‘୨୦୨୯ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ ମୋଦି’

ପାଟନା,୧୨।୮: ବିହାରରେ ଏନଡିଏ ସହ ସମ୍ପର୍କ ଭାଙ୍ଗିବା ପରେ ଭାରତୀୟ ଜନତା ପାର୍ଟିର ନେତାମାନେ ନୀତୀଶ କୁମାରଙ୍କ ଉପରେ ଆକ୍ରମଣ କରୁଛନ୍ତି। କେନ୍ଦ୍ର ମନ୍ତ୍ରୀ ତଥା ଭାଜପା…

ପୋଲିସ ଇନ୍‌ଫର୍ମର ସନ୍ଦେହରେ ଗଳାକାଟି ହତ୍ୟା

ମାଲକାନଗିରି,୧୨ା୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜଣେ ଗ୍ରାମବାସୀଙ୍କ ଗଳାକାଟି ହତ୍ୟା କରିଛନ୍ତି। ବିଜାପୁର ଜିଲା କଭରଗାଓଁରେ ଗତ ଅଗଷ୍ଟ ୮ରେ କେତେଜଣ…

ଧୋଇଗଲା ଫେୟାରୱେଦର ରାସ୍ତା

ବରଗଡ଼ ଅଫିସ୍‌,୧୨।୮:ବରଗଡ଼-ଅମ୍ବାପାଲି ମଧ୍ୟରେ ଜିରା ନଦୀ ବହିଯାଇଛି। ଅମ୍ବାପାଲିକୁ ସଂଯୋଗ କରିବା ପାଇଁ ବ୍ରିଟିଶ ଅମଳରୁ ଏକ ପୋଲ ରହିଥିଲା। ବିପଦଶଙ୍କୁଳ ଅବସ୍ଥା ଯୋଗୁ ତାକୁ ଭାଙ୍ଗି…

ପୁଣି ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୬୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଚନ୍ଦଲି ଶକ୍ତିପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ

ଲେଫ୍ରିପଡ଼ା,୧୨।୮(ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ରାଏ ପଞ୍ଚାୟତ ଅନ୍ତର୍ଗତ ଉଜ୍ୱଲପୁର ଠାରୁ ଦର୍ଲିପାଲି ପିଡ଼ବ୍ଲ୍ୟୁଡ଼ି ରାସ୍ତା କଡ଼ ଏନଟିପିସି ପ୍ରକଳ୍ପ ନିକଟରେ ରହିଛି ପ୍ରସିଦ୍ଧ ଚନ୍ଦଳି…

ମହିଳାଙ୍କ ଆକାଉଣ୍ଟରୁ ୧.୯୧ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୨ା୮: ବ୍ରହ୍ମପୁର ସହରରେ ଦିନକୁ ଦିନ ସାଇବର ଅପରାଧ ବଢ଼ିବାରେ ଲାଗିଛି। ବିଭିନ୍ନ ଉପାୟରେ ଲୋକଙ୍କ ଧନସମ୍ପତ୍ତି କ୍ଷଣିକ ମଧ୍ୟରେ ଗାଏବ କରି ଦେଉଛନ୍ତି। ସହରରେ…

ସୁବର୍ଣ୍ଣରେଖା, ଦେଓ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଗସ୍ତ କରି ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଏବଂ ଦେଓ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହା ପରେ ରାସଗୋବିନ୍ଦପୁରସ୍ଥିତ…

ମଧ୍ୟାହ୍ନଭୋଜନରେ ଅଣ୍ଡା ମିଳୁନି, କମୁଛନ୍ତିି ପିଲା

ଦଶମନ୍ତପୁର,୧୨ା୮(ଡି.ଏନ.ଏ.):ନିୟମିତ ଭାବେ ବିଦ୍ୟାଳୟ ଆସୁନାହାନ୍ତି ଶିକ୍ଷକ। ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନରେ ଦେବା ଲାଗି ପ୍ରଦାନ କରାଯାଉଥିବା ଅଣ୍ଡା ହଡ଼ପ କରାଯାଉଥିବାରୁ ବିଦ୍ୟାଳୟ ଆସିବା ପ୍ରତି ସେମାନଙ୍କ ଆଗ୍ରହ କମିଯାଉଛି।…

କାଦୁଅରେ ୫ ଖଣ୍ଡ ଗାଁ

ଦଶମନ୍ତପୁର, ୧୨ା୮ ( ଡି.ଏନ.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପାଇକ ଫୁଲବେଡା ସଦର ପଞ୍ଚାୟତ ଠାରୁ ଝୋପରାପଦର ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କାଦୁଅ…

ମେଡ଼ିକାଲ ପରିସରରେ ପଡ଼ିଛି ନବଜାତ ଶିଶୁ ମୁଣ୍ଡ

ଚାନ୍ଦବାଲି,୧୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଗୋଷ୍ଠୀ ସାସ୍ଥକେନ୍ଦ୍ର ପରିସରରେ ଏକ ନବଜାତ ଶିଶୁର ମୁଣ୍ଡ ପଡ଼ିଥିବା ଶୁକ୍ରବାର ଦେଖିବାକୁ ମିଳିଛି। ତେବେ ମେଡ଼ିକାଲ ପରିସରରେ ଶିଶୁର ମୁଣ୍ଡ…