ଯୌନଶୋଷଣ ଅଭିଯୋଗରେ ରେସିଂ କୋଚ ବାସନ୍ଦ

ଲଣ୍ଡନ,୧୦ା୮(ପି.ଟି): ଯୌନ ଶୋଷଣ ଅଭିଯୋଗରେ ଇଂଲଣ୍ଡ ରେସିଂ ଦଳର କୋଚ ଟୋନି ମିନିଚିଏଲୋଙ୍କୁ ଆଜୀବନ ବାସନ୍ଦ କରାଯାଇଛି। ଦୀର୍ଘ ୧୫ ବର୍ଷର କ୍ୟାରିୟର ମଧ୍ୟରେ ଏକାଧିକ ଖେଳାଳିଙ୍କ…

ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ

କଟକ ଅଫିସ,୧୦।୮: ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। କଟକ ସ୍ଥିତ ସିଡିଏ-୯ନଂ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ।…

ଡୋପିଂ: ଟେନିସ ଖେଳାଳି ମାର୍ଟିନ ସସ୍‌ପେଣ୍ଡ

ଲଣ୍ଡନ, ୧୦ା୮(ଏପି): ଟେନିସ ଖେଳାଳି ଆନ୍ଦ୍ରେଜ ମାର୍ଟିନ ଏକ ପ୍ରତିଯୋଗିତା ବେଳେ ହୋଇଥିବା ଡୋପ୍‌ ଟେଷ୍ଟରେ ବିଫଳ ହେବାରୁ ମଙ୍ଗଳବାର ତାଙ୍କୁ ସସ୍‌ପେଣ୍ଡ କରାଯାଇଛି। ସ୍ଲୋଭାକିଆର ଏହି…

ପ୍ରଭାକର ନେପାଳ କ୍ରିକେଟ ଦଳ ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ,୧୦ା୮(ପି.ଟି.): ପୁବୁଡୁ ଦାସାନାୟକେଙ୍କ ସ୍ଥାନରେ ପୂର୍ବତନ ଅଲରାଉଣ୍ଡର ମନୋଜ ପ୍ରଭାକର ନେପାଳ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ଦାସାନାୟକେ ଜୁଲାଇରେ ତାଙ୍କ ପଦ…

ଭାରତ ମହିଳା ‘ଏ’, ପୁରୁଷ ‘ବି’ ଦଳକୁ ବ୍ରୋଞ୍ଜ

ମାମାଲ୍ଲାପୁରମ, ୧୦ା୮(ପି.ଟି.): ଚେନ୍ନାଇର ମାମାଲ୍ଲାପୁରମଠାରେ ଚେସ୍‌ ଅଲିମ୍ପିଆଡ୍‌ର ୪୪ତମ ସଂସ୍କରଣ ମଙ୍ଗଳବାର ଶେଷ ହୋଇଛି। ଏଥିରେ ଭାରତର ମୋଟ ୬ଟି ଦଳ ଅଂଶଗ୍ରହଣ କରିଥିବାବେଳେ ମହିଳା ‘ଏ’…

ଲଗାଣ ବର୍ଷାରେ ଭାଙ୍ଗିଲା ଘର

ସିନାପାଲି,୧୦ା୮(ଡି.ଏନ.ଏ.): ନୂଆପଡା ଜିଲା ସିନାପାଲି ବ୍ଲକ ଭରୁଆମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଚଚରାଭଟା ନିବାସୀ ବିଧବା ମହିଳା ସାବିତ୍ରୀ ବାଗଙ୍କ ଘର ଲଗାଣ ବର୍ଷାରେ ଭାଙ୍ଗି ପଡିିଛି। ଏଥିରେ…

ଆତଙ୍କବାଦ ନେଇ ଦୁଇ ପ୍ରକାର ମାନଦଣ୍ଡ ଆପଣେଇବା କ୍ଷତିକାରକ, ସୁରକ୍ଷା ପରିଷଦରେ ଭାରତର ଚେତାବନୀ…

ଜେନେଭା, ୧୦।୮ : ବିଶ୍ୱରେ ବୃଦ୍ଧି ପାଉଥିବା ଆତଙ୍କବାଦ କାର୍ଯ୍ୟକଳାପ ନେଇ ଭାରତ ପୁଣିଥରେ ବିଶ୍ୱ ସମୁଦାୟକୁ ଚେତାବନୀ ଦେଇଛି। ମିଳିତ ଜାତିସଂଘରେ ଭାରତର ରାଷ୍ଟ୍ରଦୂତ ରୁଚିରା…

କର୍ଲାମୁଣ୍ଡା ବ୍ଲକ: ଯୁକ୍ତ ୨ରେ ୮୭.୧୪ % ପାସ୍‌

କର୍ଲାମୁଣ୍ଡା,୧୦ା୮(ଡି.ଏନ.ଏ.): ଚଳିତବର୍ଷର ଯୁକ୍ତ ୨ କଳା ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଜେକେ କଲେଜ ଛାତ୍ରୀ ପୂଜା ଭୋଇ…

ବଦଳିଲା ନିଷ୍ପତ୍ତି: ସ୍ବାଧୀନତା ଦିବସରେ ସାମିଲ ହେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୦।୮(ବ୍ୟୁରୋ): ବଦଳିଲା ନିଷ୍ପତ୍ତି। ସ୍ବାଧୀନତା ଦିବସରେ ଛାତ୍ରୀଛାତ୍ର ସାମିଲ ହେବେ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ…

ଛାତ୍ରୀନିବାସରେ ରାତିରେ ରହୁନାହାନ୍ତି ୱାଡେନ

କେସିଙ୍ଗା,୧୦ା୮(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୨୦୦୬ରେ ସ୍ଥାପିତ ହୋଇଛି। ଛାତ୍ରୀନିବାସରେ ରାତିରେ ୱାଡେନ ରହୁ ନ ଥିବା ଅଭିଭାବକମାନେ ପ୍ରଧାନ ଶିକ୍ଷୟିତ୍ରୀଙ୍କ…