ପାକିସ୍ତାନର ପ୍ରଥମ ହିନ୍ଦୁ ମହିଳା ଡିଏସ୍‌ପି ମନିଶା ରୋପେଟା

ଇସ୍‌ଲାମାବାଦ୍‌,୩୦।୭: ପାକିସ୍ତାନ ସିନ୍ଧରେ ଜଣେ ହିନ୍ଦୁ ମହିଳା ପୋଲିସ ଅଧିକାରୀ ମନିଶା ରୋପେଟାଙ୍କୁ ଡେପୁଟି ସୁପରିଟେଣ୍ଡେଣ୍ଟ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ପାକିସ୍ତାନରେ ଏହା ପ୍ରଥମ ଘଟଣା,…

ଗଧକୁ ବାନ୍ଧି ପିଟୁଥିଲେ, ପାଇଲେ ପାନେ

ଯେଉଁଭଳି ବୁଣିବେ ସେହିଭଳି ଅମଳ ପାଇବେ। ଏଇଟା ଆପଣମାନେ ଆଗରୁ ଶୁଣିଥିବେ। ହେଲେ ଏହି ଭିଡ଼ିଓ ମାଧ୍ୟମରେ ଏହା ସମ୍ପୂର୍ଣ୍ଣ ରୂପେ ପ୍ରମାଣିତ ହୋଇଛି। ଯାହା ଭାଇରାଲ…

ତଳମୁହାଁ ସଂକ୍ରମଣ: ୨୪ ଘଣ୍ଟାରେ ୯୮୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୮୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୫ ଜଣ କ୍ୱାରାଣ୍ଟାଇନ୍‌ ରହିଥିବା ବେଳେ…

ଲଗାତାର ବ୍ୟାକଫ୍ଲିପ୍ସ କରୁଛି ପାରା, ଭିଡିଓ ଦେଖିଲେ ଆପଣ ବି କହିବେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ…

ହୋସ ଉଡାଇଦେବ ସଞ୍ଜୁବାବାଙ୍କ ନିଟ୍‌ମୂଲ୍ୟ

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ତାଙ୍କ ଅଭିନୟରେ ସେ କୋଟି କୋଟି ଦର୍ଶକଙ୍କ ହୃଦୟ ଜିତିପାରିଛନ୍ତି। ସେ ଜୀବନରେ ଅନେକ ଉତ୍ଥାନ-ପତନ ଦେଇ ଗତି କରିଛନ୍ତି। ତେବେ…

ବିଧାୟକ ମୋକିମ୍‌ଙ୍କ ଆବେଦନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ,୩୦।୭: ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ସ୍ବତନ୍ତ୍ର ଲିଭ୍‌ ପିଟିଶନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ୨୦୧୯ରେ ବାରାବାଟୀ-କଟକ ବିଧାନସଭା ଆସନରୁ ମୋକିମ୍‌ଙ୍କ ନିର୍ବାଚନକୁ ପୂର୍ବତନ ବିଧାୟକ…

ଧାନ ଉତ୍ପାଦନରେ କେନ୍ଦ୍ରାପଡ଼ା ପଛୁଆ

କେନ୍ଦ୍ରାପଡ଼ା ଅଫିସ, ୩୦ା୭: କେନ୍ଦ୍ରାପଡ଼ା ଜିଲା କୃଷି ଅର୍ଥନୀତିରେ ପରିଚାଳିତ। ଧାନ ହେଉଛି ମୁଖ୍ୟ ଫସଲ। ତେବେ ୨୦୨୧ ଅର୍ଥନୈତିକ ସର୍ଭେ ରିପୋର୍ଟରେ ଜିଲାର ଦୁର୍ବଳ କୃଷିନୀତିକୁ…

ଅବସର ନେଲେ ଜଷ୍ଟିସ୍‌ ଖାନ୍‌ଓ୍ବିଲକର

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟର ଦ୍ୱିତୀୟ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଏ.ଏମ୍‌. ଖାନ୍‌ଓ୍ବିଲକର ଶୁକ୍ରବାର ଅବସର ଗ୍ରହଣ କରିଛନ୍ତି। ବିଦାୟୀ ସମ୍ବର୍ଦ୍ଧନା ବେଳେ ସେ ବାର୍‌ ଆସୋସିଏଶନ୍‌ ନେତାମାନଙ୍କୁ ସେମାନଙ୍କ…

ଆଲୋଚନା ହେଉ ନଥିବାରୁ ବଢ଼ୁଛି ଅସନ୍ତୋଷ

ପାରାଦୀପ, ୩୦ା୭ (ସ୍ବ.ପ୍ର.): ୧୨ ଦଫା ଦାବି ନେଇ ଏକାଧିକ ସଂଗଠନ ପକ୍ଷରୁ ପିପିଏଲ୍‌ କମ୍ପାନୀ ଫାଟକ ଆଗରେ ଚାଲିଥିବା ଧାରଣା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। କିନ୍ତୁ…

ପୃଥିବୀରେ ଖସିବ ଚାଇନା ରକେଟ

ବେଜିଂ,୩୦।୭: ଚାଇନାର ନିର୍ମାଣାଧୀନ ମହାକାଶ ଷ୍ଟେଶନକୁ ନୂତନ ବିଜ୍ଞାନ ଉପକରଣ ନେଇ ଯାଇଥିବା ସବୁଠୁ ଶକ୍ତିଶାଳୀ ରକେଟ ଲଙ୍ଗ୍‌ ମାର୍ଚ୍ଚ-୫ବି ଓ୍ବାଇ୩ ଏବେ ପୃଥିବୀକୁ ଖସୁଛି। ଏହା…