ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୨।୮: ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମଙ୍ଗଳବାର ଦିଲ୍ଲୀ ଓ କୋଲକାତା ସମେତ ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଦିଲ୍ଲୀ ସ୍ଥିତ ନ୍ୟାଶନାଲ…

ସମ୍ବଲପୁରୀ ନୃତ୍ୟ, ଗୀତରେ ଝୁମିଲେ ଦର୍ଶକ

ଝାରସୁଗୁଡ଼ା ଅଫିସ,୨।୮: ସମ୍ବଲପୁରୀ ଭାଷା ସାହିତ୍ୟ ସାଧକ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମ ଦିବସ ଉପଲକ୍ଷେ ଅଗଷ୍ଟ ୧ ତାରିଖରେ ମଙ୍ଗଳବଜାର ସ୍ଥିତ ଜିଲା କ୍ରୀଡ଼ା ପ୍ରେକ୍ଷାଳୟରେ…

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ: ୨ କର୍ମଚାରୀଙ୍କ ସମେତ ୫ ଆହତ

ରୂପ୍‌ସା,୨।୮(ଡି.ଏନ୍‌.ଏ. ): ବାଲେଶ୍ୱର ୬୦ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭୋଗରାଇ ଦାରୁହାରୁ…

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ୪ଭାଜପା ବିଧାୟକ ନିଲମ୍ବିତ

ରାଞ୍ଚି,୨।୮: ଝାଡ଼ଖଣ୍ଡ ବିଧାନସଭାରେ ମୌସୁମୀ ଅଧିବେଶନ ଚାଲୁଛି। ଏହି ଅଧିବେଶନରେ ବିରୋଧୀ ଅନେକ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ଉଦ୍ୟମ କରୁଛନ୍ତି। ଇତିମଧ୍ୟରେ ସୋମବାର ବାଚସ୍ପତି ୪ଜଣ…

ସାଇ ମନ୍ଦିରରୁ ରୁପା ଅଳଙ୍କାର ଚୋରି

ପାରଳାଖେମୁଣ୍ଡି,୨।୮(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରେଖେଣ ସାହିସ୍ଥିତ ଶିରିଡ଼ି ସାଇ ମନ୍ଦିରରୁ ସୋମବାର ବିଳମ୍ବିତ ରାତିିରେ ଚୋରି ହୋଇଥିବା ଜଣାପଡିଛି। କେତେକ ଦୁର୍ବୃତ୍ତ…

ରୋଗୀଙ୍କଠାରୁ ନେଉଥିଲେ ଲାଞ୍ଚ,ଧରିଲା ପୋଲିସ

କଟକ ଅଫିସ,୨।୮: ଏସ୍‌ସିବି ମେଡିକାଲରେ ରୋଗୀଙ୍କଠାରୁ ଲାଞ୍ଚ ନେଇ ୨ ଜଣ ଧରାପଡିଛନ୍ତି। ସେମାନେ ହେଲେ ଏସ୍‌ସିବିର ଜଣେ କର୍ମଚାରୀ ଓ ଅନ୍ୟ ଜଣେ ସିକ୍ୟୁରିଟି ଗାର୍ଡ।…

ବିନା ବିସ୍ଫୋରଣରେ କେମିତି ନିହତ ହେଲେ ଅଲକାଏଦା ମୁଖ୍ୟ

ଓ୍ବାଶିଂଟନ,୨।୮: ଆମେରିକାର ଡ୍ରୋନ ଆକ୍ରମଣରେ ଆଖି ବୁଜିଛନ୍ତି ଅଲ କାଏଦା ମୁଖ୍ୟ ଆୟମାନ ଅଲ-ଜାୱାହିରି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଅଲ ଜାୱାହିରିଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି।…

ସ୍କୁଲ ପଛପଟୁ ମିଳିଲା ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ସୁନ୍ଦରଗଡ଼,୨।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅଧୀନ ଗର୍ଜନ ବାହାଲ ହାଇସ୍କୁଲ ପଛପଟୁ ମଙ୍ଗଳବାର ସକାଳେ ଜଣେ ଛାତ୍ରଙ୍କ ମୃତଦେହ ମିଳିଛି। ଖବର ପାଇ ହେମଗିରି ଥାନା…

‘ପାରମ୍ପରିକ ଭାରତୀୟ ଔଷଧର ଆଧୁନିକୀକରଣ’

ନୂଆଦିଲ୍ଲୀ,୨।୮ ଦେଶର ପ୍ରମୁଖ ଘରୋଇ ଅନୁଷ୍ଠାନ ‘ପତଞ୍ଜଳି ଅନୁସନ୍ଧାନ ଫାଉଣ୍ଡେଶନ’ ହରିଦ୍ୱାରର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବର୍ତ୍ତମାନର ଚିକିତ୍ସା ବ୍ୟବସ୍ଥାକୁ ‘ପାରମ୍ପରିକ ଭାରତୀୟ ଔଷଧର ଆଧୁନିକୀକରଣ’ ଶୀର୍ଷକ ବିଷୟବସ୍ତୁକୁ…

ବେଙ୍ଗାଲୁରୁରେ ‘ମଙ୍କିପକ୍ସ’ ନେଇ ଗାଇଡ୍‌ଲାଇନ ଜାରି: ଆଇସୋଲେଶନରେ ରହିବେ ୨୧ ଦିନ

ବେଙ୍ଗାଲୁରୁ,୨।୮: ଦେଶରେ‘ମଙ୍କିପକ୍ସ’ମାମଲା ବୃଦ୍ଧି ପାଇବା ପରେ କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ମଙ୍ଗଳବାର ଏକ ଗାଇଡ୍‌ଲାଇନ ଜାରି ହୋଇଛି। ବିମାନବନ୍ଦର ଏବଂ ରେଳ ଷ୍ଟେଶନରେ ଯାତ୍ରାଙ୍କୁ କଡ଼ାକଡି ଯାଞ୍ଚ…