ମୋବାଇଲ କିଣିବାକୁ ଟଙ୍କା ଦେଲେନି ମା’, ଜୀବନ ହାରିଲେ ପୁଅ

ପାଟଣା,୨୫ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ପଞ୍ଚାୟତ ବଡ଼ମହୁଲଡିହା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୨୦ ବର୍ଷର ଯୁବକ ବୁଧବାର ରାତିରେ…

କଫିନ ପାଖରେ ହସି ହସି ପୋଜ୍‌ ଦେଇ ଟ୍ରୋଲ ହେଲେ ଏକ ପରିବାର: ସପକ୍ଷରେ ବାହାରିଲେ ମନ୍ତ୍ରୀ

ଥିରୁଭାନନ୍ତପୁରମ୍‌,୨୫।୮: କେରଳରେ ଅନ୍ତିମ ସଂସ୍କାର ସମୟରେ ଉଠାଯାଇଥିବା ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଫଟୋରେ ମୃତକଙ୍କ ପରିବାର ସଦସ୍ୟମାନେ କଫିନ ଚାରିପାଖରେ ବସି ହସି…

ପାଣିରେ ଭାସିଗଲା ଚାଷୀଙ୍କ ଆଶା

ଜଳେଶ୍ୱର, ୨୫ା୮(ଡି.ଏନ.ଏ.): ସୁବର୍ଣ୍ଣରେଖା ନଦୀର କୂଳେ ଜଳେଶ୍ୱର ବ୍ଲକର ୧୪ଟି ପଞ୍ଚାୟତର ହଜାର ହଜାର ଚାଷୀ ଉପୁଜାଇଥିବା ପରିବା ଚାଷ ବନ୍ୟାପାଣିରେ ବୁଡି ନଷ୍ଟ ହୋଇଛି ।…

ଏଏପିର କେତେକ ବିଧାୟକ ଯୋଗାଯୋଗରେ ନାହାନ୍ତି, କେଜରିଓ୍ବାଲଙ୍କ ବାସଭବନରେ ଜରୁରୀ ବୈଠକ…

ନୂଆଦିଲ୍ଲୀ, ୨୫।୮ : ଏଏପିର କେତେକ ବିଧାୟକ ଯୋଗାଯୋଗରେ ନାହାନ୍ତି। ବିଧାୟକ ଦିଲୀପ ପାଣ୍ଡେ କହିଛନ୍ତି ଯେ ଗତକାଲି ସମସ୍ତ ବିଧାୟକଙ୍କ ସହ ଯୋଗାଯୋଗ କରାଯାଇଥିଲା ଏବଂ…

ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୩୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

ସାମ୍ବାରେ ଚୋରା ଡ୍ରଗ୍ସ କାରବାର ଉଦ୍ୟମ ପଣ୍ଡ, ୮ ପ୍ୟାକେଟ ଜବତ କଲା ବିଏସ୍‌ଏଫ୍‌…

ଶ୍ରୀନଗର, ୨୫।୮ : ଜମ୍ମୁ-କଶ୍ମୀରର ସାମ୍ବା ସେକ୍ଟରରେ ଡ୍ରଗ୍ସ ଚୋରା କାରବାର ଉଦ୍ୟମକୁ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ପକ୍ଷରୁ ପଣ୍ଡ କରାଯାଇଛି। ବିଏସ୍‌ଏଫ୍‌ ଯବାନମାନେ ଜଣେ…

ଜଳବନ୍ଦୀଙ୍କ ଅବସ୍ଥା ଦୁର୍ବିସହ

ଭୋଗରାଇ, ୨୫ା୮(ଡି. ଏନ. ଏ.): ସୁବର୍ଣ୍ଣରେଖା ବନ୍ୟାକୁ ୪ଦିନ ବିତିଛି। ବନ୍ୟା ବିପନ୍ନମାନେ ପିଲାଛୁଆ ଧରି ବିଭିନ୍ନ ଆଶ୍ରୟସ୍ଥଳୀ ଏବଂ ସୁରକ୍ଷିତ ବନ୍ଧବାଡ଼ରେ ପଲିଥିନ ପକାଇ ରହିଛନ୍ତି।…

ପାକିସ୍ତାନ ଅଧିନାୟକଙ୍କୁ ଭେଟିଲେ କୋହଲି

ୟୁଏଇ,୨୫।୮: ଭାରତୀୟ ଦଳ ଏସିଆ କପ ପାଇଁ ଦୁବାଇରେ ପହଞ୍ଚିଛି। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଭିଭିଏସ ଲକ୍ଷ୍ମଣଙ୍କୁ ଭାରତୀୟ ଦଳର ମଧ୍ୟବର୍ତ୍ତୀକାଳୀନ କୋଚ କରାଯାଇଛି। ତାଙ୍କ କୋଚିଂ…

୩୭୦୦ କିଲୋଗ୍ରାମ୍‌ ବାରୁଦରେ ମାତ୍ର ୧୨ ସେକେଣ୍ଡରେ ଭାଙ୍ଗି ମାଟିରେ ମିଶିବ ଟୁଇନ ଟାଓ୍ବାର…

ନୋଏଡା, ୨୫।୮ : ଆଉ କିଛି ଘଣ୍ଟା ପରେ, ନୋଏଡାରେ ଆକାଶକୁ ଛୁଇଁଥିବା ଟୁଇନ ଟାଓ୍ବାର ଭାଙ୍ଗି ମାଟିରେ ମିଶିବ। ପ୍ରସ୍ତୁତି ଶେଷ ହୋଇଛି। ସେକ୍ଟର ୯୩-ଏ…

ଜଳକା, ସୁବର୍ଣ୍ଣରେଖା ବନ୍ୟା ଉଜାଡ଼ିଲା ଚାଷ

ରୂପସା, ୨୫ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ବନ୍ୟା ଆଣିଛି ଚାଷୀଙ୍କ ପାଇଁ ଘୋର ଦୁର୍ଦ୍ଦଶା। ଜଳକା ଓ ସୁବର୍ଣ୍ଣରେଖା ନଦୀରେ ପ୍ରବଳ ବନ୍ୟା ଯୋଗୁ ଏବର୍ଷ…