ପାଣି ପାଇଁ ହଇରାଣ ୨୦ ପରିବାର

ଭଦ୍ରକ ଅଫିସ,୧୨।୮: ଗ୍ରାମ୍ୟ ଜଳ ଯୋଗାଣ ବ୍ୟବସ୍ଥା ଥିଲେ ମଧ୍ୟ ଠିକ୍‌ ଭାବେ ଯୋଗାଣ ହୋଇପାରୁ ନ ଥିବାରୁ ଲୋକେ ସ୍ବଚ୍ଛ ପାନୀୟ ଜଳ ପାଇପାରୁ ନାହାନ୍ତି।…

ଅଗଷ୍ଟ ୨୮ରେ ଭାଙ୍ଗିବ ସୁପରଟେକ୍‌ ଟୁଇନ୍‌ ଟାୱାର୍ସ

ନୂଆଦିଲ୍ଲୀ,୧୨।୮: ନୋଏଡାରେ ସେକ୍ଟର-୩ରେ ଥିବା ସୁପରଟେକ୍‌ ଟୁଇନ୍‌ ଟାୱାର୍ସ ଭାଙ୍ଗିବାକୁ ସୁପ୍ରିମକୋର୍ଟ ସବୁଜ ସଙ୍କେତ ଦେଇଛନ୍ତି। ଟୁଇନ୍‌ ଟାୱାର ଆସନ୍ତା ଅଗଷ୍ଟ ୨୧ ବଦଳରେ ଅଗଷ୍ଟ ୨୮ରେ…

ଘର ଉପରେ ଭାଙ୍ଗି ପଡ଼ିଲା ଗଛ

ପାଟଣା,୧୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ଗ୍ରାମ ବଉଳମୁଳ ସାହିର ଲଗାଣ ବର୍ଷାରେ ଏକ ପୁରୁଣା ବଉଳ ଗଛ ଘର ଉପରେ ଭାଙ୍ଗି ପଡ଼ିଛି। ଫଳରେ…

ରାସ୍ତାରେ ଖାଲଖମା, ବଢୁଛି ଦୁର୍ଘଟଣା

ଖୋର୍ଦ୍ଧା ଅଫିସ,୧୨ା୮: ସରକାର ଲୋକଙ୍କ ଗମନାଗମନର ସୁବିଧା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ହେଲେ କେତେଜଣ ବିଭାଗୀୟ କର୍ମଚାରୀ ଓ ଠିକାଦାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ରାସ୍ତା…

ଝାଡ଼ାବାନ୍ତିକୁ ଆମନ୍ତ୍ରଣ କରୁଛି ୱାଟ୍‌କୋ

ଯାଜପୁର ରୋଡ,୧୨ା୮(ଡି.ଏନ.ଏ.): ଯାଜପୁର ଜିଲାର ବ୍ୟାସନଗର ପୌରାଞ୍ଚଳବାସୀଙ୍କୁ ନିୟମିତ ଭାବେ ଗୋଳିଆ ପାଣି ଯୋଗାଣ କରି ୱାଟକୋ ଝାଡ଼ାବାନ୍ତିକୁ ଆମନ୍ତ୍ରଣ କରୁଛି ବୋଲି ଚର୍ଚ୍ଚା ହେଉଛି। ନିକଟରେ…

ଜିଲାପାଳଙ୍କ ଅଫିସ ଅଭିମୁଖେ ଲୋକେ

ବନ୍ତ,୧୨ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବିକାଶ ପରିଷଦ ପକ୍ଷରୁ ଏକ ପଦଯାତ୍ରା ଶୁକ୍ରବାର ଆରମ୍ଭ ହୋଇଛି। ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ନିଯୁକ୍ତି ଓ ୨୪ ଘଣ୍ଟିଆ…

ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ: ୨ଟି ବଡ଼ ପ୍ରକଳ୍ପର କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଜିଲାରେ  ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ସୁବର୍ଣ୍ଣରେଖା ପ୍ରକଳ୍ପ ଏବଂ ଦେଓ ପ୍ରକଳ୍ପର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।…

ଜନ୍ମମାଟିରୁ ବାହାରିଲା ଗଙ୍ଗାଧରଙ୍କ ଜ୍ୟୋତିଯାତ୍ରା

ବରଗଡ଼ ଅଫିସ,୧୨।୮: ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଆଜି ୧୬୧ତମ ଜୟନ୍ତୀ। ବିଭିନ୍ନ ସ୍ଥାନରେ ଏହି ସମାରୋହକୁ ଉତ୍ସାହର ସହ ପାଳନ କରାଯାଉଛି। ଏହି ଅବସରରେ ଶୁକ୍ରବାର…

ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫.୪୫ରେ ଏହି ବୈଠକ ବସିବା ନେଇ ସୂଚନା ମିଳିଛି।…

ପରଲୋକରେ ଗାୟକ ଶିବାମୋଗା ସୁବାବ୍ନା

ପ୍ରସିଦ୍ଧ କନ୍ନଡ ଗାୟକ ଶିବମୋଗା ସୁବବ୍ନାଙ୍କର ହୃଦଘାତରେ ପରଲୋକ ହୋଇଯାଇଛି। ଗୁରୁବାର ରାତିରେ ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ…