ଘସିପୁରା ବିଧାୟକ ବଦ୍ରି ପାତ୍ର ଅସୁସ୍ଥ

କେନ୍ଦୁଝର, ୧୨।୮(ସ୍ବ.ପ୍ର.):କେନ୍ଦୁଝର ଜିଲା ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ବୁଧବାର ରାତିରେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି…

୫୦ଟଙ୍କା ପାଇଁ ନାବାଳକଙ୍କ ଆତ୍ମହତ୍ୟା

ଟେନ୍‌ସା,୧୧।୮(ଡି.ଏନ୍‌.ଏ.): ମା’ଙ୍କୁ ମାଗିଲେ ୫୦ଟଙ୍କା ଦିଅ। ମିଟିଂରୁ ଫେରେ ତତେ ଟଙ୍କା ଦେବି କହି ମା’ ଗ୍ରାମକୁ ଗ୍ରୁପ ମିଟିଂ କରିବାକୁ ଚାଲି ଯାଇଥିଲେ। ଏତିକିରେ ନାବାଳକ…

ଦିଲ୍ଲୀରୁ ଧରାହେଲେ ନାଇଜେରୀୟ

ବାଲେଶ୍ୱର ଅଫିସ, ୧୨ା୮:ସାଇବର ଠକ ଏବେ ଆପଣାଇଛନ୍ତି ଅଭିନବ ଉପାୟ। ବିଦେଶିନୀଙ୍କ ଲୋଭ ଦେଖାଇ ଠକି ନେଉଛନ୍ତି ଲକ୍ଷ ଲକ୍ଷ ଟଙ୍କା। ନିକଟରେ ହନିଟ୍ରାପର ଶିକାର ହୋଇ…

ମାଟି ତଳୁ ମିଳିଲା ଗଦାଗଦା ଆଧାର କାର୍ଡ

ପାରଳାଖେମୁଣ୍ଡି, ଆର.ଉଦୟଗିରି,୧୨ା୮(ଡି.ଏନ୍‌.ଏ.):ବର୍ତ୍ତମାନ ସମୟରେ ଆଧାର କାର୍ଡ ସମସ୍ତଙ୍କ ପାଇଁ ଜରୁରୀ ହୋଇପଡ଼ିଥିବା ବେଳେ ଏହାକୁ କେମିତି ଦୁରୂପଯୋଗ କରାଯାଇଛି ତାହା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

୭.୩% ଭାରତୀୟ ରଖିଛନ୍ତି ଡିଜିଟାଲ ମୁଦ୍ରା

ଜାତିସଂଘ, ୧୨ା୮:ଭାରତରେ ୨୦୨୧ରେ ମୋଟ ଜନସଂଖ୍ୟାର ୭.୩% ସେମାନଙ୍କ ନିକଟରେ ଡିଜିଟାଲ ମୁଦ୍ରା ରଖିଥିବା ଜାତିସଂଘ ଟ୍ରେଡ୍‌ ଆଣ୍ଡ୍‌ ଡେଭେଲପମେଣ୍ଟ ସଂସ୍ଥା ୟୁଏନ୍‌ସିଟିଏଡି କହିଛି। ଏହି ତାଲିକାରେ…

ଦୁର୍ବଳ ଶିକ୍ଷାରୁ ୮୮୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୧୨ା୮(ବ୍ୟୁରୋ):ଗୁଣାତ୍ମକ ଶିକ୍ଷା ଅଭାବରୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି। ଅଭିଭାବକମାନେ ସରକାରୀ ସ୍କୁଲରୁ ମୁହଁ ମୋଡୁଛନ୍ତି। ଆର୍ଥିକ କ୍ଷେତ୍ରରେ ସ୍ବଚ୍ଛଳ…

ନୌସେନା ଜାହାଜରେ ସମୟ ବିତାଇଲେ ସଲମାନ

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ଫିଲ୍ମ ଶୁଟିଂରୁ ବ୍ରେକ୍‌ ନେଇ ଗୁରୁବାର ଦିନସାରା ଭାରତୀୟ ନୌସେନା ସହ ସମୟ ବିତାଇଛନ୍ତି। ନୌସେନା ଜାହାଜ ଆଇଏନ୍‌ଏସ୍‌ ବିଶାଖାପଟ୍‌ନମରେ…

କୋର୍ଟରୁ ଅଭିଯୁକ୍ତ ଚମ୍ପଟ୍‌

ସମ୍ବଲପୁର,୧୧ା୮(ବ୍ୟୁରୋ): ସମ୍ବଲପୁର କୋର୍ଟ ପରିସରରୁ ଗୁରୁବାର ସନ୍ଧ୍ୟାରେ ସୁନିଲ ନାଏକ ନାମକ ଜଣେ ଅଭିଯୁକ୍ତ ଚମ୍ପଟ୍‌ ମାରିଛନ୍ତି। ପୋଲିସ କର୍ମଚାରୀଙ୍କ ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା…

୧୦ ଗେଟ୍‌ରୁ ଜଳ ନିଷ୍କାସନ

ସମ୍ବଲପୁର,୧୧ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରିରହିଥିବାରୁ ଛତିଶଗଡ଼ କଲମା ବ୍ୟାରେଜର ସମସ୍ତ ୬୬ ଗେଟ୍‌ ଖୋଲି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରକୁ ଆସନ୍ତା ୨୪ରୁ ୩୬ ଘଣ୍ଟା…

ଶଶୀ ଥରୁରଙ୍କୁ ମିଳିଲା ଫ୍ରାନ୍ସର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ,୧୧।୮: ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁରଙ୍କୁ ଲେଖା ଏବଂ ବକ୍ତୃତା ପାଇଁ ଫ୍ରାନ୍ସର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଚେଭାଲିଅର ଡି ଲା ଲେଗିଅନ୍‌’ରେ ସମ୍ମାନିତ କରାଯାଇଛି।…