୬ରୁ ବର୍ଷିବ, ତାତିରୁ ଆଶ୍ୱସ୍ତି ମିଳିବ

ଭୁବନେଶ୍ୱର, ୫ା୯(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ରବିବାର ୧୧…

ବିରୋଧୀ ଏକତା ପାଇଁ ବାହାରିଲେ ନୀତୀଶ, ଦିଲ୍ଲୀ ଗସ୍ତ ପୂର୍ବରୁ ଲାଗିଲା ଗ୍ରହଣ

ପାଟନା,୫ ।୯: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସହ ମିଶି ସରକାର ଗଠନ କରିବା ପରେ ବିହାର ମୁଖ୍ୟମନ୍ତ୍ରୀ…

ଚିଲିକାରେ ବୁଡ଼ିଲା ଡଙ୍ଗା: ୨ ମୃତ

ବ୍ରହ୍ମଗିରି,୫ା୯(ଡି.ଏନ୍‌.ଏ.):ଚିଲିକାରେ ରବିବାର ସନ୍ଧ୍ୟାରେ ଏକ ଡ଼ଙ୍ଗା ବୁଡ଼ିଯାଇଛି। ଏହି ଡଙ୍ଗାରେ ଥିବା ୯ଜଣ ଯୁବକଙ୍କ ମଧ୍ୟରୁ ୭ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ଘଟିଛି।…

ବୃଦ୍ଧଙ୍କୁ ଅଜଗର ଗିଳିବା ଘଟଣା ଚର୍ଚ୍ଚାରେ ରହିଗଲା: ୮ଦିନ ପରେ ନିଖୋଜ ବୃଦ୍ଧଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୫।୯(ବ୍ୟୁରୋ):କଟକ ଜିଲା ବାଙ୍କୀ ସବ୍‌ଡିଭିଜନ ଅନ୍ତର୍ଗତ ଡମପଡ଼ା ଅଭୟାରଣ୍ୟ ଭିତରେ ଜଣେ ବୃଦ୍ଧକୁ ଅଜଗର ଗିଳିଥିବା ନେଇ ୫ଦିନ ହେବ ଚର୍ଚ୍ଚା ଚାଲିଛି। ହେଲେ ଏଯାଏ…

ମୁଖ୍ୟମନ୍ତ୍ରୀଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ବର,୫ା୯(ବ୍ୟୁରୋ):ସଫଳ ନେତୃତ୍ୱ ଯୋଗୁ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଓଡ଼ିଶାବାସୀଙ୍କ ସେବା କରିଆସୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରବିବାର ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ କରାଯାଇଛି।…

‘ଭାଜପା ସହ ଦ୍ୱିତୀୟଥର ମେଣ୍ଟ କରିବା ଥିଲା ଆମ ମୁର୍ଖତା’

ପାଟନା,୫।୯: ବିହାରରେ ଜେଡିୟୁ ଭାଜପା ସହ ମେଣ୍ଟ ଭାଙ୍ଗିବା ପରେ ରାଜନୈତିକ ବାକ୍‌ଯୁଦ୍ଧ ଜାରି ରହିଛି। ଭାଜପା ଓ ଜେଡିୟୁ ନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରୁଛନ୍ତି।…

କୋଟିପତି ଝାଡୁଦାରଙ୍କର ଟିବିରେ ମୃତ୍ୟୁ, ବ୍ୟାଙ୍କ ଖାତାରେ ରହିଗଲା ୭୦ ଲକ୍ଷ ଟଙ୍କା

ପ୍ରୟାଗରାଜ,୫ ।୯: ସଙ୍ଗମ ନଗରୀ ପ୍ରୟାଗରାଜରେ ମୁଖ୍ୟ ଚିକିତ୍ସା ଏବଂ ସ୍ୱାସ୍ଥ୍ୟ ଅଧିକାରୀ(ସିଏମଏଚଓ) କାର୍ଯ୍ୟାଳୟର କୁଷ୍ଠରୋଗ ବିଭାଗରେ କାମ କରୁଥିବା କୋଟିପତି ଝାଡୁଦାରଙ୍କର ଟିବି ଯୋଗୁ ମୃତ୍ୟୁ…

ଅଟା ତରଳ କି କଠିନ ରାହୁଲ ଗାନ୍ଧୀ ଜାଣନ୍ତି ନାହିଁ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୪।୯: ଦରଦାମ୍‌ ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଦଳ ପକ୍ଷରୁ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ ଅନୁଷ୍ଠିତ ‘ମହଙ୍ଗାଇ ପର୍‌ ହଲ୍ଲା ବୋଲ୍‌’ ରାଲିରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ…

ଶିଶୁଙ୍କ ପୋଷଣ ଲାଗି ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗଙ୍କ ପ୍ରଶଂସା

ସୁନ୍ଦରଗଡ଼, ୪।୯(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲାରେ ସାନ ପିଲାଙ୍କ ପୋଷଣ ପାଇଁ ସରକାରଙ୍କ ପକ୍ଷରୁ ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗ ପ୍ରଶଂସା କରିଛନ୍ତି। ପିଲାଙ୍କ ପୋଷଣ ସହ…

ବକ୍ସ ଅଫିସ୍‌ରେ ‘ଲାଇଗର’ ସୁପର୍‌ ଫ୍ଲପ୍‌: ନିର୍ମାତାଙ୍କୁ ଟଙ୍କା ଫେରାଇବେ ବିଜୟ

ମୁମ୍ବାଇ: ବକ୍ସ ଅଫିସ୍‌ରେ ‘ଲାଇଗର’ ଫିଲ୍ମ ଫ୍ଲପ୍‌ ହେବା ପରେ ଏହାର ନିର୍ମାତା ଏବଂ କଳାକାରମାନେ ନିରାଶ ହୋଇଛନ୍ତି। ଫିଲ୍ମରେ ମୁଖ୍ୟ ଭୂମିକାରେ ଥିବା ସାଉଥ୍‌ ଅଭିନେତା…