ବୀର ସାବରକରଙ୍କ ଲୁକ୍‌ରେ ନଜର ଆସିଲେ ରଣଦୀପ

ମୁମ୍ବାଇ: ସ୍ବାଧୀନତା ସଂଗ୍ରାମୀ ବିନାୟକ ଦାମୋଦର ସାବରକରଙ୍କ ୧୩୯ତମ ଜନ୍ମ ବାର୍ଷିକୀ ଅବସରରେ ଫିଲ୍ମର ନିର୍ମାତା ରଣଦୀପ ହୁଡ୍ଡାଙ୍କ ପ୍ରଥମ ଲୁକ୍‌ ଜାରି ହୋଇଛି। ଏଥିସହ ଏକ…

ଆସିଲା ଉପନିର୍ବାଚନ ଫଳାଫଳ: ପ୍ରଫୁଲ୍ଲ, ସୁବ୍ରତ ହେଲେ ସରପଞ୍ଚ

ବରଗଡ଼ ଅଫିସ,୨୮ା୫: ବରଗଡ଼ ଜିଲା ବରଗଡ଼ ବ୍ଲକ ଅଧୀନ ଗୋବିନ୍ଦପୁର ଏବଂ ଭଟଲି ବ୍ଲକ ଅନ୍ତର୍ଗତ କେଲେଣ୍ଡାପାଲି ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ଫଳାଫଳ ସାମ୍ନାକୁ ଆସିଛି। ଗୋବିନ୍ଦପୁର…

ହସ୍ପିଟାଲରେ ଉର୍ଫି ଜାଭେଦ, ଚିନ୍ତାରେ ପ୍ରଶଂସକ

ମୁମ୍ବାଇ: ସର୍ବଦା ନିଜର ଅଜବ ଫ୍ୟାଶନ ସେନ୍ସ ସହ ବୋଲ୍ଡ ଲୁକ୍‌କୁ ନେଇ ଚର୍ଚ୍ଚାରେ ରୁହନ୍ତି ସୋସିଆଲ ମିଡିଆ ସେନସେଶନ ଉର୍ଫି ଜାଭେଦ। ବିଗ୍‌ ବସ୍‌ ଓଟିଟି…

ଏହି ଅଭିନେତ୍ରୀଙ୍କୁ ବୁଢ଼ି କହିବାରୁ ….

ବଲିଉଡ୍‌ ଅଭିନେତ୍ରୀ କରିନା କପୁର ଖାନ୍‌ ନିକଟରେ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ଜନ୍ମଦିନ ପାର୍ଟିରେ ସାମିଲ ହୋଇଥିଲେ। ତାଙ୍କ ସହ ଅମୃତା ଅରୋରା ଓ ମଲାଇକା…

୪୨୪ ରାଜନେତା, ଧର୍ମଗୁରୁଙ୍କ ହଟିଲା ସୁରକ୍ଷା

ଚଣ୍ଡିଗଡ଼,୨୮।୫: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ନେତୃତ୍ୱାଧିନ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ୪୨୪ଜଣଙ୍କୁ ପ୍ରଦାନ କରାଯାଇଥିବା ସୁରକ୍ଷାକୁ ତୁରନ୍ତ ପ୍ରଭାବରେ ରାଜ୍ୟ…

୮ବର୍ଷରେ ମୁଣ୍ଡ ନୁଆଇଁ ନାହୁଁ, ଗରିବଙ୍କ ପାଇଁ ଖୋଲିଛୁ ଅନ୍ନ ଭଣ୍ଡାର: ମୋଦି

ଗାନ୍ଧିନଗର,୨୮ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତ କରିଛନ୍ତି । ରାଜକୋଟରେ ସେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ମୋଦି…

ହୋଟେଲରେ ଲାଗିଲା ନିଆଁ

ବରଗଡ଼ ଅଫିସ,୨୮।୫: ବରଗଡ଼ ସହର ଉପକଣ୍ଠ ବରାହଗୋଡା ଛକରେ ଥିବା ଏକ ସାଉଥ୍‌ ଇଣ୍ଡିଆନ ହୋଟେଲରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ହୋଟେଲରେ ଲାଗିଥିବା ଏସି, କୁଲର…

ଜମ୍ମୁରେ ଓଲଟିଲା ବସ: ୨୫ ଯାତ୍ରୀ ଆହତ

ଜମ୍ମୁ,୨୮ା୫: ଜମ୍ମୁର ଡୋଡା ଜିଲାକୁ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ଉଦ୍ଧାମପୁରର ବଟ୍ଟଲ ବଲିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡିଛି। ଫଳରେ ୨୫ଜଣ ଯାତ୍ରୀ ଆହତ…

ଜାଲ୍‌ ସାର୍ଟିଫିକେଟରେ ଚାକିରି ଅଭିଯୋଗ: ପ୍ରଧାନ ଶିକ୍ଷକ ନିଲମ୍ବିତ

ପାଟଣା,୨୮।୫(ସ୍ବ.ପ୍ର.): ଜାଲ୍‌ ବିଇଡି ସାର୍ଟିଫିକେଟ ଦେଇ ଚାକିରି କରିବା ଅଭିଯୋଗରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବିଲା ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଶୀଲ କୁମାର…

ଚିନ୍ତା ବଢାଇଲାଣି ମଙ୍କିପକ୍ସ: ଡବ୍ଲୁଏଚ୍‌ଓ ପକ୍ଷରୁ ସତର୍କତା ଜାରି

ନୂଆଦିଲ୍ଲୀ, ୨୮।୫: ସାରା ବିଶ୍ୱରେ ଏବେ ଚିନ୍ତା ବଢାଉଛି ମଙ୍କିପକ୍ସ ଭାଇରସ। ବର୍ତ୍ତମାନ ସୁଦ୍ଧା ଏହି ମାମଲା ୨୦ରୁ ଅଧିକ ଦେଶରେ ବ୍ୟାପିସାରିଲାଣି। ପ୍ରାୟ ୨୦୦ ଟି…