ଓଡ଼ିଶା: ଆଜିର ଫଟୋ (ଜୁନ୍ ୧୬, ୨୦୨୨)

ପିପିଲି ବାଇପାସ୍ ନିକଟରେ ଜଣେ ବ୍ୟକ୍ତି ତାଙ୍କ ମୁଣ୍ଡରେ ଜାଳେଣି କାଠ ନେଇଯାଉଛନ୍ତି ଜୁମ୍ବା ନୃତ୍ୟ ଗୋଷ୍ଠୀର ସଦସ୍ୟମାନେ ଭୁବନେଶ୍ୱରର ଫରେଷ୍ଟ ପାର୍କ ନିକଟରେ ରଜ ପର୍ବ…

ଆସାମ ବନ୍ୟା ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚିଲା

ଗୁଆହାଟୀ,୧୬।୬: ଆସାମର ଗୋଲପଡ଼ା ସହରରେ ଗୁରୁବାର ଭୂସ୍ଖଳନରେ ୨ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚିଛି। ସୋମବାର ରାତିରୁ…

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୧୬।୬: ଉତ୍ତରପ୍ରଦେଶ ସରକାର ଉପଯୁକ୍ତ ଆଇନଗତ ପ୍ରକ୍ରୟା ବିନା ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଚଳାଇଥିବାରୁ ଏହାକୁ ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଜମାଏତ୍‌-ଉଲେମା-ଇ-ହିନ୍ଦ୍‌ ଓ ଅନ୍ୟମାନେ ସୁପ୍ରିମକୋର୍ଟରେ…

ନ୍ୟୁଜିଲାଣ୍ଡକୁ ଶକ୍ତ ଝଟକା

ହେଡିଂଲେ,୧୬।୬: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ର ପ୍ରଥମ ଦୁଇ ମ୍ୟାଚ୍‌ରେ ପରାସ୍ତ ହୋଇଥିବା ନ୍ୟୁଜିଲାଣ୍ଡକୁ ଶକ୍ତ ଝଟକା ଲାଗିଛି। ଲିଡ୍ସଠାରେ ୨୩ରୁ ହେବାକୁ ଥିବା ତୃତୀୟ ତଥା…

ବଳାତ୍କାର ପୀଡ଼ିତାଙ୍କ ସନ୍ଦେହଜନକ ମୃତ୍ୟୁ

କୁତ୍ରା, ୧୬।୬(ଡି.ଏନ୍‌.ଏ)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ନୂଆଗାଁ ଅଞ୍ଚଳରେ ବଳାତ୍କାର ଶିକାର ହୋଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାବେଳେ ଅସୁସ୍ଥତା…

ଇଂଲଣ୍ଡ ଦଳରେ ଯାଆଁଳା ଭାଇ

ହେଡିଂଲେ,୧୬।୬: ଲିଡ୍ସଠାରେ ୨୩ରୁ ହେବାକୁ ଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟ ପୂର୍ବରୁ ଇଂଲଣ୍ଡ ଦଳରେ ପରିବର୍ତ୍ତନ କରାଯାଇଛି। ଦଳରେ ସ୍ଥାନ ପାଇଛନ୍ତି ସରେ ପେସର ଜେମି…

ଭାରତୀୟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଦଳରେ ଦୂତୀ, ଶ୍ରାବଣୀ

ନୂଆଦିଲ୍ଲୀ,୧୬।୬: ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ଆଥ୍‌ଲେଟିକ୍ସ ଫେଡେରେଶନ (ଏଏଫ୍‌ଆଇ) ପକ୍ଷରୁ ଗୁରୁବାର ୩୭ ଜଣିଆ ଭାରତୀୟ ଆଥ୍‌ଲେଟ୍‌ ଦଳ ଘୋଷଣା କରାଯାଇଛି। ଅଲିମ୍ପିକ୍‌ ଚାମ୍ପିୟନ…

ପ୍ରେମିକାଙ୍କ ଘର ପଛରୁ ମିଳିଲା ପ୍ରେମିକଙ୍କ ମୃତଦେହ

ସମ୍ବଲପୁର,୧୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜୁନ ୧୯ରେ ବିବାହ ସ୍ଥିର ହୋଇଥିବା ବେଳେ ଏହାର ଦୁଇଦିନ ପୂର୍ବରୁ…

ଲୁଣରେ ଲୁଚାଇ ନେଉଥିଲେ ଗଞ୍ଜେଇ

ଚିତ୍ରକୋଣ୍ଡା,୧୬ା୬(ଡି.ଏନ୍‌.ଏ.): ଆନ୍ଧ୍ର ପ୍ରଦେଶର ଦାରାକୋଣ୍ଡା ଅଞ୍ଚଳରୁ ଛତିଶଗଡ଼ ରାୟପୁରକୁ ଏକ ଲୁଣ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଧରାପଡିଛି। ବୁଧବାର ରାତିରେ ପାଟ୍ରୋଲିଂ ବେଳେ…

କୋଠରୀରୁ ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

ଉମରକୋଟ, ୧୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଭାମୀନ ପଞ୍ଚାୟତ ବାଟିବେଡା ଗ୍ରାମରେ ୨ଜଣ ପ୍ରେମୀ ଯୁଗଳଙ୍କ ମୃତଦେହ ଏକ ବନ୍ଦ କୋଠରୀରୁ ମିଳିଛି। ଝୁଲନ୍ତା ଅବସ୍ଥାରେ…