ନିଟ୍‌ ରେଜଲ୍ଟ ପ୍ରକାଶ: ରାଜସ୍ଥାନ ଝିଅ ତନିସ୍କା ଅଲ୍‌ ଇଣ୍ଡିଆ ଟପ୍ପର, ଓଡ଼ିଶା ଟପ୍ପର ପ୍ରିୟ ସୋମଦତ୍ତ

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୯(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏନ୍‌ଇଇଟି(ୟୁଜି)-୨୦୨୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଦେଶରେ ମୋଟ ୧୭,୬୪,୫୭୧ ଛାତ୍ରୀଛାତ୍ର…

ସଙ୍ଗୀତ ହିଁ ଅଲରଜାଙ୍କ ଏକମାତ୍ର ବ୍ରତ

ଭଦ୍ରକ ଅଫିସ,୮।୯: ପାଠପଢ଼ା ସହ ସଙ୍ଗୀତ ସାଧନାକୁୁ କରିଛନ୍ତି ଜୀବନର ବ୍ରତ। ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ ଭାବେ ସାରା ଦେଶରେ ପରିଚୟ ସୃଷ୍ଟି କରିବାକୁ ସେ ଲକ୍ଷ୍ୟ…

ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣା ଗ୍ରସ୍ତ, ଉଦ୍ଧାର କାର୍ଯ୍ୟ ଜାରି…

ଡେରାଡୁନ୍‌, ୮।୯ : ଉତ୍ତରାଖଣ୍ଡର ଚମ୍ପାୱତ ଜିଲାରେ ଏକ ଦୁର୍ଘଟଣା ଘଟିଛି। ୧୨ ଜଣ ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବସଟି…

ପ୍ରଶାନ୍ତ କିଶୋରଙ୍କ କଥା ଶୁଣି ରାଗିଗଲେ ନୀତୀଶ କୁମାର

ନୂଆଦିଲ୍ଲୀ,୮।୯: ଭାଜପା ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗିପଡିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ୪ ଦିନିଆ ଦିଲ୍ଲୀ ଗସ୍ତରେ ଆସି ଜଣଙ୍କ ପରେ ଜଣେ ବିରୋଧୀ…

ବାରିପଦାର ଆକର୍ଷଣ: ମୟୂରଭଞ୍ଜ ରାଜପ୍ରାସାଦ

ବାରିପଦା ଅଫିସ, ୮।୯: ସ୍ବାଧୀନତା ପୂର୍ବରୁ ଗଡ଼ଜାତ ମୟୂରଭଞ୍ଜ ରାଜ୍ୟର ପ୍ରଜାବତ୍ସଳ ରାଜାମାନେ ପ୍ରଜାଙ୍କ ସ୍ବାର୍ଥ ସକାଶେ ଅନେକ କାର୍ଯ୍ୟ କରି ଯଶକୀର୍ତ୍ତି ଅର୍ଜନ କରିଛନ୍ତି। ବାରିପଦାରେ…

୧୫୦ ଦିନିଆ ଭାରତ ଯୋଡ଼ ପଦଯାତ୍ରାରେ ୧୧୯ ଭାରତ ଯାତ୍ରୀ…

ନୂଆଦିଲ୍ଲୀ, ୮।୯ : କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଏବଂ ବହୁ ବରିଷ୍ଠ ନେତା ଗୁରୁବାର ସକାଳେ କନ୍ୟାକୁମାରୀରୁ ଭାରତ ଯୋଡ ଯାତ୍ରା ଆରମ୍ଭ କରିଛନ୍ତି। ଦଳ…

ଗରିବଙ୍କ ସାଥୀ ଅମୀର, ରକ୍ତ ଦେଇ ବଞ୍ଚାଉଛନ୍ତି ଜୀବନ

ମୋରଡ଼ା,୮ା୯: ରକ୍ତଦାନ କରି ଜୀବନ ବଞ୍ଚାଅ। ଏହି ବାର୍ତ୍ତାକୁ ନେଇ ଆଗେଇ ଚାଲିଛନ୍ତି ସେ। ଗରିବ, ନିଃସହାୟଙ୍କ ସମେତ ଆବଶ୍ୟକ ସମୟରେ ରୋଗୀଙ୍କୁ ରକ୍ତଦାନ କରି କେବଳ…

ବରଦାୟିନୀ ମା’ ଭଗବତୀ: ଯିଏ ଯେମିତି ଭାବେ ମା’ଙ୍କୁ ଡାକେ…

ଖଇରା, ୮ା୯: ବାଲେଶ୍ୱର ଜିଲା ଖଇରା ବ୍ଲକ ବରଦା ଅଞ୍ଚଳର ଆରାଧ୍ୟା ଦେବୀ ମା’ ଭଗବତୀ। ଭଦ୍ରକ ମୋଟେଲ ଛକରୁ କାଉପୁର ରାସ୍ତା ଦେଇ ଯିବା ବେଳେ…

ଫୁଡ୍‌ ଆପ୍‌ ମାଧ୍ୟମରେ ଯୋଗାଇ ଦିଆଯାଉଥିଲା ଡ୍ରଗ୍ସ, ୮ ଡ୍ରପ୍‌ ଆଉଟ୍‌ ଛାତ୍ର ଗିରଫ…

ନୂଆଦିଲ୍ଲୀ, ୮।୯ : ନିଶା ନିବାରଣ ଟାସ୍କ ଫୋର୍ସ ପକ୍ଷରୁ ରାଜଧାନୀ ଦିଲ୍ଲୀରେ ଚଢ଼ାଉ କରାଯାଇଛି। ଏଥିରେ ବହୁ ପରିମାଣର ଡ୍ରଗ୍ସ ଧରାପଡିଛି। ପୋଲିସ ପକ୍ଷରୁ ଭିନ୍ନ…

ପଡ଼ିଆରେ ଭୋ ଭୋ ହୋଇ କାନ୍ଦିଲେ ଖେଳାଳି

ଦୁବାଇ,୮।୯: ୟୁଏଇରେ ଖେଳାଯାଉଥିବା ଏସିଆ କପରେ ବୁଧବାର ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ରୋମାଞ୍ଜକର ମୁକାବିଲା ହୋଇଥିଲା। ଶେଷରେ ଏହି ମ୍ୟାଚ୍‌ରେ ବାଜି ମାରିନେଇଥିଲା ପାକିସ୍ତାନ। ପାକିସ୍ତାନ…