‘ସୋନିଆଙ୍କୁ ନୁହେଁ, କ’ଣ ନଡାଙ୍କୁ ଭେଟିବି’

ନୂଆଦିଲ୍ଲୀ,୨୪।୮: ୨୦୧୯ ଲୋକ ସଭା ନିର୍ବାଚନ ପରଠାରୁ କଂଗ୍ରେସ ଦଳର ପୂର୍ଣ୍ଣକାଳୀନ ସଭାପତି କିଏ ହେବ ସେନେଇ ଚର୍ଚ୍ଚା ଜାରି ରହିଛି। ସୋନିଆ ଗାନ୍ଧୀ କଂଗ୍ରେସର ସଭାପତି…

ଭିଜିଲାନ୍ସ ଜାଲରେ ଲୋଇସିଂହା ଆଇଆଇସି

ବଲାଙ୍ଗୀର ଅଫିସ,୨୪ା୮: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଲୋଇସିଂହା ଆଇଆଇସି ସଂଗ୍ରାମ ପଟ୍ଟନାୟକ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇଆଇସିଙ୍କୁ କାବୁ କରିଛି ବରଗଡ଼…

ଡିସେମ୍ବର ୨୭ରୁ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼ ଅଫିସ,୨୪ା୮: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଯାତ୍ରା ଦୀର୍ଘ ୧୧ ଦିନ ବ୍ୟାପୀ ୨୦୨୩…

ରଜନୀକାନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଜଣେ ବଡ ଅଭିନେତା ହେଉଛନ୍ତି ରଜନୀକାନ୍ତ। ସେ ରୋବଟ, ଲିଙ୍ଗା, ଶିବାଜୀ ଦି ବସ ଏବଂ ୨.୦ ଭଳି ଏକରୁ ଅଧିକ ବ୍ଲକବଷ୍ଟର…

ଶୁଦ୍ଧି କାର୍ଯ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ଅଟୋ ଦୁର୍ଘଟଣା: ୮ ଆହତ

ବାଲିଗୁଡ଼ା,୨୪ା୮(ଡି.ଏନ୍‌.ଏ.): ସମ୍ପର୍କୀୟଙ୍କ ଶୁଦ୍ଧି କାର୍ଯ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ଅଘଟଣ ଘଟିଛି। ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହେବାରୁ ୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ବାଲିଗୁଡ଼ା ଉପଖଣ୍ଡ…

ବସ୍‌ଷ୍ଟାଣ୍ଡ ନିକଟରୁ ମିଳିଲା ଜଣେ ବ୍ୟକ୍ତିଙ୍କ ମୃତଦେହ

କୋକସରା,୨୪ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଛକ ବସ୍‌ଷ୍ଟାଣ୍ଡର ଦୁର୍ଗାମଣ୍ଡପ ନିକଟରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ରହିଥିବା ଦେଖି ସ୍ଥାନୀୟ ଲୋକେ ମୋଟେର ଫାଣ୍ଡି…

ପ୍ରଧାନମନ୍ତ୍ରୀ କ’ଣ, ମୁଁ କିଛି ବି ହେବାକୁ ଚାହୁଁ ନାହିଁ: ନୀତୀଶ

ପାଟନା,୨୪।୮: ଭାଜପା ସହ ମେଣ୍ଟ ଭାଙ୍ଗି ପୁଣି ନୂଆ ସରକାର ଗଢ଼ିବା ପଛରେ ନୀତିଶ କୁମାରଙ୍କ ମହତ୍ତ୍ୱାକାଂକ୍ଷା ଥିବା କୁହାଯାଇଥିଲା। ତାଙ୍କର ପ୍ରଧାନମନ୍ତ୍ରୀ ହେବାର ଅଭିଳାଷ ଥିବା…

ଯୁକ୍ତ ୩ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୩ ନାମଲେଖା ଅବଧି ବଢ଼ାଇ ଦିଆଯାଇଛି। ଅନ୍‌ଲାଇନ ସିଏଫ୍‌ ଆବେଦନ ଶେଷ ତାରିଖ ଅଗଷ୍ଟ ୨୫ରୁ ସେପ୍ଟେମ୍ବର…

ଏସିଆ କପ୍‌ରେ ଡ୍ରାଭିଡଙ୍କ ସ୍ଥାନ ନେବେ ଲକ୍ଷ୍ମଣ

ନୂଆଦିଲ୍ଲୀ,୨୪।୮: ଏସିଆ କପ ୨୦୨୨ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଭାରତୀୟ କ୍ରିକେଟ ବୋର୍ଡ ଏକ ବଡ…

ବାରବାଟୀରେ ଖେଳାଯିବ ଲିଜେଣ୍ଡ କ୍ରିକେଟ ଲିଗ୍‌ର ୩ ମ୍ୟାଚ୍‌

କଟକ ଅଫିସ,୨୪।୮: ଲିଜେଣ୍ଡ କ୍ରିକେଟ ଲିଗ୍‌(ଏଲ୍‌ଏଲ୍‌ସି)ର ତିନୋଟି ମ୍ୟାଚ୍‌ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ସେପ୍ଟେମ୍ବେର ୨୭, ୨୯ ଓ ୩୦ରେ ଏହି ମ୍ୟାଚ ଅନୁଷ୍ଠିତ ହେବ।…