ଟ୍ରମ୍ପ୍‌ଙ୍କ ପ୍ରଥମ ସ୍ତ୍ରୀ ଇଭାନାଙ୍କ ପରଲୋକ

ଓ୍ବାଶିଂଟନ୍‌, ୧୫ା୭:ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରଥମ ସ୍ତ୍ରୀ ଇଭାନା ଟ୍ରମ୍ପ୍‌(୭୩)ଙ୍କ ଗୁରୁବାର ଅପରାହ୍ନରେ ନ୍ୟୁୟର୍କରେ ପରଲୋକ ହୋଇଛି। ଏ ନେଇ ଟ୍ରମ୍ପ୍‌ ନିଜ ସୋସିଆଲ…

ଚିତ୍ରକୋଣ୍ଡା ଏସ୍‌ଡିପିଓଙ୍କ ନାମରେ କୋର୍ଟରେ ମାମଲା

ମାଲକାନଗିରି,୧୫ା୭(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ବିବେଦୀଙ୍କ ପାଇଁ ଦିନକୁ ଦିନ ଅଡୁଆ ବଢ଼ିବାରେ ଲାଗିଛି। ଆଦିବାସୀ ମହିଳାଙ୍କୁ ମାଡ଼ ମାରିବା ଘଟଣାରେ ବିଧାନସଭାରେ ପ୍ରସଙ୍ଗ…

କାନାଡାରେ ଶିଖ୍‌ ନେତାଙ୍କୁ ହତ୍ୟା

ଓଟାଓ୍ବା,୧୫।୭: କାନାଡାର ଶିଖ ନେତା ତଥା ପଞ୍ଜାବୀ ମୂଳ ବ୍ୟବସାୟୀ ରିପୁଦାମାନ ସିଂ ମଲିକଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ସେ ତାଙ୍କ କାରରେ ଯାଉଥିବାବେଳେ ତାଙ୍କୁ…

ଆଜିଠାରୁ ଶିକ୍ଷାନୁଷ୍ଠାନରେ ଦସ୍ତଖତ ଅଭିଯାନ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ନ୍ୟାୟ ପ୍ରଦାନ ସହ ଶିକ୍ଷାନୁଷ୍ଠାନ କ୍ୟାମ୍ପସକୁ ରାଗିଂ ମୁକ୍ତ କରାଇବା ପାଇଁ ଅଖିଳ ଭାରତ…

ଦୋଷ ଛଡ଼ାଇବାକୁ ଉଦ୍ୟମ

କଟକ ଅଫିସ,୧୫ା୭: ଏସ୍‌ସିବିକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଜୋରସୋର ଉଦ୍ୟମ ଚଳାଇଛନ୍ତି। ଏପରି କି ଏଠାରେ ବିଭିନ୍ନ ସମୟରେ ଆଧୁନିକ ପ୍ରଣାଳୀରେ ଚିକିତ୍ସା କରାଯାଇ…

କିସ୍ତି ଟଙ୍କା ଶୁଝି ନ ପାରି ଆତ୍ମହତ୍ୟା

ଯାଜପୁର ରୋଡ୍‌,୧୫ା୭(ଡି.ଏନ.ଏ.):ଯାଜପୁର ରୋଡ୍‌ ଥାନା ଅଧୀନ ସାପଗାଡ଼ିଆ ଗାଁରେ କିସ୍ତି ଟଙ୍କା ପରିଶୋଧ କରି ନ ପାରିବାରୁ ଦୀନବନ୍ଧୁ ମଣ୍ଡଳ ନାମକ ଜଣେ ବ୍ୟକ୍ତି ଗୁରୁବାର ଘର…

କଲେଜରେ ହେବ ଟିକାକରଣ

ଭୁବନେଶ୍ୱର,୧୫ା୭(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ପୁଣି କାୟା ବିସ୍ତାର କଲାଣି। ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ରାଜ୍ୟରେ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୮୦୦ ଟପିଲାଣି।…

ଇସ୍ତଫା ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୧୫।୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଗୁରୁବାର ମାଳଦ୍ୱୀପରୁ ସିଙ୍ଗାପୁର ଯିବାପରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ଶ୍ରୀଲଙ୍କା ପାର୍ଲାମେଣ୍ଟ ବାଚସ୍ପତି ମହିନ୍ଦା ୟାପା ଆବେୟଓ୍ବର୍ଦେନାଙ୍କ…

ଦୁର୍ବଳ ହେଉଛି ଟଙ୍କା

ନୂଆଦିଲ୍ଲୀ,୧୫ା୭:ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ କ୍ରମାଗତ ହ୍ରାସ ପାଇବାରେ ଲାଗିଛି। ଏପରିକି ଲଗାତର ୪ର୍ଥ କାର୍ଯ୍ୟଦିବସ ଗୁରୁବାରରେ ଟଙ୍କାର ମୂଲ୍ୟ ଦୁର୍ବଳ ହୋଇ ୭୯.୮୮…

‘ଅନିଲଙ୍କ ସହ କାମ କରିବା ବେଳେ ନର୍ଭସ ଥିଲି’

ମୁମ୍ବାଇ: ଜୁନ୍‌ ୨୪ରେ ପ୍ରେକ୍ଷାଳୟରେ ‘ଜୁଗ୍‌ ଜୁଗ୍‌ ଜିଓ’ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମରେ ବରୁଣ ଧାଓ୍ବନ, କିଆରା ଆଡଭାନୀ, ଅନିଲ କପୁର ଏବଂ ନୀତୁ କପୁରଙ୍କ…