ସ୍ତ୍ରୀକୁ ହତ୍ୟାକରି ସିଝାଇଲେ

ଇସ୍‌ଲାମାବାଦ,୧୬ା୭: ପାକିସ୍ତାନର ସିନ୍ଧରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀ ନର୍ଗିସଙ୍କୁ ଅନୈତିକ ସମ୍ପର୍କରେ ଲିପ୍ତ ରହିବା ପାଇଁ ସ୍ବାମୀ ଆଶିକ ବାଧ୍ୟ କରୁଥିଲେ। ନର୍ଗିସ୍‌ ଏହାର…

ଏୟାର ଇଣ୍ଡିଆ ବିସ୍ଫୋରଣ ଅଭିଯୁକ୍ତଙ୍କୁ କାନାଡାରେ ହତ୍ୟା

ଅଟାଓ୍ବା,୧୬ା୭: ୧୯୮୫ ଏୟାର ଇଣ୍ଡିଆ ବିସ୍ଫୋରଣ ଅଭିଯୁକ୍ତ ରିପୁଦମନ ସିଂ ମଲିକଙ୍କୁ କାନାଡାର ସରେଠାରେ ହତ୍ୟା କରାଯାଇଛି। ରିପୁଦମନଙ୍କ କାର୍‌ ଭିତରୁ ତାଙ୍କ ଗୁଳିବିଦ୍ଧ ମୃତଦେହକୁ ବ୍ରିଟିଶ…

ଲିଭ୍‌-ଇନ୍‌ରେ ରହିଲେ ବଳାତ୍କାର ମାମଲା କରିପାରିବେନି ମହିଳା

ନୂଆଦିଲ୍ଲୀ, ୧୬ା୭: ନିଜ ଇଚ୍ଛାରେ କୌଣସି ପୁରୁଷଙ୍କ ସହ ଲିଭ୍‌-ଇନ୍‌ ରିଲେଶନରେ ରହି ସମ୍ପର୍କରେ ଫାଟ ସୃଷ୍ଟି ହେବା ପରେ ସମ୍ପୃକ୍ତା ମହିଳା ତାଙ୍କ ବିରୋଧରେ ବଳାତ୍କାର…

ରୁଷିଆ ସହ ଏସ୍‌-୪୦୦ ମିଶାଇଲ୍‌ ଡିଲ୍‌: ହଟିବ ଆମେରିକାର ସିଏଏଟିଏସ୍‌ଏ କଟକଣା

ଓ୍ବାଶିଂଟନ,୧୫ା୭: ରୁଷିଆଠାରୁ ୫ଟି ଏସ୍‌-୪୦୦ ଏୟାର ଡିଫେନ୍ସ ମିଶାଇଲ ସିଷ୍ଟମ କିଣିବା ପାଇଁ ଭାରତର ଚୁକ୍ତି ଆଗରେ ଥିବା ପ୍ରତିବନ୍ଧକ ଏକପ୍ରକାର ହଟିଛି। ଆମେରିକାର ପ୍ରତିନିଧି ସଭାରେ…

ପାକ୍‌ ପ୍ରଧାନମନ୍ତ୍ରୀଙ୍କ ପୁଅ ଅପରାଧୀ ଘୋଷିତ

ଇସ୍‌ଲାମାବାଦ,୧୬ା୭: ପାକିସ୍ତାନର ଏକ କୋର୍ଟ ଶୁକ୍ରବାର ମନି ଲଣ୍ଡରିଂ ମାମଲାର ଶୁଣାଣି କରି ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫଙ୍କ ସାନପୁଅ ସୁଲେମାନ ଶେହବାଜଙ୍କୁ ଅପରାଧୀ ଘୋଷଣା କରିଛନ୍ତି। ୨୦୨୦…

ଇମ୍ରାନଙ୍କ ବିରୋଧରେ ହୋଇପାରେ ଦେଶଦ୍ରୋହ କାର୍ଯ୍ୟାନୁଷ୍ଠାନ

ଇସଲାମାବାଦ,୧୬ ।୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତହରିକ-ଏ-ଇନସାଫ ପାର୍ଟି ମୁଖ୍ୟ ଇମ୍ରାନ ଖାଁଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ପାକିସ୍ତାନ ସରକାର…

ସାମୁଦ୍ରିକ ଜୁଆରରେ ରାସ୍ତାରେ ୩ ଫୁଟର ପାଣି

ମହାକାଳପଡ଼ା,୧୬ା୭(ଡି.ଏନ.ଏ.): ପୂର୍ଣ୍ଣିମା ଯୋଗୁ ସାମୁଦ୍ରିକ ଜୁଆରରେ ପାଣି କୂଳ ଲଙ୍ଘିଛି। ଫଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବତୀଘର ପଞ୍ଚାୟତ ଟୁବି ଫେରିଘାଟ-ବତୀଘର ମୁଖ୍ୟରାସ୍ତାର…

ଉପକୂଳରେ ଜାରି ରହିଛି ଲଘୁଚାପ ବର୍ଷା

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ସକାଳ ୪ଟାରୁ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି…

ପୂର୍ବାହ୍ନ ୯.୩୦ରେ ଶୁଣାଣି କଲେ ଜଷ୍ଟିସ୍‌ ଲଳିତ

ନୂଆଦିଲ୍ଲୀ,୧୬ା୭: ସୁପ୍ରିମକୋର୍ଟରେ ପୂର୍ବାହ୍ନ ୧୦ଟା ୩୦ ମିନିଟରେ ମାମଲାଗୁଡ଼ିକର ଶୁଣାଣି ପ୍ରକ୍ରିୟା ଆରମ୍ଭ ହୋଇଥାଏ। କିନ୍ତୁ ଶୁକ୍ରବାର ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଆସନ୍ତା ଅଗଷ୍ଟରେ ଭାରତର…

ବିପର୍ଯ୍ୟସ୍ତ ହେବ କୃଷି, ପାନୀୟ ଜଳ

କେନ୍ଦ୍ରାପଡ଼ା ଅଫିସ, ୧୬ା୭: ମହାନଦୀର ଜଳଧାରା ସମ୍ପୂର୍ଣ୍ଣ ବ୍ୟାହତ ହୋଇପାରେ। ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ଟୁକୁନୀ ସାହୁ ମହାନଦୀ ଜଳ ବିବାଦକୁ ନେଇ ଏପରି ଆଶଙ୍କା ବିଧାନସଭାରେ…