ଦିଲ୍ଲୀରେ ବଢିବ ମହିଳା ଟ୍ୟାକ୍ସି ଚାଳକଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୯ ।୭: ଦିଲ୍ଲୀ ସରକାର ଭବିଷ୍ୟତରେ ପେଷାଦାର ଡ୍ରାଇଭର ହେବାପାଇଁ ଡ୍ରାଇଭିଂ ପ୍ରଶିକ୍ଷଣ ନେବାକୁ ଇଚ୍ଛୁକ ଥିବା ମହିଳାମାନଙ୍କ ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଏକ…

ପ୍ରସିଦ୍ଧ ଗାୟକ ଭୁପିନ୍ଦର ସିଂଙ୍କ ପରଲୋକ

ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଗଜଲ ଗାୟକ ଭୁପିନ୍ଦର ସିଂଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି…

‘ଏମରଜେନ୍ସି’ ଫାଷ୍ଟ ଲୁକର ମେକିଂ ଭିଡିଓ ଶେୟାର କଲେ କଙ୍ଗନା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ଏବେ ଖୁବ୍ ଚର୍ଚ୍ଚାରେ । ଚଳିତ ବର୍ଷ ତାଙ୍କ ଅଭିନିତ ଶେଷ ଫିଲ୍ମ ‘ଧାକଡ’ ବକ୍ସ ଅଫିସରେ ଫ୍ଲପ ହୋଇଥିଲେ…

ମାତାପିତାଙ୍କୁ କାନ୍ଧରେ ଧରି କାଉଡି ଯାତ୍ରାରେ ବାହାରିଲେ ବୋହୂ-ପୁଅ

ଭାଗଲପୁର,୧୯।୭: ଶ୍ରାବଣ ମାସ ଆରମ୍ଭ ହେବା ମାତ୍ରେ ରାସ୍ତାରେ କାଉଡିଆଙ୍କ ଭିଡ ଦେଖିବାକୁ ମିଳୁଛି। ଦୁଇ ବର୍ଷ ପରେ ଏଥର ମଧ୍ୟ ଝାଡଖଣ୍ଡର ଦେଓଘରରେ ବିଶ୍ୱ ପ୍ରସିଦ୍ଧ…

ପାକିସ୍ତାନର ଡ୍ରୋନ ନେଟୱର୍କ ଧ୍ୱଂସ, ୬ ଆତଙ୍କବାଦୀ ଗିରଫ, ୪ ଏକେ ୪୭ ସହ ୧୦ ପିସ୍ତଲ ଜବତ

ଜମ୍ମୁ,୧୯ ।୭: ପାକିସ୍ତାନରୁ ଡ୍ରୋନ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ମଗାଇ ବଡ ଆକ୍ରମଣ କରିବା ଯୋଜନାରେ ଥିବା ୩ ଆତଙ୍କବାଦୀ ଗ୍ରୁପକୁ ଧ୍ୱଂସ କରି ଦିଆଯାଇଛି । ଜମ୍ମୁ…

ନାଟମଣ୍ଡପରୁ ପାଣି ଗଳୁଛି

ପୁରୀ ଅଫିସ,୧୯।୭:ଚଳିତବର୍ଷର ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିଲା। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ) ପକ୍ଷରୁ ନାଟମଣ୍ଡପ, ଭୋଗମଣ୍ଡପ, ରୋଷଘର ସମେତ ଅନେକ…

କଚ୍ଚାଘରେ ୩.୪୭ ଲକ୍ଷ ସହରବାସୀ

ଯାଜପୁର ଅଫିସ,୧୯ା୭:ରାଜ୍ୟର ସହରାଞ୍ଚଳରେ ୪,୫୧,୪୯୩ ପକ୍କାଘର କିମ୍ବା ନିଜସ୍ବ ଗୃହ ନ ଥିବା ପରିବାରଙ୍କୁ ଚିହ୍ନଟ କରାଯାଇଛି। ଏହି ପରିବାରମାନଙ୍କ ମଧ୍ୟରୁ ବେସିକ ସର୍ଭିସ ଟୁ ଅର୍ବାନ…

୭୪୪ କିମି ତଟାଞ୍ଚଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ,୧୯ା୭:ବନ୍ୟା, ବାତ୍ୟା, ସୁନାମୀ ପରି ପ୍ରାକୃତିକ ବିପର୍ଯ୍ୟୟର ସୁରକ୍ଷା ପାଇଁ କେନ୍ଦ୍ରାପଡ଼ା ଜିଲା ଆଳିଠାରେ ତଟବନ୍ଧ ଡିଭିଜନ ପ୍ରତିଷ୍ଠା ହୋଇଛି ା ଆଳି ସମେତ ରାଜକନିକା,…

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡରେ ଆଗକୁ ବଢୁଛନ୍ତି ଋଷି ସୁନକ

ଲଣ୍ଡନ,୧୯ ।୭: ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡରେ ଧୀରେ ଧୀରେ ଆଗକୁ ବଢୁଛନ୍ତି । ସେ ତୃତୀୟ ରାଉଣ୍ଡ ଭୋଟରେ ବିଜୟୀ…

ମରଣଯନ୍ତା ପାଲଟିଛି ପୂର୍ତ୍ତ ବିଭାଗ ରାସ୍ତା

ନାଉଗାଁ,୧୯ା୭(ସ୍ବ.ପ୍ର.):ନାଉଗାଁ ବ୍ଲକ ଅନ୍ତର୍ଗତ ନିଆଳି -ଗଜରାଜପୁର ରାସ୍ତା ଏବେ ମରଣଯନ୍ତା ପାଲିଟିଛି। ଏହି ରାସ୍ତା ଏରେଡା ଦେଇ ନିଆଳିକୁ ସଂଯୋଗ କରୁଛି। ଏହା ଦେବୀ ନଦୀବନ୍ଧ ଉପରେ…