ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଆତଙ୍କରାଜ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଦୌରାତ୍ମ୍ୟ ସୀମା ଟପିଛି। ଶୁକ୍ରବାର ଅପରାହ୍ନରେ ୫ ଗାଡିରେ ୧୦ରୁ ଅଧିକ ଅଣଛାତ୍ର ପହଞ୍ଚତ୍ ଖଣ୍ଡା ଓ ଭୁଜାଲି ବୁଲାଇ ଆତଙ୍କ…

୨୭ରେ ଘଟଣାସ୍ଥଳ ଯିବ ଏସ୍‌ଆଇଟି

ଭୁବନେଶ୍ୱର,୨୫।୬(ବ୍ୟୁରୋ): କଟକ ଜିଲା ଆଠଗଡ଼ ବନଖଣ୍ଡରୁ ଉଦ୍ଧାର ହୋଇଥିବା ଦୁଇଟି ହାତୀ କଙ୍କାଳ ଘଟଣାରେ ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି) ଗଠନ କରିଛନ୍ତି। ମାସକ ଭିତରେ…

ସୁସ୍ଥ ହେଲେ ମହାପ୍ରଭୁ

ପୁରୀ ଅଫିସ, ୨୫ା୬: ଆଷାଢ଼ କୃଷ୍ଣପକ୍ଷ ଏକାଦଶୀ ବା ଖଳିଲାଗି ଏକାଦଶୀ ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଖଳିଲାଗି ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁ ଶ୍ରୀଅଙ୍ଗରେ ଖଳି…

ରଥଯାତ୍ରା ପ୍ରସାରଣ ଉପରେ ରହିବନି କଟକଣା

ପୁରୀ ଅଫିସ,୨୫।୬: ଶୃଙ୍ଖଳିତ ରଥଯାତ୍ରା ପରିଚାଳନା ପାଇଁ ଶୁକ୍ରବାର ଏକ ବୈଠକରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହିତ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି। ଉପଜିଲାପାଳ ଭବତାରଣ ସାହୁ ଏବଂ…

ଓଭରଲୋଡ୍‌ ସ୍କୁଲ ଗାଡ଼ିର ହେବ କଡ଼ା ଯାଞ୍ଚ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ସ୍କୁଲ ବସ୍‌ ଓ ଅଟୋରେ ଯାଉଥିବା ଛାତ୍ରୀଛାତ୍ରଙ୍କ ଓଭରଲୋଡିଂକୁ ନେଇ କଡ଼ାକଡ଼ି ଯାଞ୍ଚ କରାଯିବ। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସମସ୍ତ ଆଞ୍ଚଳିକ ଅଧିକାରୀଙ୍କୁ…

ଅପରାହ୍ନ ୪ରେ ରଥଟଣା

ପୁରୀ ଅଫିସ,୨୫ା୬: ରଥଯାତ୍ରାଠାରୁ ଆରମ୍ଭକରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତିନିର୍ଘଣ୍ଟ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ ପାଇଛି। ରଥଯାତ୍ରା ଦିନ ମଙ୍ଗଳଆଳତି ସକାଳ ୬ଟା, ମଇଲମ…

ମହାରାଷ୍ଟ୍ର ରାଜନୈତିକ ସଙ୍କଟ ପଛରେ ଭାଜପାର ହାତ: ଠାକରେ

ମୁମ୍ବାଇ,୨୫ ।୬: ମହାରାଷ୍ଟ୍ର ରାଜନୈତିକ ସଙ୍କଟ ପରେ ଦଳକୁ ବଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶେଷ ପ୍ରୟାସ ଚଳାଇଛନ୍ତି । ଦଳର ଜିଲା ଓ ବିଭାଗ ମୁଖ୍ୟଙ୍କର…

କୃଷ୍ଣସାଗର ଡାହାଣ କେନାଲ ମରାମତି କରୁଛି ଆନ୍ଧ୍ର

ପାରଳାଖେମୁଣ୍ଡି,୨୫ା୬(ଡି.ଏନ୍‌.ଏ.): ଗଜପତି ଜିଲାରେ ପୁଣି ଆନ୍ଧ୍ର ଅନୁପ୍ରବେଶ କରି ନିଜର ଦାଦାଗିରି ଦେଖାଇଛି। ଚଳିତଥର କୃଷ୍ଣ ସାଗର ଡାହାଣ କେନାଲରେ ଜଳ ଲୁଟି ନେବାକୁ ମସୁଧା କରିଛି।…

ଗର୍ଭପାତ ଅଧିକାର ହରାଇଲେ ମହିଳା

ଓ୍ବାଶିଂଟନ,୨୫ା୬: ଆମେରିକା ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଗର୍ଭପାତକୁ ଆଇନଗତ ମଞ୍ଜୁରୀ ପ୍ରଦାନକାରୀ ଅର୍ଦ୍ଧଶତାବ୍ଦୀ ପୁରୁଣା ନିଷ୍ପତ୍ତିକୁ ପଲଟାଇ ଦେଇଛନ୍ତି। ଫଳରେ ଏଣିକି ଗର୍ଭପାତ କରାଇବା ମହିଳାଙ୍କ…

ଗୌରହରି, ଦମୟନ୍ତୀ ପାଇବେ ସାହିତ୍ୟ ଅନୁବାଦ ପୁରସ୍କାର

ଭୁବନେଶ୍ୱର, ୨୫।୬ (ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ୨୦୨୧ ବର୍ଷ ପାଇଁ ମୋଟ୍‌ ୨୨ଟି ଭାଷାରେ ‘ସାହିତ୍ୟ ଅନୁବାଦ ପୁରସ୍କାର’ ଘୋଷଣା କରାଯାଇଛି। ଏଥର ଓଡ଼ିଶାରୁ…