ଇତିହାସ ରଚିଲେ ହିଟ୍‌ମ୍ୟାନ୍‌

ଦୁବାଇ,୧।୯: ଭାରତୀୟ ଅଧିନାୟକ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ୩୫୦୦ ରନ ସ୍କୋର କରିବାର…

ସିଭିଲ ସର୍ଭିସ ଆଶାୟୀଙ୍କୁ ଲାଠିମାଡ଼

ପାଟନା,୩୧।୮: ବିହାର ପବ୍ଲିକ୍‌ ସର୍ଭିସ କମିଶନ (ବିପିଏସ୍‌ସି) ପରୀକ୍ଷାରେ ନୂଆ ଫର୍ମାଟକୁ ବିରୋଧରେ କରି ବୁଧବାର ପାଟନାସ୍ଥିତ କମିଶନଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ରୀଛାତ୍ରଙ୍କୁ…

ବଙ୍କିହାମ ପ୍ୟାଲେସରେ ଶପଥ ନେବେନି ନୂଆ ପ୍ରଧାନମନ୍ତ୍ରୀ, ପ୍ରଥମଥର ଭାଙ୍ଗିବ ରାଜକୀୟ ପରମ୍ପରା

ଲଣ୍ଡନ,୩୧ା୮: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ  ସେପ୍ଟେମ୍ବର ୫ରେ ଶପଥ ନେବେ। ତେବେ ବ୍ରିଟେନର ରାଣୀ ଦ୍ୱିତୀୟ ଏଲିଜାବେଥ ବର୍ତ୍ତମାନ ସ୍କଟ୍‌ଲ୍ୟାଣ୍ଡରେ ଅଛନ୍ତି। ଏହି ସମୟ ମଧ୍ୟରେ ସେ…

ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ହଂକଂକୁ ୧୯୩ ରନ୍‌ର ବିଜୟ ଲକ୍ଷ୍ୟ

ଦୁବାଇ,୩୧।୮: ଏସିଆ କପ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ ଭାରତ ଏବଂ ହଂକଂ ମଧ୍ୟରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ…

ଗଛରେ ଝୁଲୁଛି ଦୁଇ ମୃତଦେହ, ମିଳିନି ପରିଚୟ

ଆନନ୍ଦପୁର,୩୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ୫୩ ନଂ ରାଜ୍ୟ ରାଜପଥର ଚାରିନାଳିଆଠାରେ ଗଛରେ ଝୁଲନ୍ତା ଅବସ୍ଥାରେ ବୁଧବାର ଦୁଇ ମୃତଦେହ ଠାବ କରାଯାଇଛି। ଏ…

ପର୍ତ୍ତୁଗାଲରେ ଭାରତୀୟ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ହଙ୍ଗାମା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଇସ୍ତଫା

ଲିସବନ,୩୧।୮: ଜଣେ ଭାରତୀୟ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ପର୍ତ୍ତୁଗାଲରେ ହଙ୍ଗାମା ସୃଷ୍ଟି ହୋଇଛି। ଏହି ଘଟଣାରେ ପର୍ତ୍ତୁଗାଲର ସ୍ବାସ୍ଥ୍ୟମନ୍ତ୍ରୀ ମାର୍ଟା ଟେମିଡୋ ତାଙ୍କ ପଦରୁ ଇସ୍ତଫା…

ଟଳିପଡିଲେ ଜଣେ ଆତଙ୍କବାଦୀ

ଶ୍ରୀନଗର,୩୧।୮: ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀ ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ଚାଲିଛି। ବୁଧବାର ସୋପୋରର ବୋମାଇରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ…

ଆସୁଛି ସବୁଠୁ ଶକ୍ତିଶାଳୀ ବାତ୍ୟା

ଟୋକିଓ,୩୧ା୮: ଚଳିତବର୍ଷ ଜାପାନରେ ସବୁଠୁ ଶକ୍ତିଶାଳୀ ବାତ୍ୟା ହେବ। ଯାହାକି ଅତ୍ୟନ୍ତ ଭୟଙ୍କର। ଜାପାନର ପାଣିପାଗ ବିଜ୍ଞାନ ଏଜେନ୍ସି କହିଛି, ବୁଧବାର ଏହା ମୁଖ୍ୟ ଓକିନାଓ୍ବା ଦ୍ୱୀପରେ…

ସୋଭିଏଟ୍‌ ସଂଘର ଶେଷ ଶାସକ ମିଖାଇଲ ଗୋର୍ବାଚେଭ୍‌ଙ୍କ ପରଲୋକ

ମସ୍କୋ, ୩୧ା୮:ସୋଭିଏତ ସଂଘର ଶେଷ ଶାସକ ମିଖାଇଲ ଗୋର୍ବାଚେଭ ପରଲୋକ ହୋଇଛି। ତାଙ୍କୁ ୯୧ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ। ବିଂଶତମ ଶତାବ୍ଦୀରେ…

ଲାଲୁଙ୍କୁ ଭେଟିଲେ କେସିଆର୍‌

ପାଟନା,୩୧।୮: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ପାଟନାରେ ଆରଜେଡି ମୁଖ୍ୟ ଲାଲୁ ଯାଦବ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀଙ୍କୁ ଭେଟିଛନ୍ତି। ରାବ୍ରି ଦେବୀଙ୍କ…