କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ…

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର ଗ୍ରହଣ…

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ ସମଗ୍ର…

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର ବ୍ୟବସ୍ଥା…

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର ଛକଠାରେ…

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର ଏସ୍‌ସି/ଏସ୍‌ଟି…

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ ରାଜରାସ୍ତାରେ…

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର ବର୍ଦ୍ଧିତ…

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା ଘଟିଛି।…