ଶିକ୍ଷକଙ୍କ ମାଡ଼ରେ ଛାତ୍ର ଗୁରୁତର

ବାଲେଶ୍ୱର ଅଫିସ,୨୭।୬:  ବାଲେଶ୍ୱର ସହର ଜିଲା ସ୍କୁଲ୍‌ରେ ଶିକ୍ଷକଙ୍କ ମାଡ଼ରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…

ଫେସ୍‌ବୁକ୍‌ ଲାଇଭ୍‌ ପରେ ଇସ୍ତଫା ଦେଇଥାନ୍ତେ ଉଦ୍ଧବ: ହେଲେ ଅଟକାଇଦେଲେ..

ମୁମ୍ବାଇ,୨୭ା୬: ଶିବସେନାରେ ହୋଇଥିବା ବଡ଼ ବିଦ୍ରୋହ ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ମହା ବିକାଶ ଅଘାଡ଼ିର ଚାଣକ୍ୟ ତଥା…

ଦ୍ରୌପଦୀ ନା ଯଶଓ୍ବନ୍ତ କାହାକୁ ସମର୍ଥନ କରିବେ ସୋରେନ

ନୂଆଦିଲ୍ଲୀ,୨୭।୬: ରାଷ୍ଟ୍ରପତି ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ପ୍ରାର୍ଥୀ ତଥା ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବା ପ୍ରସଙ୍ଗରେ ରାଜ୍ୟର ଶାସକ ଦଳ ଝାଡ଼ଖଣ୍ଡ…

ଭାଜପାର ସାଉଥ୍‌ ମିଶନ: ୨ଦିନ ଯାଏ ବିଧାନସଭା ନିର୍ବାଚନମଣ୍ଡଳୀରେ ରହିବେ ମନ୍ତ୍ରୀ

ହାଇଦ୍ରାବାଦ,୨୭।୬: ତେଲେଙ୍ଗାନାର ସମସ୍ତ ବିଧାନସଭା ନିର୍ବାଚନମଣ୍ଡଳୀରେ ୨ଦିନ ଯାଏ ରହିବାକୁ ଭାଜପାର ସମସ୍ତ ମନ୍ତ୍ରୀ ଏବଂ ବରିଷ୍ଠ ନେତାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ନିର୍ଦ୍ଦେଶନାମା ଆଉ କେହି…

ପ୍ରସାଦ ବଦଳରେ ମିଳୁଛି ବର୍ଗର, ସାଣ୍ଡଓ୍ବିଚ୍‌,

ଚେନ୍ନାଇ: ପ୍ରସାଦ ବଦଳରେ ଭକ୍ତଙ୍କୁ ଦିଆଯାଉଛି ବର୍ଗର ଓ ସାଣ୍ଡଓ୍ବିଚ୍‌। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି ଚେନ୍ନାଇ ପାଡାପ୍ପାଇରେ ଥିବା ଦୁର୍ଗା ପୀଠରେ। ତେବେ…

ଫଡ୍‌ନବିସଙ୍କ ବାସଭବନରେ ଭାଜପାର କୋର କମିଟି ବୈଠକ ଜାରି: ପରବର୍ତ୍ତୀ ରଣନୀତି ଉପରେ ଚର୍ଚ୍ଚା

ମୁମ୍ବାଇ,୨୭।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ବେଳକୁ ବେଳ ନୂଆ ମୋଡ଼ ନେବାରେ ଲାଗିଛି। ସୋମବାର ଏହି ମାମଲାରେ ସୁପ୍ରିମକୋର୍ଟ ସମସ୍ତ ପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି ଏବଂ…

ଅବସର ନେବେ ମୋର୍ଗାନ

ଲଣ୍ଡନ,୨୭।୬: ଇଂଲଣ୍ଡର ବିଶ୍ୱକପ୍‌ ବିଜେତା ଅଧିନାୟକ ଇଆନ ମୋର୍ଗାନ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେବାକୁ ଯାଉଛନ୍ତି। ୩୫ ବର୍ଷୀୟ ମୋର୍ଗାନ ଚଳିତ ବର୍ଷ…

ଜୁଲାଇ ୩୧ ଯାଏ ରାଜ୍ୟ ଘରୋଇ ବସ୍‌ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଜୁଲାଇ ୧ ତାରିଖରେ ହେବାକୁ ଥିବା ବସ ଧର୍ମଘଟକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ଓଡ଼ିଶା ବସ ମାଲିକ ସଙ୍ଘ।…

ରଥଯାତ୍ରା ପାଇଁ ସାସ୍ଥ୍ୟ ବିଭାଗର ବ୍ୟାପକ ପ୍ରସ୍ତୁତି

ପୁରୀ ଅଫିସ,୨୭।୬: ଆଗକୁ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏ ନେଇ ଜୋରଦାର ପ୍ରସ୍ତୁତି କରାଯାଉଛି। ତେବେ ରଥଯାତ୍ରାର ପ୍ରସ୍ତୁତି ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ…

ବାଣ ଭିଡୁଥବା ବେଳେ ଯୁବକ ଗିରଫ

ଛତ୍ରପୁର,୨୭ା୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ନରେନ୍ଦ୍ରପୁର ଗାଁରେ ବେଆଇନ୍‌ ଭାବେ ଦୀର୍ଘ ଦିନ ଧରି ବାଣ ତିଆରି କରାଯାଉଥିବା ଅଭିଯୋଗ ହୋଇଥିଲା। ଏଥିସହ ରାତିରେ…