ତିମି ସହ ଧକ୍କା ଦେଇ ଓଲଟି ପଡ଼ିଲା ବୋଟ୍‌, ୫ ଜଣଙ୍କ ଜୀବନ ଗଲା

ଓ୍ବେଲିଂଟନ,୧୦ା୯: ନ୍ୟୁଜିଲାଣ୍ଡର ଏକ ଚାର୍ଟର ବୋଟ୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବୋଟ୍‌ଟି କାଇକୌରାର ସାଉଥ୍‌ ଆଇଲାଣ୍ଡ ସହର ନିକଟରେ ଏକ ତିମି ସହ ଧକ୍କା ଦେଇ ଓଲଟି…

ଶରଦ ପାଓ୍ବାର ପୁଣି ଏନସିପି ମୁଖ୍ୟ, ଆସନ୍ତା ୪ ବର୍ଷ ପାଇଁ ଦାୟିତ୍ୱରେ…

ନୂଆଦିଲ୍ଲୀ, ୧୦।୯ : ଶରଦ ପାଓ୍ବାର ପୁଣି ଥରେ ଏନସିପି ମୁଖ୍ୟ ହୋଇଛନ୍ତି। ଏହାଦ୍ୱାରା ଏଣିକି ଆସନ୍ତା ୪ ବର୍ଷ ପାଇଁ ସେ ଏହି ପଦବୀର ଦାୟିତ୍ୱରେ…

ସରକାରଙ୍କ ଉପରେ ନିର୍ଭର ନକରିବାକୁ ଚାଷୀଙ୍କୁ ଗଡ଼କରୀଙ୍କ ପରାମର୍ଶ…

ନୂଆଦିଲ୍ଲୀ, ୧୦।୯ : କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଶନିବାର ଚାଷୀମାନଙ୍କୁ କୃଷିଜାତ ଦ୍ରବ୍ୟର ମାର୍କେଟିଂ ଏବଂ ରପ୍ତାନି ପାଇଁ ନିଜସ୍ବ କମ୍ପାନୀ ଗଠନ କରିବାକୁ କହିଛନ୍ତି।…

ଅଧ୍ୟକ୍ଷ ନିର୍ବାଚନ ମତଦାତା ସୂଚୀ ନେଇ ୫ ଏମ୍‌ପିଙ୍କୁ ମଧୁସୂଦନଙ୍କ ଚିଠି…

ନୂଆଦିଲ୍ଲୀ, ୧୦।୯ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଚର୍ଚ୍ଚା ଚାଲିଛି। ଏହି ନିର୍ବାଚନର ନିରପେକ୍ଷତା ଉପରେ ପ୍ରଶ୍ନ…

ବୈଜ୍ଞାନିକଙ୍କ ଚେତାବନୀ: ଏହି ଦେଶରେ ଦେଖାଦେବ ମରୁଡ଼ି, ଉତ୍ତାପ, ନିଆଁ ଆଉ ବନ୍ୟା

ଲସ୍‌ଏଞ୍ଜେଲ୍‌ସ,୧୦ା୯: କାଲିଫର୍ନିଆରେ ୧୦ ଦିନର ରେକର୍ଡ ଭାଙ୍ଗିଛି ଗରମ। ଯାହାକି ଅତ୍ୟନ୍ତ ଅସ୍ବାଭାବିକ ଥିଲା। ଲସ୍‌ ଆଞ୍ଜେଲ୍ସର କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଜଳବାୟୁ ବୈଜ୍ଞାନିକ ଡାନିଏଲ ସ୍ବେଡ଼୍‌ ତାଙ୍କ…

ସେରମ ଇନଷ୍ଟିଚ୍ୟୁଟରେ କୋଟିଏ ଟଙ୍କାରେ ଠକେଇ, ପୁନାଓ୍ବାଲାଙ୍କ ନାମରେ ଆସିଥିଲା ମେସେଜ…

ନୂଆଦିଲ୍ଲୀ, ୧୦।୯ : ଟିକା ନିର୍ମାତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆରେ ଏକ କୋଟି ଟଙ୍କା ଠକେଇ ମାମଲା ସାମ୍ନାକୁ ଆସିଛି। ପୁଣେ ପୋଲିସ ଶନିବାର କହିଛି…

ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଲୋକପ୍ରିୟ ରାପର ହନି ସିଂ

ବମ୍ବେ: ୨୦ ବର୍ଷର ବୈବାହିକ ସମ୍ପର୍କ। ତଥାପି ତୁଟିଲା ସମ୍ପର୍କ। ସ୍ତ୍ରୀଙ୍କ ଠାରୁ ଅଲଗା ହୋଇଛନ୍ତି ଲୋକପ୍ରିୟ ପଞ୍ଜାବୀ ଗାୟକ ତଥା ରାପର ୟୋ ୟୋ ହନି…

ରାହୁଲଙ୍କ ସହିତ ପଦଯାତ୍ରାରେ ଲାଲ ଶାଢ଼ିରେ ଏସିଆର ପ୍ରଥମ ମହିଳା ଡ୍ରାଇଭର…

ନୂଆଦିଲ୍ଲୀ, ୧୦।୯ : ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡ ଯାତ୍ରା ତୃତୀୟ ଦିନରେ ପହଞ୍ଚିଛି। କନ୍ୟାକୁମାରୀରେ ଭାରତ ଯୋଡ ଯାତ୍ରା ପାଇଁ କଂଗ୍ରେସ ନେତାମାନେ…

ଆରମ୍ଭ ହୋଇଛି ପିତୃପକ୍ଷ: କ’ଣ ଆପଣଙ୍କ ସ୍ବପ୍ନରେ ଆସୁଛନ୍ତି ପିତୃପୁରୁଷ, ଜାଣନ୍ତୁ କ’ଣ ଏହାର…

ପିତୃପୁରୁଷଙ୍କ ଆତ୍ମାର ଶାନ୍ତି ପାଇଁ ଶ୍ରାଦ୍ଧ, ପିଣ୍ଡ ଦାନ ଏବଂ ଦାନ-ଧର୍ମ ଭଳି କାର୍ଯ୍ୟ କରାଯାଏ। ପ୍ରାୟତଃ ପିତୃପକ୍ଷ ସମୟରେ କିଛି ଲୋକଙ୍କର ସ୍ବପ୍ନରେ ସେମାନଙ୍କର ପୂର୍ବଜ…

ନଦୀରେ ଭାସିଯାଇ ମହିଳାଙ୍କ ଜୀବନ ଗଲା

କୋରୁକୋଣ୍ଡା,୧୦ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ସୋମନାଥପୁର ପଞ୍ଚାୟତ ହାତିଆମ୍ବ ଗ୍ରାମର ଲାଛା ମୁଦୁଲିଙ୍କ ସ୍ତ୍ରୀ ଆଙ୍ଗ୍ରି ମୁଦୁଲି(୪୦)ଙ୍କ ଗ୍ରାମ ନିକଟ ନଦୀରେ ଭାସି ଯାଇ…