ଓଡେସାରେ ରୁଷିଆର ମିଶାଇଲ ମାଡ଼: ୨୧ ମୃତ

କିଭ୍‌, ୨ା୭: କୃଷ୍ଣସାଗରର ଏକ ଦ୍ୱୀପରୁ ରୁଷିଆ ସୈନ୍ୟ ପ୍ରତ୍ୟାହାରର ଦିନକ ପରେ ରୁଷିଆ ୟୁକ୍ରେନ୍‌ର ଓଡେସା ସହର ସେରହିଭ୍‌କାରେ ଏକ ବଡ଼ ଧରଣର ମିଶାଇଲ ମାଡ଼…

କଳାହାଟ ଦ୍ୱାରରେ ହେବ ରୁପା ଛାଉଣିି

ପୁରୀ ଅଫିସ, ୨।୭: ଶ୍ରୀମନ୍ଦିର ଜଗମୋହନରୁ ଗର୍ଭଗୃହକୁ ସଂଯୋଗ କରୁଥିବା କଳାହାଟ ଦ୍ୱାରରେ ରୁପା ଛାଉଣିି ହେବ । ଏହି କାମ କରିବାକୁ ମୁମ୍ବାଇରୁ କାରିଗର ଆସି…

ସଙ୍କଟରେ ପ୍ରାଥମିକ ସ୍ବାସ୍ଥ୍ୟସେବା

ବଇଣ୍ଡା,୨।୭(ଡି.ଏନ.ଏ.) ୩ ବର୍ଷ ହେଲା ଖାଲି ପଡ଼ିଛି ଡାକ୍ତର ପଦବୀ। ଷ୍ଟାଫନର୍ସ, କମ୍ପାଉଣ୍ଡର ଓ ସୁଇପର ମଧ୍ୟ ନାହାନ୍ତି। ଚିକିତ୍ସା ପାଇଁ ଆସୁଥିବା ରୋଗୀ କିପରି ଅସୁବିଧାର…

ଜାଣନ୍ତୁ ‘ସାବାସ ମିଠୁ’ର ବଜେଟକୁ ନେଇ କ’ଣ କହିଲେ ତାପସୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ ଏବେ ତାଙ୍କର ନୂଆ ଫିଲ୍ମକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଭାରତୀୟ ମହିଳା କ୍ରିକେଟ ଟିମ୍‌ର ପୂର୍ବତନ କ୍ୟାପ୍ଟେନ ମିତାଲି ରାଜଙ୍କ…

ସୋନମ ମା’ ହେବାକୁ ଯାଉଥିବା ଜାଣିବା ପରେ କାନ୍ଦି ପକାଇଥିଲେ ଅନିଲ

ମୁମ୍ବାଇ: ବଲିଉଡ ନାୟିକା ସୋନମ କପୁର ଏବେ ତାଙ୍କ ପ୍ରେଗନେନସି ପିରିୟଡକୁ ଏନଜୟ କରୁଛନ୍ତି । ସୋସିଆଲ ମିଡିଆରେ ଆକ୍ଟିଭ ଥିବା ଏହି ନାୟିକା ସମୟ ସମୟରେ…

ଅଭିଯୁକ୍ତଙ୍କ ବାଇକ୍‌ରେ ୨୬/୧୧ ନମ୍ବର

ଉଦୟପୁର,୨।୭: ରାଜସ୍ଥାନ ଉଦୟପୁରର ଦରଜି କହ୍ନେୟାଲାଲ ତେଲିଙ୍କ ହତ୍ୟା ଅଭିଯୁକ୍ତ ରିଆଜ ଅଖ୍‌ତାରୀ ତାଙ୍କ ବାଇକ୍‌ରେ ‘୨୬୧୧’ (୨୦୦୮ ନଭେମ୍ବର ୨୬ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ) ନମ୍ବର…

ଜବରଦଖଲ ଉଚ୍ଛେଦକୁ ନେଇ ରାଜନୀତି ସରଗରମ

ଗଞ୍ଜାମ,୨।୭(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସିଥିବା ପୂଜକ କନ୍ଧ ଶତପଥୀଙ୍କ ବାରିପଟ ଘର ସରକାରୀ ଜାଗାରେ ଥିବା ଦର୍ଶାଇ ପ୍ରଶାସନ…

ଦିବ୍ରୁଗଡ଼ର ସିଆରପିଏଫ୍‌ କ୍ୟାମ୍ପରେ ପଶିଲା ବନ୍ୟା ପାଣି

ଦିବ୍ରୁଗଡ଼,୨।୭: ଦେଶର ଉତ୍ତର-ପୂର୍ବ ରାଜ୍ୟ ଆସାମରେ ଗତ କିଛି ଦିନରୁ ପ୍ରବଳ ବର୍ଷା ଯୋଗୁ ଅନେକ ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୨୬ଟି ଜିଲାରେ ୩୧.୫୪…

ପାହାଡ଼ିଆ ରାସ୍ତାରେ ଅଟକିଲା ଆମ୍ବୁଲାନ୍ସ, ରାସ୍ତାକଡ଼ରେ ଜନ୍ମହେଲା ଶିଶୁକନ୍ୟା

ରାୟଗଡ଼ା ଅଫିସ,୨ା୭: ସରକାରଙ୍କ ଏତେ ବ୍ୟବସ୍ଥା ପରେ ପୁଣି ଦେଖିବାକୁ ମିଳିଛି ଜନନୀ ଯନ୍ତ୍ରଣା। ରାସ୍ତାକଡ଼ରେ ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି ମହିଳା। ଏଭଳି ଏକ…

ଶିବସେନାକୁ ପୁଣି ଝଟ୍‌କା: ବିଧାୟକଙ୍କ ପରେ ଏମ୍‌ପି କରିପାରନ୍ତି ବିଦ୍ରୋହ

ମୁମ୍ବାଇ,୨।୭: ମହାରାଷ୍ଟ୍ରରେ ଶିବସେନା ନେତା ଏକନାଥ ସିନ୍ଧେଙ୍କ ବିଦ୍ରୋହ ପରେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ମହାବିକାଶ ଅଘାଡ଼ି ସରକାର ଭାଙ୍ଗିପଡ଼ିଛି। ଭାଜପା ସମର୍ଥନରେ ଏକନାଥ ସିନ୍ଧେ ମହାରାଷ୍ଟ୍ରର…