ନାଳରେ ଭାସି ଯାଇଥିଲେ, ଆଜି ଉଦ୍ଧାର ହେଲା ମୃତଦେହ

କୋରୁକୋଣ୍ଡା,୧୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ପଞ୍ଚାୟତ ଏମ୍‌ଭି-୩୧ ନିକଟ ନାଳରେ ଗତକାଲି ଭାସିଯାଇଥିବା ବ୍ୟକ୍ତିଙ୍କ ମୃତଦେହ ବୁଧବାର କୋରୁକୋଣ୍ଡା ଅଗ୍ନିଶମ ବିଭାଗ ଦ୍ୱାରା ଉଦ୍ଧାର…

ସରକାରଙ୍କ ବଡ଼ ଘୋଷଣା: ଜୁଲାଇ ୧୫ରୁ ମାଗଣା ବୁଷ୍ଟର୍‌ ଡୋଜ୍‌

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ସଂକ୍ରମଣର ବୃଦ୍ଧି ମଧ୍ୟରେ ବୁଧବାର ମୋଦି କ୍ୟାବିନେଟ ଏକ ବଡ଼ ନିଷ୍ପତ୍ତି ନେଇଛି। ୧୮-୫୯ ବର୍ଷ ବୟସର ଲୋକଙ୍କୁ କୋଭିଡ ବୁଷ୍ଟର ଟିକା…

ବିଶ୍ୱର ନମ୍ବର-୧ ବୋଲର୍‌ ହେଲେ ବୁମ୍‌ରା

ଲଣ୍ଡନ,୧୩।୭: ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଚମତ୍କାର ବୋଲିଂ କରିଥିବା ଜଶପ୍ରୀତ ବୁମ୍‌ରା ଆଇସିସି ରାଙ୍କିଙ୍ଗରେ ବିଶ୍ୱର ଏକ ନମ୍ବର ବୋଲର ହୋଇଛନ୍ତି। ସେ…

ଗ୍ରୀନ୍‌ ଚିଲିକୁ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅସ୍ବାସ୍ଥ୍ୟକର ପରିବେଶରେ ଖାଦ୍ୟ ପରସିବା ପଡ଼ିଲା ମହଙ୍ଗା। ରାଜଧାନୀର ମାଷ୍ଟରକ୍ୟାଣ୍ଟିନରେ ଥିବା ଗ୍ରୀନ ଚିଲି ଦୋକାନକୁ ସିଲ୍‌ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ବୁଧବାର ବିଏମ୍‌ସିର…

ମ୍ୟାଚ୍‌ ପରେ ହୃଦୟ ଜିତିଲେ ହିଟ୍‌ମ୍ୟାନ୍‌

ଲଣ୍ଡନ,୧୩।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ବହୁତ ଭଲ ଫର୍ମରେ ଥିଲେ। ପ୍ରଥମେ ସେ ନିଜର ଅଧିନାୟକତ୍ୱ ପ୍ରଦର୍ଶନ କରି…

ଏମିତି ଦେଶ, ଯେଉଁଠି ମଣିଷଙ୍କଠାରୁ ମେଣ୍ଢାଙ୍କ ସଂଖ୍ୟା ଅଧିକ

ବିଶ୍ୱ ମାନଚିତ୍ରରେ ଶହ ଶହ ଦେଶ ରହିଛି। ପ୍ରତ୍ୟେକ ଦେଶର ନିଜସ୍ବ ଭୌଗୋଳିକ ସ୍ଥିତି ମଧ୍ୟ ରହିଛି। କିଛି ଦେଶ ନିଜର ବିଶେଷତ୍ୱ ପାଇଁ ବେଶ୍‌ ଜଣାଶୁଣା।…

ଶିବସେନା ଭାଙ୍ଗିବାରେ ପଓ୍ବାରଙ୍କ ହାତ, ନୂଆ ଅଭିଯୋଗ…

ମୁମ୍ବାଇ, ୧୩।୭ : ମହାରାଷ୍ଟ୍ରର ରାଜନୈତିକ ଯୁଦ୍ଧରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକ ଏନସିପି ମୁଖ୍ୟ ଶରଦ ପୱାରଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି। ଏକନାଥ ଶିନ୍ଦେଙ୍କ…

ପ୍ରଥମ ଦିନିକିଆରେ ‘ରେକର୍ଡ’ ବର୍ଷା

ଲଣ୍ଡନ,୧୩।୭: ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ଭାରତ ୧୦ ଉଇକେଟରେ ଜିତିନେଇଛି। ଏହି ବିଜୟ ସହିତ ଭାରତ ଏହି ସିରିଜରେ ୧-୦…

ଦ୍ରୌପଦୀଙ୍କୁ ନେଇ ଭାଜପା-କଂଗ୍ରେସ କାଦୁଆ ଫିଙ୍ଗା…

ନୂଆଦିଲ୍ଲୀ, ୧୩।୭ :କଂଗ୍ରେସ ନେତା ତଥା ମୁଖପାତ୍ର ଅଜୟ କୁମାର ଏକ ବିବାଦ ଆରମ୍ଭ କରି କହିଛନ୍ତି ଯେ, 'ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦ୍ରୀ ମୁର୍ମୁ ଭାରତର…

ପୂର୍ବତନ ଉପରାଷ୍ଟ୍ରପତି ହମିଦ୍‌ ଅନସାରୀଙ୍କ ବିରୋଧରେ ଭାଜପାର ଅଭିଯୋଗ, ପାକିସ୍ତାନକୁ ଦେଇଛନ୍ତି ଗୁପ୍ତ ସୂଚନା…

ନୂଆଦିଲ୍ଲୀ, ୧୩।୭ : ପାକିସ୍ତାନୀ ଗଣମାଧ୍ୟମ ପ୍ରତିନିଧିଙ୍କ ଦ୍ୱାରା ତଥ୍ୟ ପ୍ରକାଶ ପରେ ଭାଜପା ପୂର୍ବତନ ଉପରାଷ୍ଟ୍ରପତି ହମିଦ ଅନସାରୀଙ୍କୁ ପ୍ରଶ୍ନ କରିଛି। ଭାଜପା ମୁଖପାତ୍ର ଗୌରବ…