ଭୁବନେଶ୍ୱର, ୮।୯(ବ୍ୟୁରୋ): ଟ୍ରେନ୍ରେ ଜଣେ ମହିଳା ଯାତ୍ରୀ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବାବେଳେ ଦେବଦୂତ ସାଜିଥିଲେ ଓଡ଼ିଆ ଡାକ୍ତର। ବିନା ସରଞ୍ଜାମରେ ତାଙ୍କର ସଫଳ ତଥା ନିରାପଦ…
ଲୋଇସିଂହା,୮ା୯(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଜଡ଼ାମୁଣ୍ଡାରେ ବଜ୍ରପାତ ଘଟି ଜଣେ ନାବାଳକଙ୍କ ସହ ୩ ଜଣଙ୍କ ଜୀବନ ଯାଇଛି। ମୃତକ ହେଲେ ପ୍ରଶାନ୍ତ ମୁଣ୍ଡା(୨୭), କାହ୍ନୁ ତାଣ୍ଡି(୨୦)…
ଜୟପୁର,୮।୯: ପିତାଙ୍କୁ ବଞ୍ଚାଇବା ପାଇଁ ଜଣେ ଝିଅ ଭାଲୁ ସହ ଲଢିଛନ୍ତି। ରାଜସ୍ଥାନର ସିରୋହି ଜିଲାର ସିଲଦାର ଗ୍ରାମରେ ଏକ ଭାଲୁ ଚାଷୀ କରମା ରାମ ଚୌଧୁରୀଙ୍କ…
ଭୁବନେଶ୍ୱର,୮।୯(ବ୍ୟୁରୋ): ୩୦ବର୍ଷରେ ପହଞ୍ଚତ୍ଛି ରସୁଲଗଡ଼ ଦୁର୍ଗାପୂଜା। ୧୯୯୨ରେ ୧୦ରୁ ୧୫ ହଜାର ଟଙ୍କା ମଧ୍ୟରେ ଆରମ୍ଭ ହୋଇଥିବା ପୂଜା ୨୦୧୯ରେ ସର୍ବାଧିକ ୮୦ଲକ୍ଷ ଟଙ୍କାରେ ପହଞ୍ଚତ୍ଥିଲା। ତେବେ…
କନ୍ୟାକୁମାରୀ, ୮।୯ : ଗୁରୁବାର ଠାରୁ ଆରମ୍ଭ ହୋଇଥିବା କଂଗ୍ରେସର ଭାରତ ଯୋଡ ପଦଯାତ୍ରା ସହିତ ଦଳ ବଡ଼ ଯୋଜନା କରିବା ଆରମ୍ଭ କରିଛି। ଏହା ଅନ୍ତର୍ଗତରେ…
ୱାଶିଂଟନ,୮ ।୯: ଏଫ୍-୧୬ ଯୁଦ୍ଧ ବିମାନର ରକ୍ଷଣା ବେକ୍ଷଣ ପାଇଁ ଆମେରିକା ପାକିସ୍ତାନକୁ ୪୫୦ ମିଲିୟନ ଆମେରିକୀୟ ଡଲାର(୩୬୦୦ କୋଟି ଟଙ୍କା) ସହାୟତା ଅନୁମୋଦନ କରିଛି ।…
ସୋସିଆଲ ମିଡିଆରେ ବେଳେବେଳେ ଏମିତି କିଛି ଫଟୋ ଏବଂ ଭିଡିଓ ଭାଇରାଲ ହୋଇଥାଏ,ଯାହା ଲୋକଙ୍କ ମଧ୍ୟରେ ଭ୍ରମ ସୃଷ୍ଟି କରେ। ନିକଟରେ ସେମିତି ଏକ ଭିଡିଓ ସୋସିଆଲ…
ଭୁବନେଶ୍ୱର,୮।୯(ବ୍ୟୁରୋ): ବାଦ୍ୟଯନ୍ତ୍ର ସମୂହର ସୁମଧୁର ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା ପୂରା ମଞ୍ଚ। ଝୁମି ଉଠିଥିଲେ ଶ୍ରୋତା, ଦର୍ଶକ ଓ ଅତିଥି। ଅବସର ଥିଲା ରବୀନ୍ଦ୍ର ମଣ୍ଡପରେ ଚାଲିଥିବା…
ବାଲିକୁଦା, ୮ା୯(ସ୍ବ.ପ୍ର.): ରାଜ୍ୟ ସରକାର ଦୁର୍ନୀତି ରୋକିବାକୁ ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ଏ ସବୁକୁ ପାଦରେ ଦଳିମକଚି ଦେଉଛନ୍ତି କିଛି ସରକାରୀ କମର୍ଚାରୀ। ସୂଚନା ଅଧିକାର…
ଇସଲାମାବାଦ,୮ା୯: ପାକିସ୍ତାନ ତେହେରିକ-ଇ-ଇନ୍ସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍ ସ୍ବୀକାର କରିଛନ୍ତି ଯେ, ସେ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାଇଥିବା ୪ଟିି ବିଦେଶୀ ଉପହାର ବିକ୍ରି…