ସାଉଥ୍‌-ବଲିଉଡ୍‌ ବିବାଦରେ ମୁହଁ ଖୋଲିଲେ ତମନ୍ନା

ବର୍ତ୍ତମାନ ଦକ୍ଷିଣ ଭାରତୀୟ ସିନେମାକୁ ଲୋକେ ଅଧିକ ପସନ୍ଦ କରୁଛନ୍ତି। ଏହାସହ ଫିଲ୍ମକୁ ଅଧିକ ସଫଳତା ମଧ୍ୟ ମିଳୁଛି। ଏନେଇ ଏବେ ଦକ୍ଷିଣୀ ଚଳଚ୍ଚିତ୍ରକୁ ବଲିଉଡ୍‌ ସହ…

‘ସୀତା ମାତାଙ୍କ ଚିର ହରଣ’: ସୁରଜେୱାଲାଙ୍କ ବିବାଦୀୟ ବୟାନକୁ ନେଇ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୧୦ ।୬: ଭାରତୀୟ ଜନତା ପାର୍ଟି(ଭାଜପା) ଗୁରୁବାର କଂଗ୍ରେସର ମୁଖ୍ୟ ପ୍ରବକ୍ତା ରଣଦୀପ ସୁରଜେୱାଲାଙ୍କୁ ଟାର୍ଗେଟ କରିଛି । ଉଦୟପୁରରେ ସେ ଦେଇଥିବା ଏକ ଟିପ୍ପଣିକୁ ନେଇ…

ଆଜି ରାଜ୍ୟ ସଭା ନିର୍ବାଚନ: ଭୋଟିଂର ହେବ ଭିଡିଓଗ୍ରାଫ

ନୂଆଦିଲ୍ଲୀ,୧୦।୬: ଚାରି ରାଜ୍ୟର ୧୬ ରାଜ୍ୟ ସଭା ଆସନ ଲାଗି ଶୁକ୍ରବାର ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ପକ୍ଷରୁ ଘୋଡ଼ାବେପାର ଉଦ୍ୟମ ଚାଲିଥିବା ଅଭିଯୋଗ…

୨୩ ବର୍ଷ ପରେ ହାଇକୋର୍ଟଙ୍କ ରାୟ: ସରକାରୀ ଖାତାକୁ ଫେରିବ ୫ଶହ ଏକର ଜମି

ପୁରୀ ଅଫିସ,୧୦।୬: ସରକାରଙ୍କ ମାଲିିିିିକାନାକୁ ଫେରିବ ପୁରୀ ସିପସରୁ ବାଲି ଅଞ୍ଚଳରେ ଥିବା ୫ଶହ ଏକରରୁ ଅଧିକ ଜମି। ରାଜ୍ୟ ସରକାରଙ୍କ ସପକ୍ଷରେ ଏହି ରାୟ ଶୁଣାଇଛନ୍ତି…

ରାଜ୍ୟ ସଭାର ୧୬ ଆସନ ପାଇଁ ଆଜି ଭୋଟ ଗ୍ରହଣ

ନୂଆଦିଲ୍ଲୀ,୧୦ ।୬: କିଣା ବିକା ବା ଘୋଡା ବେପାର ଭଳି ଅଭିଯୋଗ ମଧ୍ୟରେ ଶୁକ୍ରବାର ୧୬ ରାଜ୍ୟ ସଭା ଆସନ ପାଇଁ ହେବାକୁ ଯାଉଛି ନିର୍ବାଚନ ।…

ମିଲର-ଡୁସେନ ଛଡ଼ାଇ ନେଲେ ମ୍ୟାଚ୍‌

ନୂଆଦିଲ୍ଲୀ,୯।୬: ୨୧୧ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିବା ସତ୍ତ୍ୱେ ଭାରତ ବିଜୟ ସ୍ବାଦ ଚାଖିପାରି ନାହିଁ। ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ଗୁରୁବାର ଦକ୍ଷିଣ ଆଫ୍ରିକା…

ବଜ୍ରପାତ ନେଲା ୨ ଜୀବନ

ପାଟଣା/ଢେଙ୍କିକୋଟ,୯।୬(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲାରେ ଗୁରୁବାର ସନ୍ଧ୍ୟାରେ ବଜ୍ରପାତ ଘଟି ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ଘସିପୁରା ଥାନା ରାଇଘାଟି ଗ୍ରାମର…

ଡୋଭାଲଙ୍କ ବୈଠକ ଉପରେ ଇରାନ ଦେଇଥିବା ବିବୃତି ହଟାଇଲା

ନୂଆଦିଲ୍ଲୀ,୯।୬: ପ୍ରଫେଟ ମହମ୍ମଦଙ୍କ ଉପରେ ଭାଜପା ସଦସ୍ୟଙ୍କ ବିବାଦୀୟ ବିବୃତିକୁ ନେଇ କୂଟନୈତିକ ବିବାଦ ଜାରି ରହିଛି। ଏଭଳି ସ୍ଥିତିରେ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ…

ଛାତ୍ରୀଙ୍କୁ ହତ୍ୟା କଲେ ପୁରୁଷବନ୍ଧୁ

ଜୟପୁର,୯।୬: ରାଜସ୍ଥାନ କୋଟାରେ ଏନ୍‌ଇଇଟି ପରୀକ୍ଷା ପାଇଁ ପ୍ରସ୍ତୁତି ଚଳାଇଥିବା ଜଣେ ୧୭ ବର୍ଷୀୟା ଛାତ୍ରୀଙ୍କୁ ତାଙ୍କ ପୁରୁଷବନ୍ଧୁ ହତ୍ୟା କରିଛନ୍ତି। ମୃତ ଛାତ୍ରୀଙ୍କ ଘର ଛତିଶଗଡ଼…

ବ୍ୟବସାୟୀଙ୍କ ଘରୁ ଡକାୟତି: ଜବତ ହେଲା ଚୋରି ୩୧ ଲକ୍ଷ ଟଙ୍କା

ଭବାନୀପାଟଣା/ଧର୍ମଗଡ଼,୯।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ଗତ ୩୦ ତାରିଖ ରାତିରେ ହୋଇଥିବା ଡକାୟତି ଘଟଣାରେ କଳାହାଣ୍ଡି ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ଟିଟିଲାଗଡ଼ ଅଞ୍ଚଳର…