ଦକ୍ଷିଣ ପ୍ରଶାନ୍ତ ମହାସାଗରରେ ଆଉ ନଅଟି ଦ୍ୱୀପ ଦେଶ ଉପରେ ନଜର ପକାଇଲା ଚାଇନା: ବଢିଲା ଶୀତଳ ଯୁଦ୍ଧ, ବିଶ୍ୱଯୁଦ୍ଧ ଆଶଙ୍କା

ବେଜିଂ,୨୮ ।୫: ଚାଇନା ସୋଲେମନ ଆଇସଲ୍ୟାଣ୍ଡ ସହ ଏପ୍ରିଲ ମାସରେ ସୁରକ୍ଷା ଚୁକ୍ତି କରିବା ପରେ ଆମେରିକା ଓ ସହଯୋଗୀ ଦେଶର ଦକ୍ଷିଣ ପ୍ରଶାନ୍ତ ମହାସାଗରରେ ସୁରକ୍ଷାକୁ…

ଶେହବାଜ ଶରିଫ ଉଗାଳିଲେ କଶ୍ମୀର ରାଗ

ଇସଲାମାବାଦ,୨୮ ।୫: ଆର୍ଥିକ ଦୃଷ୍ଟିରୁ ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡିଥିବା ପାକିସ୍ତାନ ଏବେ କଶ୍ମୀର ରାଗକୁ ପୁଣିଥରେ ଓଗାଳିଛି । ଏଥର ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶହବାଜ…

ଭାଜପା ପ୍ରାର୍ଥିନୀଙ୍କ ପ୍ରଚାରରେ ଭୋଜପୁରୀ ଅଭିନେତା

ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାରରେ ଭୋଜପୁରୀ ଅଭିନେତା ତଥା ଉତ୍ତରପ୍ରଦେଶ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦିନେଶ ଲାଲ୍‌ ଯାଦବ ଶୁକ୍ରବାର ଭାଜପା ପ୍ରାର୍ଥିନୀ ରାଧାରାଣୀ…

ରାଜ୍ୟ ସଭା ପାଇଁ ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ଭାଜପା

ନୂଆଦିଲ୍ଲୀ,୨୮ ।୫: ରାଜ୍ୟ ସଭା ପ୍ରାର୍ଥୀ ତାଲିକାକୁ ନେଇ ଏବେ ସବୁଦଳ ମଧ୍ୟରେ ଚାଲିଛି ମନ୍ଥନ । ତେବେ ଶନିବାର ଭାରତୀୟ ଜନତା ପାର୍ଟି(ଭାଜପା) ରାଜ୍ୟ ସଭା…

ସମ୍ମିଳନୀରେ କର୍ମୀଙ୍କୁ ଗୁରୁମନ୍ତ୍ର

ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ଲଖନପୁର ବ୍ଲକ୍‌ ଦଳଗାଁ ପଞ୍ଚାୟତ ସେନାମାଲ ଛକ ନିକଟରେ ଶୁକ୍ରବାର ବିଜେଡି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହାକୁ ବିଜେଡି…

ବିଧାୟକ ମନୋହର ରନ୍ଧାରୀ ନିର୍ଦ୍ଦୋଷ

ନବରଙ୍ଗପୁର/ଜୟପୁର,୨୮ା୫(ବି.ପ୍ର./ନି.ପ୍ର.): ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କ ନାମରେ ଥିବା ଅର୍ଥ ତୋସରପାତ ମାମଲାରେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଜଜ୍‌ ରାଜେଶ ଏକ୍କା ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।…

ଆସନ୍ତା ସପ୍ତାହରେ ଭାଜପାରେ ଯୋଗଦେବେ ହାର୍ଦ୍ଦିକ

ଅହମଦାବାଦ,୨୮ା୫(ଆଇଏଏନ୍‌ଏସ୍‌): କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ହାର୍ଦ୍ଦିକ ପଟେଲ ମେ’ ୩୦ କିମ୍ବା ୩୧ରେ ଭାଜପାରେ ଯୋଗଦେବେ। ଏନେଇ ସେ ଶୁକ୍ରବାର ଅହମଦାବାଦରେ ସୂଚନା ଦେଇଛନ୍ତି। ଏପରିକି…

ଖାଲି ପାଦରେ ବନ୍ୟାଞ୍ଚଳ ବୁଲିଲେ ଆଇଏଏସ୍‌ ଅଧିକାରୀ

ଦିଶପୁର,୨୮।୫: ଆସାମ ବନ୍ୟାରେ ସବୁଠାରୁ କ୍ଷତିଗ୍ରସ୍ତ ହୋଇଥିବା କାଛରା ଜିଲା ପରିଦର୍ଶନ କରିଥିଲେ ଆଇଏଏସ୍‌ ଅଧିକାରୀ କୀର୍ତ୍ତି ଜାଲ୍ଲି। ପରିଦର୍ଶନ ବେଳର ଫଟୋ ଏବେ ସୋସିଆଲ ମିଡ଼ିଆରେ…

ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ ବଡ଼ ବିପଦ

ବେଙ୍ଗାଲୁରୁ,୨୮ା୫: ବଂଶବାଦ ରାଜନୀତି ଅପେକ୍ଷା ସାମ୍ପ୍ରଦାୟିକ ରାଜନୀତି ଭାରତର ଭବିଷ୍ୟତ ଲାଗି ସବୁଠୁ ବଡ଼ ବିପଦ ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍‌ ନେତା ଏଚ୍‌.ଡି.…