ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର୍‌ ୯୯.୩୮%

ନୂଆଦିଲ୍ଲୀ,୨୪।୭: ରବିବାର ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ (ଆଇଏସ୍‌ସି) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତବର୍ଷ ଏହି ପରୀକ୍ଷାରେ ପାସ୍‌ ହାର ୯୯.୩୮ ପ୍ରତିଶତ ରହିଛି।…

ସାପ କାମୁଡ଼ାରେ ଚାଲିଗଲା ନାବାଳକଙ୍କ ଜୀବନ

ବ୍ରହ୍ମପୁର ଅଫିସ,୨୪।୭: ସାପ କାମୁଡ଼ାରେ ଗୁରୁତର ହୋଇ ଏମ୍‌କେସିଜି ମେଡିକାଲରେ ଚିକିତ୍ସିତ ହେଉଥିବା ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଦେବିଝର…

ଭାରତକୁ ଉସ୍‌କାଇବାକୁ ଚେଷ୍ଟା କରୁଛି ଚାଇନା

ବେଜିଂ,୨୪।୭: ଭାରତ-ଚାଇନା ସୀମାରେ ପୁଣି ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ରବିବାର ଚାଇନା ଯୁଦ୍ଧ ବିମାନ ପୂର୍ବ ଲଦାଖର ଲାଇନ ଅଫ ଆକ୍‌ଚୁଆଲ କଣ୍ଟ୍ରୋଲ(ଏଲ୍‌ଏସି) ନିକଟରେ ଉଡ଼ୁଛି।…

ବାଇକ୍‌ ଡିକି ଭାଙ୍ଗି ଟଙ୍କା ଲୁଟ୍‌, ଅଭିଯୁକ୍ତ ଗିରଫ

ବଡ଼ବିଲ,୨୪ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଡିକି ଭାଙ୍ଗି ଟଙ୍କା ଲୁଟ୍‌ ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ନଗଦ ୨…

‘ମନ୍ନତ’ ଭିତର ଫଟୋ ଶେୟାର କଲେ ଗୌରୀ

ମୁମ୍ବାଇ: କିଙ୍ଗ୍‌ଖାନ ଶାହାରୁଖ ଖାନ୍‌ଙ୍କ ସ୍ତ୍ରୀ ଗୌରୀ ଖାନ୍‌ ହୁଏତ ଫିଲ୍ମ ନ କରିଥାଇ ପାରନ୍ତି କିନ୍ତୁ ସେ ବଲିଉଡ୍‌ର ଜଣେ ଜଣାଶୁଣା ଇଣ୍ଟରିୟର ଡିଜାଇନର। ଏହା…

ରାଶିଫଳ: ସୋମବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ଦୂରଦର୍ଶିତାବିହୀନ କାର୍ଯ୍ୟ ଓ ପୁରାତନ ରୋଗ ଯୋଗୁ ମାନସିକ ସୁସ୍ଥତା ହରାଇବେ । ଦୀର୍ଘ ଦିନରୁ ଆଶା କରିଥିବା ମୂଲ୍ୟବାନ ଦ୍ରବ୍ୟଟି…

କାରଗିଲ ବିଜୟ ଦିବସ: ଯୁଦ୍ଧରେ ଭାରତକୁ ମିଳି ନ ଥିଲା ବିଶ୍ୱର ସହାୟତା

ଜମ୍ମୁ,୨୪ ।୭: କାରଗିଲ ବିଜୟ ଦିବସ ଅବସରରେ ଦେଶର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଜମ୍ମୁରେ କାରଗିଲ ଯୁଦ୍ଧରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ଏହି ଅବସରରେ ସେ…

‘ନେହରୁଙ୍କ ନୀତିରେ ତ୍ରୁଟି ଥାଇପାରେ, ଉଦ୍ଦେଶ୍ୟରେ ନୁହେଁ’

ଶ୍ରୀନଗର,୨୪।୭: କାରଗିଲ ବିଜୟ ଦିବସ ଅବସରରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଜମ୍ମୁରେ କାରଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି…

ଚାକିରି ଛାଡ଼ିଲେ ବାୟୁସେନା ଯବାନ

କଲମ୍ବୋ,୨୪ା୭: ଶ୍ରୀଲଙ୍କାରେ ଲୋକଙ୍କ ଅସୁବିଧା ଦିନକୁ ଦିନ ବଢ଼ିବାରେ ଲାଗିଛି। ସ୍ବାଧୀନତା ପରଠାରୁ ଦେଶ ବର୍ତ୍ତମାନ ସବୁଠାରୁ ଖରାପ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଶ୍ରୀଲଙ୍କାରେ…

ଶପଥ ଗ୍ରହଣ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭାଉଜ ଦେଲେ ସ୍ବତନ୍ତ୍ର ଉପହାର

ନୂଆଦିଲ୍ଲୀ,୨୪।୭: ଦେଶର ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଶପଥ ଗ୍ରହଣ କରିବେ। ସଂସଦର ସେଣ୍ଟ୍ରାଲ୍‌ ହଲ୍‌ରେ ଏହି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏହି ସମୟରେ…