ବନ୍ଦ ହେଲା ଇଣ୍ଟରନେଟ୍‌ ଏକ୍ସପ୍ଲୋରର

ଓ୍ବାଶିଂଟନ୍‌, ୧୬ା୬: ମାଇକ୍ରୋସଫ୍ଟର ସର୍ବପୁରାତନ ବ୍ରାଉଜର ଇଣ୍ଟରନେଟ୍‌ ଏକ୍ସପ୍ଲୋରର୍‌ (ଆଇଇ) ଦୀର୍ଘ ୨୭ ବର୍ଷ ଧରି ସେବା ଯୋଗାଇବା ପରେ ବୁଧବାର ମଧ୍ୟ ରାତ୍ରିରେ ଅବସର ନେଇଛି।…

ଉପଯୁକ୍ତ ସମୟରେ ନିଷ୍ପତ୍ତି: ବିଜେଡି

ଭୁବନେଶ୍ୱର,୧୬ା୬(ବ୍ୟୁରୋ): ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ବିରୋଧୀ ଦଳ ଏକାଠି ହେଲେଣି। ତେବେ ବିରୋଧୀ ଦଳ ଓ ଏନ୍‌ଡିଏ…

ସେନାରେ ଠିକା ନିଯୁକ୍ତିକୁ ବିରୋଧ

ନୂଆଦିଲ୍ଲୀ,୧୬।୬ ହିନ୍ଦୀ ଫିଲ୍ମ ଶୀର୍ଷକରେ ଭୁଲ୍‌ ଯୋଜନାଟିଏ କରି ବହୁ କୋଟି ଟଙ୍କା ବ୍ୟୟରେ ତା’ର ପ୍ରଚାର କରାଇଲେ ଭାରତୀୟ ସେନା ଶକ୍ତିଶାଳୀ ହୋଇଉଠିବ ବୋଲି ଧରିନେବା…

ଇସ୍ରାଏଲରୁ ତେଲ ନେବ ଇୟୁ

କାଇରୋ, ୧୬ା୬: ୟୁକ୍ରେନ୍‌ ଉପରେ ଆକ୍ରମଣ ପାଇଁ ଚଳିତ ବର୍ଷ ଶେଷ ସୁଦ୍ଧା ରୁଷିଆରୁ ତେଲ ଆମଦାନୀ ବନ୍ଦ କରିବାକୁ ୟୁରୋପୀୟ ସଂଘ(ଇୟୁ) ନିଷ୍ପତ୍ତି ନେଇଛି। ରୁଷିଆ…

ସିକ୍କିମ ଭୂସ୍ଖଳନ: ସେନା ପକ୍ଷରୁ ୮ ଜଣ ଉଦ୍ଧାର, ଜଣଙ୍କର ମୃତ୍ୟୁ

ସିକ୍କିମ,୧୬ ।୬: ଦେଶର ଉତ୍ତର ରାଜ୍ୟ ଯେଉଁଠି ଗ୍ରଷ୍ମ ପ୍ରବାହ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି ସେଇଠି ଅନ୍ୟପଟେ ଦେଶର ଉତ୍ତର ପୂର୍ବ ରାଜ୍ୟରେ ଲଗାତାର ବର୍ଷା…

ପହଁରାରେ ପ୍ରବୀଣ ରାହୁଲ

ରାୟପୁର, ୧୬ା୬ : ୫ ଦିନର ଅକ୍ଲାନ୍ତ ପରିଶ୍ରମ ପରେ ମଙ୍ଗଳବାର ବୋରଓ୍ବେଲରୁ ଉଦ୍ଧାର ହୋଇଥିବା ଛତିଶଗଡ଼ର ରାହୁଲ ସାହୁ (୧୧) ବିଳାସପୁର ଆପୋଲୋ ହସ୍ପିଟାଲ ଆଇସିୟୁରେ…

ବଦଳିବ ସ୍କୁଲ ପାଠପଢ଼ା ସମୟ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ଆଉ ଗୋଟିଏ ଦିନ ପରେ ସ୍କୁଲ ଖୋଲିବ। ପୁଣି ପିଲା ସ୍କୁଲ ଯାଇ ପାଠ ପଢ଼ିବେ। ଗତ ୬ତାରିଖରୁ ଆରମ୍ଭ ହୋଇଥିବା ଖରାଛୁଟି…

ହ୍ୱାଇଟ ହାଉସର ମୁଖ୍ୟ ଚିକିତ୍ସା ପରାମର୍ଶଦାତା ଆଣ୍ଟୋନି ଫୌସି କରୋନା ପିଜିଟିଭ

ୱାଶିଂଟନ,୧୬ ।୬: କରୋନା ମହାମାରୀ ବିଶ୍ୱର ଅଧିକାଂଶ ଦେଶରୁ କମି ଆସିଥିବା ବେଳେ ଏବେ ପୁଣି ଥରେ କିଛି ଦେଶରେ ମୁଣ୍ଡ ଟେକିଲାଣି । ଆମେରିକାରେ ଦୀର୍ଘଦିନ…

ରାହୁଲଙ୍କୁ ଉଦ୍ଧାର କରିଥିବା ଟିମ୍‌କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ୫ ଦିନର କଠିନ ପରିଶ୍ରମ ପରେ ବୋରୱେଲ ଭିତରୁ ୧୧ ବର୍ଷର ବାଳକ ରାହୁଲ ସାହୁଙ୍କୁ ଉଦ୍ଧାର କରାଯାଇଛି। ଏବେ ତାଙ୍କୁ ବିଳାଶପୁରର ଆପୋଲ ହସ୍ପିଟାଲରେ…

ପାତ୍ରପଡାରେ ଲାଗିଛି ୧୧୧ ଦୋଳି | Raja Celebration in Bhubaneswar

'ଦୁଇ ବର୍ଷ ହେଲା ରଜରେ ବାହାରକୁ ଯାଇ ପାରୁନଥିଲୁ। ଏବର୍ଷ ଭଲକରି ବୁଲାବୁଲି କରୁଛୁ, ପାନ ଖାଉଛୁ, ରଜରେ ମଉଜ କରୁଛୁ । ଆମର ଏଠି ରଜ…