ଦର ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୬ ବର୍ଷୀୟ ଶିଶୁ

ନୂଆଦିଲ୍ଲୀ, ୨ା୮:ସମ୍ପ୍ରତି ଦେଶରେ ଅତ୍ୟବଶ୍ୟକ ସାମଗ୍ରୀର ଦରଦାମ୍‌ ହୁ ହୁ ହୋଇ ବଢ଼ିଚାଲିଛି। ମୂଲ୍ୟବୃଦ୍ଧି ଯୋଗୁ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି। ପାର୍ଲାମେଣ୍ଟ ଅଧିବେଶନରେ ବିରୋଧୀ ଏହା ଉପରେ…

ଚାରା ରୋପଣରେ ଦୁର୍ନୀତି

ଭୁବନେଶ୍ୱର,୨ା୮(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ହୋଇଛି। ଜଙ୍ଗଲ ଧ୍ୱଂସ ଏହାର ଏକ ପ୍ରମୁଖ କାରଣ। ବନୀକରଣ ଉପରେ ସବୁସ୍ତରରେ ଜୋର ଦିଆଯାଉଛି। କିନ୍ତୁ…

ହାରିଲା ଭାରତ

ସେଣ୍ଟ କିଟ୍ସ,୨।୮: ସେଣ୍ଟ କିଟ୍ସରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ୱେଷ୍ଟଇଣ୍ଡିଜ ଭାରତକୁ ପରାସ୍ତ କରିଛି। ତିନି ବର୍ଷ ପରେ ୱେଷ୍ଟଇଣ୍ଡିଜ ଅନ୍ତର୍ଜାତୀୟ ଟି-୨୦ରେ ଭାରତ ବିପକ୍ଷରେ ଜିତିଛି।…

ଆମେରିକାର ଡ୍ରୋନ୍‌ ଆକ୍ରମଣରେ ପ୍ରାଣ ହରାଇଲେ ଅଲ-କାଏଦା ମୁଖ୍ୟ

ନ୍ୟୁୟର୍କ,୨ା୮: ଆଫଗାନିସ୍ତାନରେ ଆତଙ୍କବାଦ ବିରୋଧୀ ଅପରେଶନରେ ଅଲ-କାଏଦାର ମୁଖ୍ୟ ଆୟମାନ ଅଲ-ଜାୱାହିରି ପ୍ରାଣ ହରାଇଛନ୍ତି। ଆଫଗାନିସ୍ତାନର ରାଜଧାନୀ କାବୁଲରେ ଆମେରିକାର ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଏଜେନ୍ସି (ସିଆଇଏ) ଦ୍ୱାରା…

ଓଡ଼ିଶା: ଆଜିର ଫଟୋ (ଅଗଷ୍ଟ ୧, ୨୦୨୨)

ବିଧାନ ସଭାରେ ବିରୋଧୀ ଙ୍କ ପ୍ରଶ୍ନ ସମୟରେ ହୋହାଲ୍ଲା ୭ଦଫା ଦାବିରେ ଓଡିଶା ସବୁଜ ପତ୍ରିକା ମହିଳା ମହାସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟନ ଛକରେ ଆନ୍ଦୋଳନ କଳିଙ୍ଗ…

ସ୍ତ୍ରୀଙ୍କୁ ବ୍ଲାକ୍‌ମେଲ କରୁଥିଲେ ପୋଲିସ କର୍ମଚାରୀ: କାନ, ଓଠ, ନାକ ହାଣିଲେ ସ୍ବାମୀ

ଲାହୋର,୧।୮: ପାକିସ୍ତାନରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ପୋଲିସ କର୍ମଚାରୀଙ୍କୁ ମହିଳାଙ୍କୁ ବ୍ଲାକ୍‌ମେଲ କରିବା ମହଙ୍ଗା ପଡ଼ିଛି। ଯେଉଁଥିରେ ସ୍ବାମୀ ଉକ୍ତ ପୋଲିସ କର୍ମଚାରୀଙ୍କ ନାକ,…

କାଶୀପୁର ଝାଡ଼ାବାନ୍ତି ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି

ଟିକିରି,୧ା୮(ଡି.ଏନ୍‌.ଏ.): ଓଡ଼ିଶା ଜନଜାଗରଣ ଅଭିଯାନର ରାଜ୍ୟ ସଭାପତି ମଧୁସୁଦନଙ୍କ ନେତୃତ୍ୱରେ ଏକ ଟିମ୍‌ କାଶୀପୁର ବ୍ଲକର ଝାଡ଼ାବାନ୍ତି ପ୍ରଭାବିତ ଅଞ୍ଚଳ ଗସ୍ତ କରି ମୃତକମାନଙ୍କ ପରିବାରକୁ ସାକ୍ଷାତ…

ରାଜଧାନୀରେ ଦ୍ୱିତୀୟ ମଙ୍କିପକ୍ସ ମାମଲା ଚିହ୍ନଟ

ନୂଆଦିଲ୍ଲୀ,୧।୮: କରୋନା ପରେ ଏବେ ମଙ୍କିପକ୍ସ ଦେଶରେ କାୟାବିସ୍ତାର କରିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ମଙ୍କିପକ୍ସର ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉକ୍ତ ୩୫ବର୍ଷୀୟ ଆକ୍ରାନ୍ତ…

ଜେଲ ଗଲେ ପୂର୍ବତନ କଲେଜ ଅଧ୍ୟକ୍ଷ

ଉଦଳା,୧ା୮(ଡି.ଏନ.ଏ.)- ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଉଦଳା ଲୁଇପା ଡିଗ୍ରୀ କଲେଜର ପୂର୍ବତନ ଅଧ୍ୟକ୍ଷ ଆଦିକନ୍ଦ ଦେ ଜେଲ ଯାଇଛନ୍ତି। ମିଥ୍ୟା ବିଲ୍‌ ଦେଇ କଲେଜକୁ ଆସିଥିବା…

୧୦୦ବସ୍ତା ସାର ଜବତ:କୃଷି ଅଧିକାରୀଙ୍କୁ ଘେରିଲେ ମହିଳା

ସିମୁଳିଆ, ୧।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମୁରୁଣା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ୧୦୦ବସ୍ତା ଗ୍ରୋମର ସାର ଜବତକୁ କେନ୍ଦ୍ର କରି ସୋମବାର ପଞ୍ଚାୟତର ବିଭିନ୍ନ ଅଞ୍ଚଳରୁ…