ବୁଡ଼ିଲା ପୋଲ: ଆନ୍ଧ୍ର- ଓଡିଶା ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି,୧୨।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ୪ ଦିନ ଧରି ବର୍ଷା ଲାଗି ରହିଛି। ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲାର ସିଲେରୁ, ସାବେରୀ, ପୋଟେରୁ ଓ କାଙ୍କୁରୁକୋଣ୍ଡା…

ନଭେମ୍ବରରେ ରିଲିଜ୍‌ ହେବ ଫିଲ୍ମ ‘ଯୋଦ୍ଧା’: ସିଦ୍ଧାର୍ଥଙ୍କ ସହ ନଜର ଆସିବେ ଏହି ୨ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ନିଜର ଅଭିନୟ ଏବଂ ଲୁକ୍‌କୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ନିକଟରେ ଫିଲ୍ମ ‘ଶେରଶାହା’ ଦମ୍‌ଦାର ଅଭିନୟ କରି ପ୍ରଶଂସକଙ୍କ…

ସୋନାଲିଙ୍କ ମୃତ୍ୟୁ ମାମଲାର ହେବ ସିବିଆଇ ଯାଞ୍ଚ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସୁପାରିଶ

ନୂଆଦିଲ୍ଲୀ,୧୨।୯: ଟିକ୍‌ଟକ୍‌ ଷ୍ଟାର ତଥା ଭାଜପା ନେତ୍ରୀ ସୋନାଲି ଫୋଗାଟଙ୍କ ରହସ୍ୟଜନକ ମୃତ୍ୟୁ ପରେ ସିବିଆଇ ତଦନ୍ତ ପାଇଁ ଦାବି ଜୋର ଧରିଛି। ଇତିମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ: ସମସ୍ତ ଯାତ୍ରୀ ସୁରକ୍ଷିତ

କୋରାପୁଟ,୧୨।୯(ସ୍ବ.ପ୍ର.): କୋରାପୁଟ ଜିଲା ଜୟପୁର ନିକଟ ଛତ୍ରିପୁଟ ପାଖରେ ବିଶାଖାପାଟଣାରୁ ଛତିଶଗଡର କିରୋଣ୍ଡଲ ଯାଉଥିବା ପାସେଞ୍ଜର ଟ୍ରେନ୍‌ର ୪ଟି ବଗି ସୋମବାର ଅପରାହ୍ନରେ ଲାଇନ୍‌ଚ୍ୟୁତ ହୋଇଛି। ସେଥିରୁ…

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୧୨।୯: ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ୨୦୨୨ ଟି-୨୦ ବିଶ୍ୱକପ ପାଇଁ ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ)   ଦଳ ଘୋଷଣା କରିଛି। ଏହି…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ । ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ପ୍ରଶାସନ, ଆଇନ ଅଦାଲତ, ସଭା…

ମଙ୍ଗଳବାର ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠୁ ମୁମ୍ବାଇ ଗସ୍ତରେ ଯିବେ। ଆସନ୍ତା ୧୪ରେ ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର…

ଗୁଜରାଟ ନିର୍ବାଚନ ପୂର୍ବରୁ ଏଏପିକୁ ବଡ଼ ଝଟ୍‌କା

ଅହମ୍ମଦାବାଦ,୧୨।୯: ଗୁଜରାଟ ନିର୍ବାଚନ ପାଇଁ ନିଜର ପୁରା ଦମ୍‌ ଲଗାଇଥିବା ଆମ ଆଦମୀ ପାର୍ଟି(ଏଏପି)କୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତୀୟ ଟ୍ରାଇବଲ ପାର୍ଟି (ବିଟିପି) ଏଏପି…

ଅକ୍ଟୋବର ୬ରେ ହାତକୁ ଦି’ ହାତ ହେବେ ଏହି ଷ୍ଟାର୍‌ ଯୋଡି

ବି-ଟାଉନର ଚର୍ଚ୍ଚିତ ଯୋଡି ଅଭିନେତା ଅଲି ଫଜଲ ଏବଂ ଅଭିନେତ୍ରୀ ରିଚା ଚଢା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛି। ଉଭୟ ଆସନ୍ତା ଅକ୍ଟୋବର ୬ରେ…

ହଠାତ୍‌ ସଲମାନଙ୍କ ଘରେ ପହଞ୍ଚିଲା ମୁମ୍ବାଇ ପୋଲିସ

ପଞ୍ଜାବୀ ଗାୟକ ସିଦ୍ଧୁ ମୂସେୱାଲାଙ୍କ ହତ୍ୟା ପରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ପୁଣି ଥରେ ଦବଙ୍ଗ ଷ୍ଟାର୍‌ ସଲମାନ ଖାନଙ୍କୁ ହତ୍ୟା ଧମକ ଦେଇଥିଲେ। ସୋମବାର ପଚରାଉଚରା…