷ୍ଟି ହୋଇଥାଏ। ତେବେ ପ୍ରତିଷେଧକ ବ୍ୟବସ୍ଥା ହିଁ ପ୍ରକୃତ ନିଦାନ । ପ୍ରତିବର୍ଷ ଜୁଲାଇ ୨୮ରେ ପାଳନ କରାଯାଉଥିବା ବିଶ୍ୱ ହେପାଟାଇଟିସ୍‌ ଦିବସରେ…

ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ

ପୃଥିବୀର ସୁରକ୍ଷା ପାଇଁ ପ୍ରକୃତିର ସଂରକ୍ଷଣ ଜରୁରୀ। ଏନେଇ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଜୁଲାଇ ୨୮ରେ ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ ପାଳନ…

ନିଜ ତିଆରି ବିମାନରେ ୟୁରୋପ ବୁଲିଲେ କେରଳ ବ୍ୟକ୍ତି

ଲଣ୍ଡନ,୨୮।୭: କୋଭିଡ୍‌-୧୯ ଲକ୍‌ଡାଉନ୍‌ ସମୟରେ ବିମାନ ସେବା ବନ୍ଦ ହୋଇଯାଇଥିବାବେଳେ କେରଳର ଜଣେ ବ୍ୟକ୍ତି ନିଜସ୍ବ ଉଦ୍ୟମରେ ଏକ ବିମାନ ନିର୍ମାଣ କରିଥିଲେ। ଉକ୍ତ ବିମାନରେ ସେ…