ଜାଣିଶୁଣି ଦୀପେନ୍ଦ୍ରଙ୍କ ଶର୍ଟ ଚିରିଛନ୍ତି ରାହୁଲ, ଭାଜପାର ଅଭିଯୋଗ…

ନୂଆଦିଲ୍ଲୀ, ୬।୮ : ଶୁକ୍ରବାର ଦରଦାମ ବୃଦ୍ଧି, ବେକାରୀ ଏବଂ ଜିଏସଟି ବିରୋଧରେ କଂଗ୍ରେସ ପକ୍ଷରୁ ପ୍ରଦର୍ଶନ କରାଯାଇଥିଲା। ଏହା ପରେ ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ…

କେନ୍ଦ୍ରୀୟ ଯୋଜନାର ଅର୍ଥ ହେରଫେର କରୁଛନ୍ତି ମମତା ସରକାର…

ନୂଆଦିଲ୍ଲୀ, ୬।୮ : ପଶ୍ଚିମବଙ୍ଗର ବିରୋଧୀଦଳର ନେତା ଶୁଭେନ୍ଦୁ ଅଧିକାରୀ ରାଜ୍ୟ ଯୋଜନା ଅନ୍ତର୍ଗତ ଗ୍ରହଣ କରାଯାଇଥିବା ଅର୍ଥର ଅପବ୍ୟବହାର ଏବଂ ହେରଫେର ହୋଇଥିବା ଅଭିଯୋଗ କରିଛନ୍ତି।…

୧୨ ସିଂହ ନିଲାମ କରିବ ପାକିସ୍ତାନ

ଇସଲାମାବାଦ,୬ା୮: ପାକିସ୍ତାନର ଏକ ଚିଡ଼ିଆଖାନା ଖାଦ୍ୟ ଓ ସ୍ଥାନ ଅଭାବ ଦୂର ପାଇଁ ୧୨ଟି ସିଂହ ନିଲାମ କରିବ। ସିଂହ ନିଲାମ ପାଇଁ ମୂଳ ମୂଲ୍ୟ ଦେଢ଼…

ଓଡ଼ିଶା: ଆଜିର ଫଟୋ ( ଅଗଷ୍ଟ ୬, ୨୦୨୨)

ଭୁବନେଶ୍ୱରରେ ପ୍ରବଳ ବର୍ଷା: ରାଜମହଲ ଛକର ଦୃଶ୍ୟ   ରାଜଧାନୀରେ ବର୍ଷା ସମୟରେ ବମିଖାଲ ଅଞ୍ଚଳରେ ରାସ୍ତା ଉପରେ ବର୍ଷା ଜଳ ନିଷ୍କାସନ ହୋଇ ନ ପାରି…

ଦୁବାଇରୁ ଫେରିଲେ ଭାଇଜାନ

ମୁମ୍ବାଇ: ଦବଙ୍ଗ ଖାନ୍‌ ସଲମାନ ଦୁବାଇରୁ ଫେରିଛନ୍ତି। ଶନିବାର ଫଟୋଗ୍ରାଫରମାନେ ତାଙ୍କୁ ବିମାନବନ୍ଦରରେ ଦେଖି ନିଜ କ୍ୟାମେରାରେ କଏଦ କରିଥିଲେ। ସୋସିଆଲ ମିଡିଆରେ ଶେୟାର ହୋଇଥିବା ଭିଡିଓରେ…

୧୦ ଆନ୍ତଃରାଜ୍ୟ ଡକାୟତ ଗିରଫ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଏସ୍‌ପି

ଭବାନୀପାଟଣା,୬ା୮(ସ୍ବ.ପ୍ର.): କଳାହାଣ୍ଡି ପୋଲିସ ଶନିବାର ଏକ ଡକାୟତି ଗ୍ୟାଙ୍ଗର ଫର୍ଦ୍ଦାଫାଶ କରିଛି। ଦୀର୍ଘମାସ ଧରି କଳାହାଣ୍ଡି ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଡକାୟତି କରି ପୋଲିସକୁ ଚକ୍‌ମା…

ହସ୍ପିଟାଲରେ ଭର୍ତ୍ତି ହେଲେ ଉର୍ଫି

ବମ୍ବେ:ଅସୁସ୍ଥ ହୋଇପଡ଼ିଛନ୍ତି ସୋସିଆଲ ମିଡିଆ ସେନ୍‌ସେଶନ୍‌ ଉର୍ଫି ଜାଭେଦ। ଏଥିଲାଗି ତାଙ୍କୁ କୋକିଲା ବେନ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଅଭିନେତ୍ରୀଙ୍କୁ ୧୦୩ ଜ୍ୱର। ଏପରିକି ସେ ଦୁର୍ବଳ…

ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ୨୦ ଭରି ସୁନା ସହ ଲୁଟିନେଲେ ନଗଦ ୨ ଲକ୍ଷ ଟଙ୍କା

ପାରଳାଖେମୁଣ୍ଡି,୬ା୮(ଡି.ଏନ୍‌.ଏ.): ଦିନ ଦ୍ୱିପ୍ରହରରେ ଜନଗହଳି ପୂର୍ଣ୍ଣ ଅଞ୍ଚଳରୁ ଶନିବାର ଚୋରି ହୋଇଛି। ବାହାଘର ଭୋଜିରେ ପରିବାର ଲୋକେ ବ୍ୟସ୍ତ ଥିବା ବେଳେ ଘରେ କଳା କନା ବୁଲାଇଛନ୍ତି…

ବୃଦ୍ଧ ବାପାଙ୍କୁ ବିଦ୍ୟୁତ୍‌ଖୁଣ୍ଟରେ ବାନ୍ଧି ପିଟିପିଟି ମାରିଦେଲେ ପୁଅବୋହୂ

କୋରାପୁଟ,୬।୮(ସ୍ବ.ପ୍ର.): ନାନାଦି ଦୁଃଖ, କଷ୍ଟ, ଯନ୍ତ୍ରଣା ସହି ପିଲାମାନଙ୍କୁ ଛୋଟରୁ ବଡ଼ କରିଥାନ୍ତି ମାତାପିତା। ହେଲେ ସେମାନେ ପରିଣତ ବୟସରେ ପିଲାମାନଙ୍କ ପାଇଁ ଅଲୋଡା ହୋଇପଡ଼ନ୍ତି। ଏପରି…

କେନାଲରେ ୧୨ ଫୁଟର ଘାଇ: ଜମିରେ ଭାସୁଛି ରୁଆଧାନ

ସାକ୍ଷୀଗୋପାଳ,୬ା୮(ସ୍ବ.ପ୍ର.): ପୁରୀ ଜିଲା ସାକ୍ଷୀଗୋପାଳ ଜଳସମ୍ପଦ ବିଭାଗ ଉପଖଣ୍ଡ ରୂପଦେଇପୁର ସେକ୍ସନ ଅଧୀନରେ ରହିଥିବା ସାକ୍ଷୀଗୋପାଳ ଶାଖା କେନାଲର ବାମପାର୍ଶ୍ୱ ବନ୍ଧରେ ୧୨ ଫୁଟର ଘାଇ ହୋଇଛି।…