ଇତିହାସ ରଚିଲେ ଫ୍ରାନ୍ସ କ୍ରିକେଟର୍‌

ଭାଣ୍ଟା,୨୬।୭:ଫ୍ରାନ୍ସର ଓପନର୍‌ ଗୁସ୍ତାଭ ମ୍ୟାକେନ ଅନ୍ତର୍ଜାତୀୟ ଟି-୨୦ରେ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ଶତକ ହାସଲ କରିଛନ୍ତି। ସେ ୧୮ ବର୍ଷ ୨୮୦ ଦିନ ବୟସରେ ଏହି କୀର୍ତ୍ତିମାନ କରିଥିଲେ।…

ବିଲରେ କଚାଡ଼ି ମାରିଦେଲା ହାତୀ

ଛେଣ୍ଡିପଦା, ୨୬।୭ (ସ୍ବ.ପ୍ର.) ସକାଳେ ଶୌଚ ପାଇଁ ଯାଇଥିବା ଜଣେ ଯୁବକଙ୍କୁ ଶୁଣ୍ଢରେ ଟେକି ନେଇ ବିଲରେ କଚାଡ଼ି ମାରିଦେଇଛି ହାତୀ। ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ…

ବୋଲେରୋକୁ କରିଦେଲେ କ୍ୟାମ୍ପର

ଢେଙ୍କାନାଳ ଅଫିସ, ୨୬।୭ ଢେଙ୍କାନାଳ ଜିଲା ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ)ଙ୍କ କାର୍ଯ୍ୟାଳୟରେ ଗାଡ଼ି ପଞ୍ଜୀକରଣରେ ବଡ଼ ଧରଣର ତ୍ରୁଟି ହୋଇଛି। ଭଲ୍ୟୁମ୍‌ ବୁକରେ ଏକ ବୋଲେରୋକୁ…

ପିଅନ ସମ୍ଭାଳୁଛନ୍ତି ପ୍ରାଣୀଧନ ସେବା

ପରଜଙ୍ଗ, ୨୬।୭(ଡି.ଏନ୍‌.ଏ.) କେଉଁଠି ଫାଟୁଆ ତ ଆଉ କେଉଁଠି ବ୍ୟାପିଲାଣି ବଜବଜିଆ ଭଳି ସଂକ୍ରାମକ ରୋଗ। ରୋଗାକ୍ରାନ୍ତ ଗୃହପାଳିତ ପ୍ରାଣୀମାନେ ଯନ୍ତ୍ରଣାରେ କଲବଲ ହେଉଛନ୍ତି। ହେଲେ ସେମାନଙ୍କ…

ଅସ୍ଥାୟୀ ପୋଲ ନିର୍ମାଣ ପରେ ସ୍ବାଭାବିକ ହେଲା ଜୁନାଗଡ଼-ଧର୍ମଗଡ଼ ରାଜପଥ

ଭବାନୀପାଟଣା,୨୬।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଣ୍ଡାକୁଟ୍ରା ନିକଟ ହାଲେର ଯୋରରେ ବନ୍ୟା ପାଣି ଆସି ଗତ ୨୩ ତାରିଖରେ ଆପ୍ରୋଚ୍‌ ପୋଲ ଧୋଇ ହୋଇଯାଇଥିଲା। ଫଳରେ…

ଉଚ୍ଛେଦ ପାଇଁ ସଜବାଜ

ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ସହର ରାଜା ଛକରୁ ଥାନା ଛକ ରାସ୍ତା ପାର୍ଶ୍ୱକୁ ଜବରଦଖଲ କରି ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କ ମଧ୍ୟରେ ପଶିଛି ଛନକା। ଏହି…

‘ପ୍ରତିିଶ୍ରୁତି ଦେଉଛି ଭାଜପା, ଟିଏମ୍‌ସି- ବିଜେଡି ଏମ୍‌ପିଙ୍କୁ ଫୋନ୍‌ କରିବି ନାହିଁ’

ନୂଆଦିଲ୍ଲୀ,୨୬।୭: ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲ୍‌ଭା ମଙ୍ଗଳବାର ଏକ ଟୁଇଟ କରିଛନ୍ତି। ଉକ୍ତ ଟୁଇଟରେ ସେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ମୋବାଇଲ…

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୁଆଁରମୁଣ୍ଡା,୨୬।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡାସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି ଜୋର ଧରିଛି । ମଙ୍ଗଳବାର ସକାଳୁ ଛାତ୍ରୀଛାତ୍ରମାନେ ଶ୍ରେଣୀ ଗୃହ ବର୍ଜନ କରି…

ଅଧିକାରୀ ଆସିଲେ ଦିଆଯିବ ଅନୁମତି

ଛେଣ୍ଡିପଦା, ୨୬।୭ (ସ୍ବ.ପ୍ର.) ଅତିଷ୍ଠ କରୁଛି ଅଘୋଷିତ ବିଦ୍ୟୁତ୍‌ କାଟ। ବଦଳାଯାଉନି ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଇଲେକ୍ଟ୍ରି ଖୁଣ୍ଟ। ନିର୍ଦ୍ଧାରିତ ଉଚ୍ଚତାକୁ ଉଠାଯାଉନି ଅତି ତଳକୁ ଓହଳିଥିବା…

ବିଶ୍ୱାସରେ ବିଷ ଦେଇ ନେଇଗଲେ ୧୫ ଶହ

ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ମେଡିକାଲରେ ଦଲାଲମାନେ ଏବେ ମଧ୍ୟ ସକ୍ରିୟ ଅଛନ୍ତି। ରୋଗୀ ଓ ସମ୍ପର୍କୀୟଙ୍କ ମନରେ ବିଶ୍ୱାସ ଜନ୍ମାଇ ତାଙ୍କଠାରୁ ହଜାର ହଜାର ଟଙ୍କା…