ଜିପ୍‌ସମ୍‌ ପରିବହନକୁ ନେଇ ବିବାଦ

ମାର୍ଶାଘାଇ,୨୫ା୬(ଡି.ଏନ୍‌.ଏ.): ପାରାଦ୍ୱୀପ ଇଫ୍‌କୋ ସାର କାରଖାନାରୁ ବାହାରୁ ଥିବା ଜିପ୍‌ସମ୍‌ର ପରିବହନକୁ ନେଇ ବିବାଦ ଦେଖା ଯାଇଛି ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଟ୍ରକ ମାଲିକ ସଂଘର ୩…

ଲିସିଚାଂସ୍କ ସହରକୁ କବଜା କଲା ରୁଷିଆ, ୨୦୦୦ ୟୁକ୍ରେନ ସେନାଙ୍କୁ ବି ଘେରିଲା

କ୍ୱିଭ/ମସ୍କୋ, ୨୫ ।୬: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୪ ମାସ ପୂରଣ ହୋଇଥିଲେ ବି ଏବେବି ରୁଷିଆ ପକ୍ଷରୁ ଲାଗାତାର ଭାବେ ୟୁକ୍ରେନ ଉପରେ ଆକ୍ରମଣ ଜାରି ରହିଛି…

ଆସାମରେ ବନ୍ୟାସ୍ଥିତି: ମୃତ୍ୟୁ ସଂଖ୍ୟା ୧୧୮କୁ ବୃଦ୍ଧି

ଗୁଆହାଟୀ,୨୫।୬: ଆସାମରେ ବନ୍ୟାସ୍ଥିତି ଅଣାୟତ। ୨୪ ଘଣ୍ଟାରେ ଆଉ ୧୦ ଜୀବନ ଯାଇଥିବା ବେଳେ ୨୮ ଜିଲାର ୩୩.୩ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ଏବେବି…

ବିପଦରେ ସାମୁଦ୍ରିକ ପ୍ରାଣୀ, ଭିତରକନିକା

କେନ୍ଦ୍ରାପଡ଼ା ଅଫିସ, ୨୫ା୬: କେନ୍ଦ୍ରାପଡ଼ା ଜିଲା ଜାତୀୟ ଉଦ୍ୟାନ ଭିତରକନିକାର ଜୈବବିବିଧତା ଉପରେ ବିପଦ ଘନେଇ ଆସୁଛି। ଏଠାରେ ଥିବା ସାମୁଦ୍ରିକ ଓ ବନ୍ୟପ୍ରାଣୀ ମୃତ୍ୟୁଆଡ଼କୁ ଠେଲିହୋଇ…

ତପନ ଡେକା ହେଲେ ଆଇବି ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୫।୬: ବରିଷ୍ଠ ଆଇପିଏସ୍‌ ଅଫିସର ତପନ କୁମାର ଡେକାଙ୍କୁ ଶୁକ୍ରବାର ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ବର୍ତ୍ତମାନର ଆଇବି ମୁଖ୍ୟ ଅରବିନ୍ଦ କୁମାରଙ୍କ…

ପୁଅକୁ ମାରି ବାପାଙ୍କ ଆତ୍ମହତ୍ୟା

ନୂଆପଡ଼ା ଅଫିସ/ ଖଡିଆଳ,୨୫।୬(ଡି.ଏନ.ଏ.): ନୂଆପଡ଼ା ଜିଲା ଧରମବନ୍ଧା ଥାନା ଅନ୍ତର୍ଗତ ଫୋକଟପ ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟଛି। ପୁଅକୁ ଟାଙ୍ଗିଆରେ ହାଣି ହତ୍ୟା…

ନୂଆ ଶ୍ରମ ଆଇନକୁ ବିରୋଧ

ଭୁବନେଶ୍ୱର(ବ୍ୟୁରୋ)/ ନୂଆଦିଲ୍ଲୀ, ୨୫।୬: ଦେଶରେ ଆସନ୍ତା ୧ ତାରିଖରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯଦି ନୂଆ ଶ୍ରମ ଆଇନ ଲାଗୁ ହୁଏ, ତା’ହେଲେ ଶ୍ରମିକମାନେ ବ୍ୟାପକ କ୍ଷତି…

ଆସାମ ବନ୍ୟା: ଚଳିତ ବର୍ଷ ମୃତକଙ୍କ ସଂଖ୍ୟା ୧୧୭

ଗୁଆହାଟି,୨୫ ।୬: ଦେଶର ପୂର୍ବୋତ୍ତର ରାଜ୍ୟ ଆସାମରେ ଆସିଥିବା ବନ୍ୟା ଏବେ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି । କିଛି ଜିଲାରେ ଏବେବି ନଦୀର ଜଳସ୍ତର ବିପଦ…

ଓଡ଼ିଶାକୁ ଡବ୍ଲ୍ୟୁଏଫ୍‌ପିର ପ୍ରଶଂସା

ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରୋମ୍‌ସ୍ଥିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍‌ପି) ମୁଖ୍ୟାଳୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଓଡ଼ିଶାରେ ଗରିବ, ମହିଳାଙ୍କ…

ପୋଲିସ ଅବହେଳା ଜୀବନ ନେଲା

ଭୁବନେଶ୍ୱର,(ବ୍ୟୁରୋ)/କଟକ ସଦର,୨୫ା୬(ଡି.ଏନ.ଏ.): ଗୁଣନିଧିଙ୍କ ମୃତ୍ୟୁକୁ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ ଶୁକ୍ରବାର ନିଜ ଆଡୁ ଏକ ମାମଲା (ନଂ.…