ପୁଣି ଫେରିଲା କଟକଣା, ମାସ୍କ ନପିନ୍ଧିଲେ ୫୦୦ ଟଙ୍କା ଜରିମାନା…

ନୂଆଦିଲ୍ଲୀ, ୧୧।୮ : ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ପୁଣି କଟକଣା ଫେରିଛି। ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।…

ବଢୁଛି ବୁଢ଼ାବଳଙ୍ଗ,ଗଙ୍ଗାହାର

ବାରିପଦା ଅଫିସ,୧୧ା୮: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବନ୍ୟା ପରିସ୍ଥିତି ସୃଷ୍ଟି ନେଇ…

କିନ୍ନର ହେବେ ପାଇଲଟ୍‌, ଡିଜିସିଏ ଜାରି କଲା ନୂଆ ମାର୍ଗଦର୍ଶିକା…

ନୂଆଦିଲ୍ଲୀ, ୧୧।୮ : ପାଇଲଟ ହେବାକୁ ଚାହୁଁଥିବା କିନ୍ନରଙ୍କ ଫିଟନେସର ଏରୋମେଟିକାଲ ମୂଲ୍ୟାଙ୍କନ ବିଷୟରେ ନୂଆ ମାର୍ଗଦର୍ଶିକା ଜାରି ହୋଇଛି। ଫଳରେ ଏଣିକି କିନ୍ନରଙ୍କ ବ୍ୟବସାୟିକ ପାଇଲଟ…

ନାଳରେ ପଡ଼ି ମାଈ ହାତୀଛୁଆ ମୃତ

ଢେଙ୍କାନାଳ ଅଫିସ୍‌,୧୧।୮: ଢେଙ୍କାନାଳ ଜିଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ସେକ୍ସନ ସୁନ୍ଦରଖାଲ ସଂରକ୍ଷିତ ଜଙ୍ଗଲ କରିପାଳ କଙ୍କିଳି ନିକଟରେ ଗୁରୁବାର ନାଳରେ ପଡ଼ି ଏକ ୪…

ଏସ୍‌ପି ଅଫିସ ଆଗରେ ମହିଳାଙ୍କ ଧାରଣା

ଭଦ୍ରକ ଅଫିସ, ୧୧।୮: ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ସିଜୁଗଡ଼ିଆ (କଟିଣା) ଗ୍ରାମର ସନ୍ତୋଷିନୀ ଯେନା ନାମ୍ନୀ ମହିଳା ଶାଶୁଘର ଲୋକ ତାଙ୍କୁ ନିର୍ଯାତନା ଦେଉଥିବା…

ସ୍ବାଧୀନତା ଦିବସର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୧୪ ଦେଶର ଯୁବବର୍ଗ…

ନୂଆଦିଲ୍ଲୀ, ୧୧।୮ ସ୍ବାଧୀନତା ଦିବସ ଉପଲକ୍ଷେ ୯ ଅଗଷ୍ଟରୁ ୧୭ ଅଗଷ୍ଟ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୧୪ ଦେଶର ଯୁବବର୍ଗ ଅଂଶଗ୍ରହଣ କରିଛନ୍ତି। ସ୍ବାଧୀନତା…

ଅଟୋ ଚାଳକଙ୍କୁ ବୀଭତ୍ସ ହତ୍ୟା

କଟକ ସଦର, ୧୧।୮(ଡି.ଏନ.ଏ.): କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ ପ୍ରହରାଜପୁର ଗ୍ରାମରେ ଜଣେ ଅଟୋ ଚାଳକଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଅବଦୁଲ…

ଅତଡ଼ା ଖସୁଛି, ଟାଙ୍ଗଣା ପୋଲ ବିପଦସଙ୍କୁଳ

ନୀଳଗିରି, ୧୧ା୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଶେରଗଡ଼ ନୀଳଗିରି ଝରଣଘାଟି ୧୯ନଂ. ରାଜ୍ୟ ରାଜପଥ ଟାଙ୍ଗଣା ଛକ ନିକଟରେ ଥିବା ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ…

ଲାଲ୍‌ କିଲ୍ଲାରେ ପ୍ରଥମ ଥର ପାଇଁ ସଲାମୀ ଦେବ ସ୍ବଦେଶୀ ତୋପ…

ନୂଆଦିଲ୍ଲୀ, ୧୧।୮ : ଅଗଷ୍ଟ ୧୫ରେ ୭୫ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଥମ ଥର ପାଇଁ ଲାଲ୍‌ କିଲ୍ଲାରେ ୨୧ ଥର ତୋପ ସଲାମୀ…

୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଦୁର୍ବଳ ହୋଇ ଛତିଶଗଡ଼ ଏବଂ ପୂର୍ବ ମଧ୍ୟପ୍ରଦେଶ ଉପରେ ରହିଛି। ଆସନ୍ତା ୧୨ ଘଣ୍ଟା…