ବ୍ରାଉନ ସୁଗର ଜବତ, ୩ଗିରଫ

ବରଗଡ଼ ଅଫିସ,୨୯।୮: ବରଗଡ଼ ଜିଲା ଅତାବିରା ଥାନା ପୋଲିସ ସୋମବାର ବ୍ରାଉନ ସୁଗର ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼…

‘ମୋତେ ଗିରଫ କରି ଦେଖାଉ ଭାଜପା’

କୋଲକାତା,୨୯।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଭାଜପାକୁ ଟାର୍ଗେଟ କରି ବର୍ଷିଛନ୍ତି। ସେ କହିଛନ୍ତି, ଦେଶର ନିର୍ବାଚିତ ସରକାରମାନଙ୍କୁ ଭାଙ୍ଗିବାକୁ ଉଦ୍ୟମ କରାଯାଉଛି। ନିର୍ବାଚିତ ରାଜ୍ୟସରକାରଙ୍କୁ…

୧୩୭ ବର୍ଷରେ ୫୬ ନେତା ସମ୍ଭାଳିଛନ୍ତି ଦାୟିତ୍ୱ: ପରବର୍ତ୍ତୀ ଅଧ୍ୟକ୍ଷ ରେସ୍‌ରେ ରହିଛି ଏମାନଙ୍କ ନାମ

xନୂଆଦିଲ୍ଲୀ,୨୯।୮: କଂଗ୍ରେସରେ ଜାରି ରହିଥିବା ରାଜନୈତିକ ଅଶାନ୍ତି ମଧ୍ୟରେ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ସୋମବାର କାର୍ଯ୍ୟସୂଚୀ ଜାରି କରାଯାଇଛି। ଅକ୍ଟୋବର ୧୭ରେ ଅଧ୍ୟକ୍ଷ ପଦ ପାଇଁ…

କେହି ଶୁଣିଲେନି, ଧାରଣା ଦେଲା ଦୁଗ୍ଧ ସମବାୟ ସମିତି

କୁଚିଣ୍ଡା,୨୯ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ କୁଲୁଣ୍ଡି ପଞ୍ଚାୟତ ଗୌଡପାଲି ପ୍ରାଣୀ ଚିକିତ୍ସା ଉପକେନ୍ଦ୍ରରେ ସ୍ଥାୟୀ ପ୍ରାଣୀଧନ ନିରୀକ୍ଷକ ନିଯୁକ୍ତି ଦାବିରେ ସୋମବାର ଚାଷୀମାନେ ଧାରଣା ଦେଇଛନ୍ତି।…

ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର,୨୯।୮(ଡି.ଏନ୍‌.ଏ): ପାରମ୍ପରିକ ଜୈବିକ ଚାଷର ପ୍ରଚାର ପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା ପଦ୍ମଶ୍ରୀ କମଳା ପୂଜାରୀ ସୋମବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ସ୍ବାସ୍ଥ୍ୟବସ୍ଥାରେ…

ବାଇକ୍‌ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ଆସିକା,୨୯ା୮(ଡି.ଏନ୍‌.ଏ.): ଆସିକା ଥାନା ଅଧୀନ ବଡ଼ଖୋଲି ଗ୍ରାମର ରଞ୍ଜିତ ଶିଅ ଶୁକ୍ରବାର ବାଇକ୍‌ ଧକ୍କାରେ ଗୁତୁତର ଆହତ ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ରବିବାର ତାଙ୍କର ମୃତ୍ୟୁ…

ଶିକ୍ଷୟିତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମାଡ଼ ଘଟଣା: ଉଭୟଙ୍କ ବଦଳି ଦାବିରେ ବିଦ୍ୟାଳୟରେ ତାଲା

ଆନନ୍ଦପୁର,୨୯। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବେଲବାହାଳି ପଞ୍ଚାୟତ ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟକୁ ସୋମବାର ଗ୍ରାମବାସୀ ତାଲା ପକାଇଦେଇଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଓ…

ସୁରକ୍ଷାକର୍ମୀଙ୍କୁ ଆକ୍ରମଣ କରି ଲୁଟିବା ଘଟଣାରେ ଗିରଫ ହେଲେ ୨ ଅଭିଯୁକ୍ତ

ବଡ଼ବିଲ,୨୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅର୍ନ୍ତଗତ କାରାଖେଣ୍ଡରାସ୍ଥିତ ସ୍ପଞ୍ଜ ଆଇରନ ପ୍ଲାଣ୍ଟର ସୁରକ୍ଷାକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଦେଢ଼ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ଚୋରି…

ଜନ୍‌ ଆବ୍ରାହମଙ୍କ ସହ ଡେବ୍ୟୁ କରିବେ ଶେହନାଜ, ଦୀପାବଳିରେ ହେବ ରିଲିଜ୍‌!

ମୁମ୍ବାଇ: ଅଭିନେତ୍ରୀ ଶେହନାଜ ଗିଲ ଏବେ ବଲିଉଡ୍‌ରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି। ପ୍ରଥମେ ତ ଶୁଣିବାକୁ ମିଳୁଥିଲା କି, ସେ ସଲମାନ ଖାନ୍‌ଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ଭାଇଜାନ’ରେ…

ଶୋଇଥିଲେ ମହିଳା, ଉପରେ ଚଢ଼ି ଫଣା ଟେକିଲା…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ…