ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଟି-୨୦ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୧୪।୭: ଆସନ୍ତା ମାସରେ ଖେଳାଯିବାକୁ ଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଆଜି ଦ୍ୱିତୀୟ ଦିନ। ପ୍ରଶ୍ନ କାଳ ଆରମ୍ଭ ହେବା ମାତ୍ରେ କଂଗ୍ରେସ ନେତା ଅଜୟ କୁମାର ରାଷ୍ଟ୍ରପତି ପ୍ରାର୍ଥୀ…

ଝରକା ଭାଙ୍ଗି ସୁନା, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜୁନାଗଡ଼,୧୪ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ଗ୍ରାମର ଫକୀର ମୋହନ ପଣ୍ଡାଙ୍କ ଘରୁ ଦୁର୍ବୃତ୍ତମାନେ ଝରକା ଗ୍ରୀଲ୍‌ ଭାଙ୍ଗି ସୁନା,ଟଙ୍କା,ମୋବାଇଲ ଚୋରି କରିନେଇଛନ୍ତି। ଏ…

ପୌରପାଳିକା ସଫେଇ କର୍ମଚାରୀଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୧୪ା୭(ସ୍ବ.ପ୍ର.): ବିଭିନ୍ନ ସମସ୍ୟା ନେଇ ଗୁରୁବାର କେନ୍ଦୁଝର ପୌରପାଳିକାର ସଫେଇ କର୍ମଚାରୀମାନେ କାମ ବନ୍ଦ କରି ସକାଳୁ ଅଫିସ ଘେରାଉ କରିଛନ୍ତି। ଫଳରେ ସହରରେ ସଫେଇ କାମ…

ଅପରାହ୍ନରେ ବସିବ କୋଭିଡ୍‌ ସମୀକ୍ଷା ବୈଠକ, ନିଆଯାଇପାରେ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ। ଏହାକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ତେବେ କୋଭିଡ୍‌କୁ କିଭଳି ମୁକାବିଲା କରାଯାଇ ପାରିବ ସେନେଇ ମୁଖ୍ୟମନ୍ତ୍ରୀ…

ମହାରାଷ୍ଟ୍ରରେ ୫ ଟଙ୍କା କମିଲା ପେଟ୍ରୋଲ ଦାମ…

ମୁମ୍ବାଇ,୧୪।୭ : ମୁଖ୍ୟମନ୍ତ୍ରୀ ହେବାର କିଛି ଦିନ ମଧ୍ୟରେ ଏକନାଥ ଶିନ୍ଦେ ମହାରାଷ୍ଟ୍ରର ଜନସାଧାରଣଙ୍କୁ ଉପହାର ଦେଇଛନ୍ତି। ରାଜ୍ୟରେ ପେଟ୍ରୋଲ ଦାମକୁ ଲିଟରପିଛା ୫ ଟଙ୍କା କମାଇଛନ୍ତି।…

ଶୁକ୍ରବାରଠୁ ମାଗଣାରେ ମିଳିବ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେ କହିଛନ୍ତି, ୧୨ରୁ ୧୪ ବର୍ଷ ମଧ୍ୟରେ ୯୮…

ପାକିସ୍ତାନରେ ବନ୍ୟା: ମୃତ୍ୟୁସଖ୍ୟା ୨୦୪କୁ ବୃଦ୍ଧି

ଇସଲାମାବାଦ,୧୪ା୭:  ପ୍ରବଳ ବର୍ଷା ହେତୁ ପାକିସ୍ତାନର ଅନେକ ଜିଲାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ପାକିସ୍ତାନ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୧୬୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…

ଭାରତଠାରୁ ପରାଜୟ ଇଂଲଣ୍ଡର ଭବିଷ୍ୟତ ପାଇଁ ଭଲ: ମୋଇନ ଅଲି

ଲଣ୍ଡନ,୧୪।୭: ଭାରତଠାରୁ ଟି୨୦ ଏବଂ ଦିନିକିଆ ମ୍ୟାଚ୍‌ରେ ପରାଜିତ ହେବା ଭବିଷ୍ୟତ ଲାଗି ଭଲ। କାହିଁକି ନା ପରାଜୟରୁ ହିଁ ବହୁତ କିଛି ଶିଖିବାକୁ ମିଳିଥାଏ ବୋଲି…

ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ ହସ୍ପିଟାଲରେ ଭର୍ତ୍ତି…

ଚେନ୍ନାଇ,୧୪।୭ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୁଲାଇ ୧୨ରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା।…