ସାମାଜିକ ଗଣମାଧ୍ୟମର ପ୍ରଭାବ: ଅସହାୟକୁ ଉଦ୍ଧାର କଲା ପୋଲିସ ପ୍ରଶାସନ

ହିଞ୍ଜିଳିକାଟୁ ୪।୯(ଡି.ଏନ.ଏ.): ହିଞ୍ଜିଳିକାଟୁ ବସ ଟର୍ମିନାଲ ପରିସରରେ ରବିବାର ଜଣେ ବୟସ୍କ ବ୍ୟକ୍ତି ଶନିବାର ରାତିରୁ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯିବାରୁ ନିଶ୍ଚଳ ହୋଇ ପଡି ରହିଥିଲେ।…

ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଟସ୍‌ ଜିତିଲା ପାକିସ୍ତାନ

ଦୁବାଇ,୪।୯:ଏସିଆ କପରେ ରବିବାର ଦୁଇ ଚିରପ୍ରତିଦ୍ୱନ୍ଦୀ ଭାରତ ଏବଂ ପାକିସ୍ତାନ ପରସ୍ପରକୁ ଭେଟୁଛନ୍ତି। ସୁପର୍‌-୪ର ଏହି ହାଇଭୋଲଟେଜ୍‌ ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି…

ସ୍ତ୍ରୀଙ୍କୁ ମାରି ପାଇଖାନା ଟାଙ୍କିରେ ପକାଇଥିଲେ ସ୍ବାମୀ: ୪ ମାସ ପରେ ମିଳିଲା ମୃତଦେହ

କୋରାପୁଟ,୪।୯(ସ୍ବ.ପ୍ର.)ଷ କୋରାପୁଟ ଜିଲାର କାକିରିଗୁମ୍ମା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୪ ମାସ ତଳୁ ନିଖୋଜ ଥିବା ମହିଳାଙ୍କ ମୃତଦେହ ଏକ ପାଇଖାନା…

ବିଭିନ୍ନ ସ୍ଥାନରେ ଅହିଂସା ରଥକୁ ସ୍ବାଗତ

କର୍ଲାମୁଣ୍ଡା, ୪।୯(ଡି.ଏନ.ଏ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ରବିବାର ଅହିଂସା ରଥକୁ ସ୍ବାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କେସିଙ୍ଗା ବ୍ଲକ ବେଲଖଣ୍ଡିଠାରୁ ଅହିଂସା ରଥକୁ…

ମ୍ୟାଗସେସେ ପୁରସ୍କାର ଗ୍ରହଣ କରିବାକୁ ମନା କଲେ କେ. କେ. ଶୈଳଜା

ଥିରୁଭାନନ୍ତପୁରମ୍‌,୪।୯: କେରଳର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବରିଷ୍ଠ ସିପିଆଇ (ଏମ) ନେତା କେ.କେ ଶୈଳଜା ସମ୍ମାନଜନକ ମ୍ୟାଗସେସେ ପୁରସ୍କାର ଗ୍ରହଣ କରିବାକୁ ମନା କରି ଦେଇଛନ୍ତି। ସେ…

ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୯: ମୁମ୍ବାଇ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣାରେ ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ଦେଶର ବଡ ଶିଳ୍ପପତିମାନଙ୍କ ମଧ୍ୟରେ ସାଇରସ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା,…

ଚାଇନା ରାଷ୍ଟପତି ବିଶ୍ୱର ସବୁଠାରୁ ନିର୍ଭୀକ ବ୍ୟକ୍ତି: ଟ୍ରମ୍ପ

ନ୍ୟୁୟର୍କ,୪।୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ବିବାଦୀୟ ମନ୍ତବ୍ୟ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି। ଏବେ ସେ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗଙ୍କୁ ପ୍ରଶଂସା…

ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର

ଚେନ୍ନାଇ,୪।୯: ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ଚାରିଥର ଚେନ୍ନାଇ ସୁପର କିଙ୍ଗ୍ସକୁ ଆଇପିଏଲ ଚାମ୍ପିଅନ କରାଇଥିବା…

ଲଖନପୁର ବ୍ଲକ ସରପଞ୍ଚ ସଂଘର ସଭାପତି ହେଲେ ରଘୁମଣି ପ୍ରଧାନ

ଝାରସୁଗୁଡା ଅଫିସ,୪।୯: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରେ ଝାରସୁଗୁଡା ଜିଲା ଲଖନପୁର ବ୍ଲକର ନବନିର୍ବାଚିତ ସରପଞ୍ଚମାନଙ୍କୁ ନେଇ ସର୍ବସମ୍ମତିକ୍ରମେ ରବିବାର ଏକ ସରପଞ୍ଚ ସଂଘ ଗଠିତ…