‘ଲୋକେ ମୋତେ ବିବାଦକୁ ଟାଣି ଆଣୁଛନ୍ତି’

ମୁମ୍ବାଇ: ଅଭିନେତ୍ରୀ କରୀନା କପୁର, ଅମିର ଖାନ୍‌ଙ୍କ ସହ ତାଙ୍କର ଆଗାମୀ ଫିଲ୍ମ ‘ଲାଲ୍‌ ସିଂହ ଚଢ଼ା’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ଏକ ସାକ୍ଷାତକାରରେ କରୀନା…

ମନ୍ତ୍ରୀଙ୍କୁ ସ୍କୁଟିରେ ବସାଇ କାର୍ଯ୍ୟାଳୟରେ ଛାଡିଲେ ସ୍ମୃତି ଇରାନୀ: ଭିଡିଓ ଭାଇରାଲ୍‌

ନୂଆଦିଲ୍ଲୀ,୩।୮: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ବୁଧବାର ତାଙ୍କ ସହକର୍ମୀ ତଥା ମନ୍ତ୍ରୀ ଭାରତୀ ପାୱାରଙ୍କୁ ସ୍କୁଟିରେ ବସାଇ ତାଙ୍କ କାର୍ଯ୍ୟାଳୟରେ ଛାଡିଛନ୍ତି। ସେ ଏହାର ଭିଡିଓକୁ…

ଚାଇନା ରାଗରେ ପଞ୍ଚମ: ଦେଖାଇଲା ଆକ୍ରମଣାତ୍ମକ ଆଭିମୁଖ୍ୟ

ଓ୍ବାଶିଂଟନ୍‌,୩।୮: ଆମେରିକାର ସିନେଟ୍‌ର ବାଚସ୍ପତି ନାନ୍ସି ପେଲୋସି ତାଇୱାନ ଗସ୍ତ ଶେଷ କରିବା ପରେ ଦକ୍ଷିଣ କୋରିଆ ଯାଇଛନ୍ତି। ନାନସୀଙ୍କ ଗସ୍ତ ପରେ ଚାଇନା ରାଗରେ ନିଆଁବାଣ…

କିରାଣିଙ୍କୁ ଘରୁ ମିଳିଲା ୮୫ ଲକ୍ଷ ନଗଦ ଟଙ୍କା

ଭୋପାଳ,୩।୮: ମଧ୍ୟପ୍ରଦେଶ ଚିକିତ୍ସା ବିଭାଗରେ କାର୍ଯ୍ୟରତ ଜଣେ କିରାଣିଙ୍କ ଘରେ ଚଢାଉ କରାଯାଇ ଲକ୍ଷ ଲକ୍ଷ ଟଙ୍କା ଜବତ କରାଯାଇଛି। ଚଢାଉ କରିବାକୁ ଯାଇଥିବା ଅଧିକାରୀମାନେ ଏତେ…

ବଜ୍ରପାତରେ ୨ ଗାଈ ମୃତ, ମହିଳା ଗୁରୁତର

କୋରୁକୋଣ୍ଡା,୩ା୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ କିଛିଦିନ ପ୍ରବଳ ଗରମ ହେବା ପରେ ମଙ୍ଗଳବାରଠାରୁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାରେ ଲାଗିଛି। ବୁଧବାର କୋରୁକୋଣ୍ଡା ବ୍ଲକ…

 ଆସନ୍ତା ୫ରେ ରାଜଭବନ ଘେରିବ କଂଗ୍ରେସ

ଭୁବନେଶ୍ବର, ୩ା୮(ବ୍ୟୁରୋ): ଦିନକୁ ଦିନ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍‌ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ହେବାରେ ଲାଗିଛି। ବେକାରି ସମସ୍ୟା, ଅଗ୍ନିପଥ ଯୋଜନା…

ମାଡ୍‌ପିଟ୍‌ରେ ଜଣଙ୍କ ଜୀବନ ଗଲା

ଜମନକିରା,୩ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢା ବହାଲ ଗାଁରେ ମାଡ଼ପିଟ୍‌ ଯୋଗୁ ସେହି ଗାଁର କାର୍ତ୍ତିକ ଖଡିଆ(୪୫)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୁଚିଣ୍ଡା-ବଲାଙ୍ଗୀରରେ ଖୋଲିବ ୨ ନୂଆ ଆଇଟିଆଇ

ଭୁବନେଶ୍ବର, ୩ା୮(ବ୍ୟୁରୋ): ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ୨ଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର…

ଲୋନ୍‌ କରାଇଦେବାକୁ କହି ଏସ୍‌ଏଚ୍‌ଜି ସଦସ୍ୟାଙ୍କ ଲକ୍ଷାଧିକ ଟଙ୍କା ଠକିଥିଲେ: ଭଡାଘରୁ ଦମ୍ପତିଙ୍କୁ ବାନ୍ଧିଲା ପୋଲିସ

ଝାରସୁଗୁଡା ଅଫିସ୍‌,୩।୮: ଝାରସୁଗୁଡା ଜିଲା ଲଇକେରା ଥାନା ଓ କୁଲବିଲା ଥାନା ଅଞ୍ଚଳର ବିଭିନ୍ନ ଗ୍ରାମର ଏସ୍‌ଏଚ୍‌ଜି ଗ୍ରୁପ୍‌ ସଦସ୍ୟାମାନଙ୍କୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ ଋଣ କରାଇଦେବା…

କିଏ ଏହି ପେଲୋସି? ଯାହାଙ୍କ ନାଁ ଶୁଣିଲେ ଚିହିଙ୍କି ଉଠୁଛି ଚାଇନା

ଓ୍ବାଶିଂଟନ,୩ା୮: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ଙ୍କ ବାରମ୍ବାର ଚେତାବନୀ ସତ୍ତ୍ୱେ ଆମେରିକାର ଲୋକ ସଭା ବାଚସ୍ପତି ନାନ୍ସି ପେଲୋସିଙ୍କ ବିମାନ ତାଇଓ୍ବାନରେ ପହଞ୍ଚିଛି। ଯେଉଁଥିପାଇଁ ଚାଇନା ସରକାର…