ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ ଲାଗି…

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର ସେଠୀ…

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ…

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ ଚାଲିବ।…

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ ନିଷ୍ପତ୍ତି…

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ…

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି କେନ୍ଦ୍ର…

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ ପ୍ରଦୂଷଣ…

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ ପ୍ରଥମ…