ଆଜି ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ…

ଏଫବିଆଇ ଉପରେ ଗୁରୁତର ଅଭିଯୋଗ ଆଣିଲେ ଟ୍ରମ୍ପ

ୱାଶିଂଟନ,୧୬ ।୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେବି ଅଛନ୍ତି ଚର୍ଚ୍ଚାରେ । ସେ ସର୍ବଦା ତାଙ୍କ ବିବାଦୀୟ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ…

ବିକାଶ ଧାରାରେ ଯୋଡ଼ି ହୋଇଛି ସୁନ୍ଦରଗଡ଼: ମନ୍ତ୍ରୀ

ସୁନ୍ଦରଗଡ଼,୧୬।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ୭୬ତମ ଜିଲାସ୍ତରୀୟ ସ୍ବଧୀନତା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଶିଳ୍ପ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ…

ଲଖନପୁର ବ୍ଲକ ୧୯ଖଣ୍ଡ ମୌଜାରେ ପଶିଲା ବନ୍ୟା ଜଳ, ଲୋକଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଝାରସୁଗଡ଼ା ଅଫିସ,୧୬।୮: ମହାନଦୀ ଉପରମୁଣ୍ଡ ଛତିଶଗଡ଼ରେ ଲଗାଣ ବର୍ଷା ଫଳରେ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ୧୯ ଖଣ୍ଡ ମୌଜାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ନଦୀପାର୍ଶ ଗ୍ରାମସବୁ…

ଅଗଷ୍ଟ ୧୯ରେ ପୁଣି ଏକ ଲଘୁଚାପ: ୧୮ରୁ ବର୍ଷିବ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ବଙ୍ଗୋପସାଗରରେ ଆସନ୍ତା ଅଗଷ୍ଟ ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬ ।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧଦିବସରେ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାର୍ଷ୍ଟପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ…

ଭାସିଗଲା କାର୍‌, ଅଳ୍ପକେ ବର୍ତ୍ତିଲେ ୪

କଟକ ଅଫିସ,୧୬।୮- ଲଘୁଚାପଜନିତ ବର୍ଷା ଯୋଗୁ ରାଜ୍ୟର ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କଟକ ଜିଲା ଆଠଗଡ ଅଞ୍ଚଳରେ ବନ୍ୟାପାଣି ମାଡିଆସିବା ଫଳରେ ଅନେକ…

ୱେଟର ଥିଲେ ଏହି ଅଭିନେତ୍ରୀ

ଏପରି ଅନେକ କଳାକାର ଅଛନ୍ତି ବଡ ପରିବାରରେ ଜନ୍ମ ହେବା ପରେ ମଧ୍ୟ ଫିଲ୍ମରେ ପ୍ରବେଶ କରିବା ପୂର୍ବରୁ ଅନେକ କାମ କରିଛନ୍ତି। ସେହି ଅଭିନେତ୍ରୀ ମାନଙ୍କ…

ସାୱରକରଙ୍କ ପୋଷ୍ଟରକୁ ନେଇ ବିବାଦ, ଶିମୋଗାରେ ଲାଗିଲା କର୍ଫ୍ୟୁ, ସ୍କୁଲ କଲେଜ ବନ୍ଦ

ଶିମୋଗା,୧୬ ।୮: କର୍ନାଟକର ଶିମୋଗାରେ ସ୍ୱାଧିନତା ଦିବସରେ ସାୱରକର ଓ ଟିପୁ ସୁଲତାନଙ୍କ ପୋଷ୍ଟର ବିବାଦକୁ ନେଇ ହିଂସା ଉପୁଜିଛି । ଏହି ଘଟଣାରେ ଜଣେ ଯୁବକଙ୍କୁ…

ବଢୁଛି ହୀରାକୁଦ ଡ୍ୟାମର ଜଳସ୍ତର

ସମ୍ବଲପୁର,୧୬।୮(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜଳସ୍ତର ୬୨୫ ଫୁଟ୍‌ ଟପିଛି। ସକାଳ ୬ଟା ସୁଦ୍ଧା ହୀରାକୁଦ…