ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୧୭୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୪,୩୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…
ଭୁବନେଶ୍ବର,୨୨ା୭(ବ୍ୟୁରୋ): ରାଷ୍ଟ୍ରାୟତ୍ତ ସମ୍ପତ୍ତି ମୁଦ୍ରୀକରଣ ଓ ପୁନଃ ବିନିଯୋଗ ପାଇଁ ରାଜ୍ୟ ସରକାର ଓ ବିଶ୍ୱବ୍ୟାଙ୍କର ଅନ୍ତର୍ଜାତୀୟ ଅର୍ଥ ନିଗମ (ଆଇଏଫ୍ସି) ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ…
ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ରାଜ୍ୟରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କ ସଂଖ୍ୟା ହ୍ରାସ କ୍ଷେତ୍ରରେ ଓଡ଼ିଶା ଦେଶରେ ସବୁ ରାଜ୍ୟଠାରୁ ଆଗରେ ରହିଛି। ଗୁରୁବାର ବିଧାନସଭାରେ ଯୋଜନା…
ନାଉଗାଁ , ୨୨ା୭(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ନାଉଗାଁ ଉପନିବନ୍ଧକ କାର୍ଯ୍ୟାଳୟରେ ଉପନିବନ୍ଧକଙ୍କ ପଦବୀ ଦୀର୍ଘ ୪ ବର୍ଷ ହେବ ଖାଲି ପଡିଛି। ୨୦୧୮ ସେପ୍ଟେମ୍ବରରେ ମହେଶ୍ୱର ବେହେରା…
ନ୍ୟୁୟର୍କ,୨୨ ।୭: ଦଶ ବର୍ଷ ପୂର୍ବେ ଆମେରିକାକୁ ପୋଲିଓ ମୁକ୍ତ ଘୋଷଣା କରାଯାଇଥିଲା । ଏବେ ୧୦ ବର୍ଷ ପରେ ନ୍ୟୁୟର୍କର ରକଲ୍ୟାଣ୍ଡ କାଉଣ୍ଟିରେ ଜଣେ ଯୁବକଙ୍କ…
ଏରସମା,୨୨ା୭(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ପୋଖରିଆପଡା ପଞ୍ଚାୟତରେ ଯୋଗାଣ ସାମଗ୍ରୀ ପ୍ରଦାନରେ ଅନିୟମିତତା ହୋଇଥିବା ଗୁରୁବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ସ୍ଥାନୀୟ ଲୋକଙ୍କୁ…
ଓ୍ବାଶିଂଟନ,୨୨।୭ : ଆମେରିକାର ସୁପ୍ରିମକୋର୍ଟ ପୂର୍ବରୁ ଦେଶରେ ଗର୍ଭପାତ ଅଧିକାରକୁ ରଦ୍ଦ କରିଦେଇଥିଲେ। କିନ୍ତୁ ବର୍ତ୍ତମାନ ସଦନରେ ଏକ ବିଲ ଅନୁମୋଦିତ ହୋଇଛି। ଏହା ଗର୍ଭନିରୋଧକ ଔଷଧ…
କେନ୍ଦ୍ରାପଡ଼ା ଅଫିସ, ୨୨ା୭: ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଆସିଥିବା ୨୯,୨୪୯ଙ୍କ ମଧ୍ୟରୁ ଲାଇସେନ୍ସ ପ୍ରାପ୍ତ ଠିକାଦାରଙ୍କ ମାଧ୍ୟମରେ କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୨୩ ଜଣ ଶ୍ରମିକ କାର୍ଯ୍ୟ…
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୨୨ା୭(ଡି.ଏନ୍.ଏ./ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ବିଭାଗ ଜାରକା ଡିଭିଜନ୍ ଅଧୀନରେ ନିର୍ମାଣ ହୋଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ପାଲଟିଛି ମରଣଯନ୍ତା। ମାତ୍ର ୨ବର୍ଷ ତଳେ କାମ ଶେଷ ହୋଇଥିବାବେଳେ…
ବାଲିଚନ୍ଦ୍ରପୁର,୨୨ା୭(ସ୍ବ.ପ୍ର.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ବାଲିଚନ୍ଦ୍ରପୁର ବଜାରରେ ନିର୍ମାଣାଧୀନ ଦୋକାନ ଗୃହରେ ବ୍ୟାପକ ଅନିୟମିତତା ହୋଇଛି। ଗୋଟିଏ ଗୃହ ପ୍ରଦାନ ପାଇଁ ବେଆଇନ ଭାବେ…