ଭୂସ୍ବର୍ଗରେ ମାହାପୁରୁ

ଆମେ ଯେଉଁ ଲୋକରେ ବାସ କରୁଛେ, ସେହି ଲୋକର ସ୍ବର୍ଗ ହେଉଛି ଶ୍ରୀପୁରୁଷୋତ୍ତମ କ୍ଷେତ୍ର। ୟେ ମନଗଢ଼ା କଥା ନୁହେଁ। ମହର୍ଷିମାନଙ୍କର ଘୋଷଣା। ପ୍ରାଚୀନ ପୋଥିପତ୍ରରେ ଦରଜ…

ମାତ୍ର ୪୦ ଟଙ୍କାରେ ଆଣ୍ଠୁଗଣ୍ଠି ଚିକିତ୍ସା କରୁଛନ୍ତି ଧୋନୀ

ରାଞ୍ଚି,୧।୭:ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ସେବେଠାରୁ ସେ କେବଳ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳନ୍ତି।…

ମହୀପୁର-ନୂଆଗାଁ ରେଳ ଚଳାଚଳ ଶୁଭାରମ୍ଭ

ନୂଆଗାଁ,୧।୭(ଡି.ଏନ.ଏ.): ମହୀପୁରରୁ ନୂଆଗାଁକୁ ରେଳ ଚଳାଚଳ ଗୁରୁବାର ଆରମ୍ଭ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉକ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର-ମହୀପୁର-ଭୁବନେଶ୍ୱର ସ୍ପେଶାଲ ଟ୍ରେନର…

ବିଦେଶ ଗସ୍ତରୁ ଫେରିଲେ ନବୀନ: ଆଜି ଘୋଷଯାତ୍ରାରେ ଯୋଗଦେବେ

ଭୁବନେଶ୍ୱର,୧ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତ ଶେଷ କରି ଗୁରୁବାର ଓଡ଼ିଶା ଫେରିଛନ୍ତି। ସେ ଶୁକ୍ରବାର ପୁରୀଠାରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ।…

ସାରା ଦେଶରେ ଆଜିଠାରୁ ବନ୍ଦ ସିଙ୍ଗଲ ୟୁଜ ପ୍ଲାଷ୍ଟିକ

ନୂଆଦିଲ୍ଲୀ,୧ ।୭: ସାରା ଦେଶରେ ଶୁକ୍ରବାର ଅର୍ଥାତ୍ ଜୁଲାଇ ପହିଲାରୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବସ୍ତୁର ଉତ୍ପାଦନ, ବିକ୍ରି ଓ ବ୍ୟବହାର ଉପରେ ପ୍ରତିବନ୍ଧକ ଲାଗାଯାଇଛି ।…

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧ା୭(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା…

ପ୍ରସନ୍ନ ପ୍ରଧାନ ଭୁବନେଶ୍ୱର ବିମାନବନ୍ଦର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୭(ବ୍ୟୁରୋ):ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ନିର୍ଦ୍ଦେଶକ ହେଲେ ପ୍ରସନ୍ନ ପ୍ରଧାନ। ସେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଦିଲ୍ଲୀର କର୍ପୋରେଟ୍‌ ମୁଖ୍ୟାଳୟରେ…

ରାଜ୍ୟ ସରକାରଙ୍କୁ ତଥ୍ୟ ମାଗିଲେ ହାଇକୋର୍ଟ

କଟକ ଅଫିସ,୧ା୭:କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକଚଣ୍ଡି ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ଶୈଳବାଳା ମହାବିଦ୍ୟାଳୟ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ବିରୋଧ କରି ଆଗତ ମାମଲାର ଶୁଣାଣି ବୁଧବାର…

କାଠଯୋଡ଼ି ବ୍ରିଜ୍‌ ମରାମତି ପାଇଁ ଯାତାୟାତରେ କଟକଣା

କଟକ ଅଫିସ, ୧ା୭:କଟକ କାଠଯୋଡ଼ି ମଝି ବ୍ରିଜ୍‌ର ମରାମତି କାର୍ଯ୍ୟ କରାଯିବ। ଏଥିପାଇଁ ଯାନବାହନ ଚଳାଚଳ ନିମନ୍ତେ କଟକଣା ଲାଗୁ କରାଯାଇଛି। ଏହା ଜୁଲାଇ ୧ରୁ ୩୧…