ଗୁଜରାଟ ଦଙ୍ଗାର ସମସ୍ତ ମାମଲା ବନ୍ଦ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୩୦।୮ : ଗୁଜରାଟରେ ୨୦୦୨ ହୋଇଥିବା ଦଙ୍ଗା ସହ ଜଡିତ ସମସ୍ତ ମାମଲା ସୁପ୍ରିମକୋର୍ଟ ବନ୍ଦ କରି ଦେଇଛନ୍ତି। ସୁପ୍ରିମକୋର୍ଟରେ ଗୋଟିଏ ମାମଲା ବିଚାରାଧୀନ ଥିଲା।…

ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ: ୧.୨୦ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଆସିଲା ଚଳିତ ବର୍ଷର ବନ୍ୟାର କ୍ଷୟକ୍ଷତି ରିପୋର୍ଟ। ଲଗାଣ ବର୍ଷା ଏବଂ ବନ୍ୟାରେ ରାଜ୍ୟର ୧ ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି ନଷ୍ଟ…

ବାବ୍ରି ବିଧ୍ୱଂସ ସମ୍ପର୍କିତ ସମସ୍ତ ମାମଲା ବନ୍ଦ, ସୁପ୍ରିମ୍‌କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ନୂଆଦିଲ୍ଲୀ, ୩୦।୮ : ୬ ଡିସେମ୍ବର ୧୯୯୨ରେ ଉତ୍ତରପ୍ରଦେଶର ଅଯୋଧ୍ୟାରେ ବାବ୍ରି ବିଧ୍ୱଂସ ସମ୍ପର୍କିତ ସମସ୍ତ ମାମଲାକୁ । ସୁପ୍ରିମକୋର୍ଟ ବନ୍ଦ କରି ଦେଇଛନ୍ତି। ଏହା ବ୍ୟତୀତ…

ମହିଳା ନିର୍ଯାତନା ୧୫.୩ ପ୍ରତିଶତ ବୃଦ୍ଧି, ବଳାତ୍କାରରେ ପୁଣି ଶୀର୍ଷରେ ରାଜସ୍ଥାନ…

ନୂଆଦିଲ୍ଲୀ, ୩୦।୮ : ନ୍ୟାଶନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ, ପୂର୍ବ ବର୍ଷ ତୁଳନାରେ ୨୦୨୧ ମସିହାରେ ମହିଳା ନିର୍ଯାତନା…

କୋର୍ଟରୁ ଇମ୍ରାନଙ୍କୁ ଆଶ୍ୱସ୍ତି: ହଟିଲା ଲାଇଭ ଟେଲିକାଷ୍ଟ ପ୍ରତିବନ୍ଧକ

ଇସ୍‌ଲାମାବାଦ,୩୦।୮: ଇସ୍‌ଲାମାବାଦ ହାଇକୋର୍ଟରୁ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ଆଶ୍ୱସ୍ତି ମିଳିଛି। ଇମ୍ରାନ ଖାନଙ୍କ ଉପରେ ଲାଗିଥିବା ପ୍ରତିବନ୍ଧକକୁ ହାଇକୋର୍ଟ ହଟାଇ ଦେଇଛନ୍ତି। ଏହି ପ୍ରତିବନ୍ଧକ…

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦ୍ବାଦଶ, ଦଶମ ଜେଇଇ ମେନ୍‌ ପରୀକ୍ଷାର କୃତୀ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନର କନ୍‌ଭେନ୍‌ସନ…

ସୋରେନଙ୍କୁ ଘାରିଛି ବିଧାୟକଙ୍କ ବାଡ଼ ଡେଇଁବା ଭୟ…

ରାଞ୍ଚି,୩୦।୮ : ଝାଡଖଣ୍ଡରେ ରାଜନୈତିକ ସଙ୍କଟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ତାଙ୍କ ବିଧାୟକ କାଳେ ଦଳ ବାଡ଼ ଡେଇଁ ଅନ୍ୟ ଦଳରେ ମିଶିବେ ଭୟରେ…

ଆଣ୍ଠୁଏ କାଦୁଅ ପାଲଟିଛି ଯିବାଆସିବା ରାସ୍ତା

କୋକସରା,୩୦।୮(ଡି.ଏନ୍‌.ଏ.): ବାରମ୍ବାର ରାସ୍ତାରେ କାମ ହେଉଛି, ହେଲେ ସୁଧୁରୁନାହିଁ ରାସ୍ତା ଅବସ୍ଥା। ଅଳ୍ପ ବର୍ଷା ହେଲେ ଆଣ୍ଠୁଏ କାଦୁଅରେ ଯାତାୟାତ କରୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକ…

ଝାଡ଼ଖଣ୍ଡର ବିଧାୟକମାନେ ରାୟପୁର ସିଫ୍ଟ ହେବା ପାଇଁ ବୁକ୍ ହୋଇଛି ୭୨ ସିଟ୍ ବିଶିଷ୍ଟ ଚାର୍ଟର, ୪୭ କୋଠରୀ ରିସର୍ଟ

ରାଞ୍ଚି,୩୦ ।୮: ଝାଡ଼ଖଣ୍ଡରେ ଲାଗି ରହିଥିବା ରାଜନୈତିକ ସଙ୍କଟ ମଧ୍ୟରେ ବଡ ଖବର ସାମ୍ନାକୁ ଆସିଛି । କୁହାଯାଉଛି କି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଖୁବଶୀଘ୍ର ବିଧାୟକମାନଙ୍କୁ…

୬୬ ହଜାର ତଳେ ସକ୍ରିୟ ମାମଲା, ଦୈନିକ ସଂକ୍ରମଣ ୩ ହଜାରରୁ କମ୍‌…

ନୂଆଦିଲ୍ଲୀ, ୩୦।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ…