ହାଇଓ୍ବା ସହିତ ଜଳିଗଲେ ଡ୍ରାଇଭର

ବଣାଇଁ,୨୦।୮(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ନିକଟ ଗୀତାରାଣୀ ମାଇନ୍ସରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଝିପିଝିପି ବର୍ଷାରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ…

ଭୁଶୁଡ଼ିଲା ପାଚେରି, ଚାଲିଗଲା ନାବାଳକଙ୍କ ଜୀବନ

ବାଲେଶ୍ୱର ଅଫିସ,୨୦ା୮: ଲଗାଣ ବର୍ଷାରେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ମଧୁପରା ସ୍କୁଲ ପାଚେରି ଭୁଶୁଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିିଛି। ଏତଦ୍‌ବ୍ୟତୀତ ପରିବାରର ଅନ୍ୟ ୪ଜଣ…

ଓଟିଟି ପ୍ଲାଟ୍‌ଫର୍ମରେ ରିଲିଜ୍‌ ହେଲା ‘ଶମଶେରା’

ମୁମାଇ: ରଣବୀର କପୁରଙ୍କ ଅଭିନୀତ ଫିଲ୍ମ ‘ଶମଶେରା’ ଓଟିଟି ପ୍ଲାଟ୍‌ଫର୍ମରେ ରିଲିଜ୍‌ ହୋଇଯାଇଛି। ବର୍ତ୍ତମାନ ଆଉ ଅପେକ୍ଷା ନ କରି ଆମାଜନ ପ୍ରାଇମ୍‌ରେ ଏହି ଫିଲ୍ମକୁ ଦେଖିପାରିବେ।…

୫ ବର୍ଷ ହେଲା ସରୁନି ଭିତରଗଡ଼ ପୋଲ

ଲକ୍ଷ୍ମୀପୁର,୨୦।୮(ସ୍ବ.ପ୍ର.): ରାଜ୍ୟ ସରକାର ବିଭିନ୍ନ ଜନହିତକର ଯୋଜନା କାର୍ଯ୍ୟକାରୀ କରି ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ସେଥିରୁ ଜନସାଧାରଣ ଉପକୃତ ହୋଇପାରୁନାହାନ୍ତି। କୋରାପୁଟ ଜିଲା ଲକ୍ଷ୍ମୀପୁର…

ପାଠପଢ଼ା ପାଇଁ ଜୀବନ ବାଜି

ଦଶମନ୍ତପୁର,୨୦।୮(ଡି.ଏନ୍‌.ଏ.): ଆଜି ବି ଏମିତି ପଞ୍ଚାୟତ ଏବଂ ଦୁର୍ଗମ ଗ୍ରାମାଞ୍ଚଳ ରହିଛି ଯେଉଁଠିକୁ ରାସ୍ତାଟିଏ ନାହିଁ। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ବିଦ୍ୟାଳୟକୁ…

ଲଗାଣବର୍ଷାରେ ଧୋଇଗଲା କଲଭର୍ଟ

ଉମରକୋଟ, ୨୦।୮(ସ୍ବ.ପ୍ର.): ସପ୍ତାହବ୍ୟାପୀ ଉମରକୋଟରେ ହୋଇଥିବା ଲଗାଣ ବର୍ଷାରେ ଖଡକାଡେମ ତଳେ ଥିବା ରାସ୍ତାରେ ନିର୍ମାଣ ହୋଇଥିବା କଲଭର୍ଟ ଧୋଇଯାଇଛି। ଫଳରେ ପୂଜାରିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ…

ଚାଷୀଙ୍କ ଜମି ନଷ୍ଟ, ପ୍ରଶାସନର ନିଘା ନାହିଁ

ଦଶମନ୍ତପୁର, ୨୦।୮ ( ଡି.ଏନ.ଏ.):  କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତର ଏ.ଚଣ୍ଡାଲଗୁଡ଼ା ଗ୍ରାମରେ ପ୍ରଶାସନର ଅବହେଳାରୁ ଚାଷୀଙ୍କ ୭୦ ଏକର ଚାଷଜମି…

ଆଶାକର୍ମୀ ପରିଚୟ ଦେଇ ଡାକ୍ତରଖାନାରୁ ପିଲାଚୋରି

ବିଷମକଟକ,୨୦।୮(ଡି.ଏନ୍‌.ଏ.): ଆଶାକର୍ମୀର ପରିଚୟ ଦେଇ ଡାକ୍ତରଖାନାରେ ଦୁଇଦିନ ଧରି ପ୍ରସୂତି ଏବଂ ନବଜାତ ଶିଶୁର ଯତ୍ନନେଲେ। ଶେଷରେ କୌଶଳରେ ମା’ ନିକଟରୁ ଶିଶୁପୁତ୍ରକୁ ଚୋରିକରି ଚମ୍ପଟ ମାରିଲେ।…

ଭଦ୍ରକ ଜିଲାର ସମସ୍ତ ସ୍କୁଲ ବନ୍ଦ

ଭଦ୍ରକ ଅଫିସ,୨୦।୮: ଲଘୁଚାପ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଭଦ୍ରକ ଜିଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ଏନେଇ ଜିଲା ପ୍ରଶାସନ…

ଆଜି ଦ୍ୱିତୀୟ ଦିନିକିଆ: ସିରିଜ୍‌ ଜିତିବା ଲକ୍ଷ୍ୟରେ ଭାରତ

ହରାରେ,୨୦।୮: ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚ ଶନିବାର ଖେଳାଯିବ। ୩ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଦିନିକିଆରେ ଭାରତ ୧୦ ଉଇକେଟରେ…